କଳାହାଣ୍ଡି

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ ଉଗ୍ର ରୂପ ନେଇଛି। ଆଗକୁ ଏହା ଅଧିକ ଭୟଙ୍କର ହେବା ଆଶଙ୍କାରେ ପ୍ରଧାନମନ୍ତ୍ରୀ…

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା ମହୋତ୍ସବ ୨୬ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ ହେବେ କଳାହାଣ୍ଡି ଜିଲା…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨ ହଜାର ବ୍ୟୟ ଅଟକଳରେ ଏକ ପ୍ରୋଜେକ୍ଟ ନିର୍ମାଣ ହୋଇଥିଲା। ନିର୍ମାଣର ଏକ ମାସ…

ଯୁକ୍ତ ଦୁଇ ପରୀକ୍ଷା ଫଳ: ତଥ୍ୟ ମାଗିବାରୁ ସାମ୍ବାଦିକଙ୍କୁ ‘ନାଲି ଆଖି’

ଥୁଆମୂଳ ରାମପୁର,୨୨।୫(ଦୁର୍ଗା କୀର୍ତ୍ତି): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବା ପରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଅନୁଷ୍ଠାନରେ ଉତ୍ସାହଜନକ ଫଳାଫଳ ଦେଖିବାକୁ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ ବିଳମ୍ୱ ଘଟିଥିଲା। ତେବେ ବ୍ଲକ୍‌ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ ଓ ଅନ୍ୟମାନେ ଏ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ ୧୧ତମ ଅନ୍ତଃଜିଲା ନକ୍‌ଆଉଟ କ୍ରିକେଟ୍‌ ପ୍ରତିଯୋଗିତା ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ମ୍ୟାଚ୍‌…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି। ସ୍ଥାନୀୟ ପ୍ରଶାସନ ଓ ଚାଷୀ ପ୍ରତିନିଧି ଦଳ ମଧ୍ୟରେ ଆଲୋଚନା ପରେ ସାରେ…

‘ଛାତ୍ରୀଛାତ୍ରଙ୍କ ସଫଳତା ଆମ ପୁରସ୍କାର’

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଏମ. ରାମପୁର ବ୍ଲକ ତୁଜୁଙ୍ଗ ଗ୍ରାମସ୍ଥିତ ଶ୍ରୀ ଏଜୁକେଶନ ଏକାଡେମୀ ଛାତ୍ରୀଛାତ୍ର ବେଶ…

ଗ୍ଲାମ ଇଣ୍ଡିଆରେ ଚମକିଲେ କଳାହାଣ୍ଡିର ଝିଅ ଅନ୍ବେଷା ମିଶ୍ର

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଭବାନୀପାଟଣାର ଝିଅ ଅନ୍ବେଷା ମିଶ୍ର(୧୩) ସମ୍ମାନଜନକ ଗ୍ଲାମ ଇଣ୍ଡିଆରେ ପ୍ରତିଯୋଗିତାରେ କୃତିତ୍ବ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି। ପ୍ରିଟିନ୍ ବର୍ଗରେ ଅନ୍ଵେଷା ଦ୍ଵିତୀୟ ରନର୍ସ ଅପ୍ ହେବା ସହ ଟେଲେଣ୍ଟ କ୍ରାଫ୍ଟ ହାସଲ କରି…

୩ ବର୍ଷ ପରେ ଧାନ ଖଳା ନିର୍ମାଣ ଶେଷ: ବିଡିଓଙ୍କୁ ଧନ୍ୟବାଦ ଜଣାଇଲେ ଚାଷୀବୃନ୍ଦ

କେସିଙ୍ଗା,୨୧।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ କଳାହାଣ୍ଡି ପକ୍ଷରୁ ୭ ଲକ୍ଷ ୩୨ ହଜାର…

ମେଲୋଡି ଦେଖିବାକୁ ଯାଇଥିଲେ ଦିନେଶ, ହଠାତ୍‌ ହେଲା ମରଣାନ୍ତକ ଆକ୍ରମଣ: ଆଉ ତା’ପରେ…

ଭବାନୀପାଟଣା,୨୧।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଖେଳ ପଡିଆଠାରେ ବୁଧବାର ରାତିରେ ଭବାନୀପାଟଣା ସଦର ବିଧାୟକଙ୍କ ଦ୍ୱାରା ଖେଳ ମେଳା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ଉପଲକ୍ଷେ ମେଲୋଡି କାର୍ଯ୍ୟକ୍ରମ ଚାଲିଥିବା ସମୟରେ ୧୦ରୁ ଅଧିକ ଯୁବକ…

୪ ଓଭରଲୋଡ଼ିଙ୍ଗି ଚିପ୍ସ ବୋଝେଇ ହାଇୱା ଜବତ, ୨ଲକ୍ଷ ୭୭ ହଜାର…

ପାଟଣା,୨୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ଓଭର ଲୋଡ ଥିବା ୪ଚିପ୍ସ ବୋଝେଇ ହାଇୱାକୁ ଗୁରୁବାର ପାଟଣା ବୈତରଣୀ ନଦୀ ବ୍ରିଜ ନିକଟରୁ ଜବତ କରିଛି । ଚଣ୍ଡିଖୋଲ ନିକଟ ଚଢେଇଧରା ଅଞ୍ଚଳରୁ ହାଇୱା ଗୁଡ଼ିକ ଚିପ୍ସ ଓଭରଲୋଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?