କଳାହାଣ୍ଡି

ଏବେ ବି ଅପହଞ୍ଚ: ନାଁ ଅଛି ଭଲ ରାସ୍ତା ନା ପାଣି, ଫୋନ୍‌ ଟିକେ କରିବାକୁ ୨ କି.ମି  ପାହାଡ଼ ଚଢ଼ି …

ଥୁଆମୂଳ ରାମପୁର,୧୩।୭: (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟଠାରୁ ପଞ୍ଚାୟତ ଓ ଗ୍ରାମାଞ୍ଚଳକୁ ଗମନାଗମନ ସୁବିଧା ପାଇଁ ରାସ୍ତାଘାଟ ନିର୍ମାଣ କରିବାକୁ ଅଧିକ ଗୁରୁତ୍ୱ ଦେଇ ସରକାରଙ୍କ ତରଫରୁ କୋଟିକୋଟି ଟଙ୍କାର ଅନୁଦାନର ଯୋଗାଇ ଦିଆଯାଉଛି। ଏହାଦ୍ବାରା…

ବାହାରୁଛନ୍ତି ଗୋଟିଏ ପରେ ଗୋଟି ଅଜଗର: ଗାଁ ଲୋକେ…

କର୍ଲାମୁଣ୍ଡା:୧୨।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲଠାରେ ବନ ବିଭାଗ ପକ୍ଷରୁ  ଆଉ  ଏକ ଅଜଗର ସାପ ଉଦ୍ଧାର ହୋଇଥିବା ଜଣାପଡ଼ିଛି । ସୂଚନାକ୍ରମେ, ଅବୁଜବାହାଲ ଗ୍ରାମରେ ଗତ ଗୁରୁବାର ଅଜଗର ଉଦ୍ଧାର ହୋଇଥିବା ବେଳେ…

ପାନୀୟ ଜଳର ବ୍ୟବସ୍ଥା ନ କରି ଅମୃତଧାରା ପ୍ରକଳ୍ପ ନିର୍ମାଣକୁ ନେଇ ଗ୍ରାମବାସୀ ଅସନ୍ତୁଷ୍ଟ

କେସିଙ୍ଗା,୧୨ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କିକିଆ ପଞ୍ଚାୟତସ୍ଥିତ ଡଙ୍ଗରମୂର୍ଲି ଗ୍ରାମରେ ନବନିର୍ମିତ ଅମୃତ ଧାରାରେ ପାନୀୟଜଳର ବ୍ୟବସ୍ଥା ନ କରି ପ୍ରଥମେ ତିନି ଲକ୍ଷ ବ୍ୟୟ ଅଟକଳରେ ଅମୃତ ଧାରା ପ୍ରକଳ୍ପ ନିର୍ମାଣକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ…

ପିଇଓଙ୍କ ଜାଲ ଦସ୍ତଖତ କରି ଟଙ୍କା ଉଠାଣ ମାମଲାର ଆସିଲା ବଡ଼ ରାୟ

ଭବାନୀପାଟଣା,୧୧।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚାରଭାଟି ପଞ୍ଚାୟତରେ ଗତ ୨୦୨୨ରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ (ପିଇଓ)ଙ୍କ ଜାଲ ଦସ୍ତଖତ କରି ଟଙ୍କା ଉଠାଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ସ୍ଥାନୀୟ ଯୋଗାଣ ସହାୟକଙ୍କ…

ମା’ ପାଇଁ ଗଛଟିଏ

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ମା’ ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ୍‌ ଶିକ୍ଷା ଅଧିକାରୀ ବାଞ୍ଛାନିଧି ପଣ୍ଡା ମୁଖ୍ୟ ଅତିଥି ଓ ରତନ…

ବିରଞ୍ଚି ଥିଲେ ସମସ୍ତଙ୍କ ଆଦର୍ଶ: ସର୍ବଦା ମନେରହିବେ

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବାଲସି ଜବାହର ଉଚ୍ଚ ବିଦ୍ୟାପୀଠ (ଖ) ପରିଚାଳନା କମିଟି ସଭାପତି ସ୍ବର୍ଗତ ବିରଞ୍ଚି ସାହୁ(୬୯)ଙ୍କ ସ୍ମୃତିଚାରଣ ସଭା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ସ୍ବର୍ଗତ ସାହୁଙ୍କ ବାସଭବନରେ ଅନୁଷ୍ଠିତ ସଭାରେ ତୈଳିକ ବୈଶ୍ୟ ହଳଦିଆ…

ବିପଦକୁ ଆମନ୍ତ୍ରଣ କରୁଛି ଥୁଆମୂଳରାମପୁର ରାସ୍ତା

ଥୁଆମୂଳରାମପୁର,୧୧ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲ ପାଟଣାଠାରୁ ଥୁଆମୂଳ ରାମପୁରକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ନିର୍ମାଣରେ ଅନିୟମିତତା ହେଉଥିବା ସହ କାଲଦୁଦା ଘାଟି ମୁଖ୍ୟ ରାସ୍ତା କାଦୁଅରେ ପଚପଚ ହୋଇ ମରଣଯନ୍ତା…

ଉଦ୍ଧାର ହେଲା ଅଜଗର

କର୍ଲାମୁଣ୍ଡା,୧୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ନିକଟରୁ ବନ ବିଭାଗ ଗୁରୁବାର ୮ଫୁଟ୍‌ ଲମ୍ବର ଏକ ଅଜଗର ଉଦ୍ଧାର କରିଛି। ସୂଚନା ମତେ ଅବୁଜବାହାଲ ଗ୍ରାମର ରଞ୍ଜନ ସାହୁ ତାଙ୍କ ଜମିକୁ ଯାଇଥିବା ବେଳେ…

ବସୁଧା ପ୍ରକଳ୍ପରୁ ଲକ୍ଷ୍ୟାଧିକ ଟଙ୍କାର କେବୁଲ ଚୋରି

କର୍ଲାମୁଣ୍ଡା,୧୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ବସୁଧା ପ୍ରକଳ୍ପରୁ ଲକ୍ଷାଧିକ ଟଙ୍କାର ତମ୍ବା କେବୁଲ ଚୋରି ହେଉଥିବା ବେଳେ ପୋଲିସ ଦୁର୍ବୃତ୍ତଙ୍କୁ ଧରିବାରେ ବିଫଳ ହୋଇଛି। ସୂଚନା ଅନୁସାରେ ଏହି ବ୍ଲକରେ ୫୦ ଦିନ ଭିତରେ…

ନିୟମିତ ବିଦ୍ୟାଳୟ ପରିଦର୍ଶନ କରୁଛନ୍ତି ଶିକ୍ଷାଧିକାରୀ

କର୍ଲାମୁଣ୍ଡା,୧୦ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟକୁ ଶିକ୍ଷା ବିଭାଗର ବିଇଓ, ଏବିଇଓ, ବିଆରଟି, ସିଆରସିସିମାନେ ନିୟମିତ ପରିଦର୍ଶନ କରୁଥିବା ଦେଖିବାକୁ ମିଳୁଛି। ଏହି କ୍ରମରେ ଗୁରୁବାର କର୍ଲାମୁଣ୍ଡା ବ୍ଲକ ଶିକ୍ଷାଧିକାରୀ ବାଞ୍ଛାନିଧି ପଣ୍ଡା ରତନ ଭୋଇ…

ଜମିରେ ପାଣି ମଡ଼ାଉଥିଲେ ଶଳା-ଭିଣୋଇ, ଶଟ୍‌ସର୍କିଟ୍‌ରେ ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା/କୋକସରା,୧୦ା୭(ଉତ୍ତମ ଦାଶ/ଦୁଷ୍ମନ୍ତ କୁମାର ପାଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ୍‌ ଆମପାଣି ଥାନା ପୋଡ଼ାଗୁଡ଼ା ଗାଁରେ ଗୁରୁବାର ଏକ ଅଘଟଣ ଘଟିଛି। ଚାଷଜମିରେ ପାଣି ମଡ଼ାଉଥିବା ବେଳେ ବିଦ୍ୟୁତ ଆଘାତରେ ୨ ଚାଷୀଙ୍କ ମୃତ୍ୟୁହୋଇଛି। ମୃତକ ହେଲେ କଳାହାଣ୍ଡି ଜିଲା କୋକସରା…

ହାଇଦ୍ରାବାଦରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୯ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ହାଇଦ୍ରାବାଦରେ ଦାଦନ ଶ୍ରମିକ ଭାବେ କାମ କରୁଥିବା ଜଣେ ଯୁବକଙ୍କ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦୁଃଖଦ ମୃତ୍ୟୁ ହୋଇଛି। ସେ ହେଲେ କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ କୁମୁ ଗ୍ରାମର ଭୁବନେଶ୍ୱର ବେଶ୍ରାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri