କଳାହାଣ୍ଡି

ଭିଜିଲାନ୍ସ ଜାଲରେ ପିଡବ୍ଲୁଡି ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ: ୩୩ ପ୍ଲଟ୍ ସାଙ୍ଗକୁ ରହିଛି ବିଳାସପୂର୍ଣ୍ଣ ଫାର୍ମହାଉସ, ୨୭ ବର୍ଷର ଚାକିରି, ୨୦ ବର୍ଷ ଗୋଟିଏ…

ଭବାନୀପାଟଣା,୧୯।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ପିଡବ୍ଲୁଡି ଅଧିନ ଧର୍ମଗଡ ରାସ୍ତା ଓ ଗୃହ ଉପ-ବିଭାଜନର ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ (ଏଇଇ) ଭୁବନେଶ୍ୱର ଶବର ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱରଙ୍କ ୬ଟି…

ଅଚଳ ହୋଇପଡିଛି ସୋଲାର ନଳକୂପ : ପାଣି ଲାଗି ଡହଳବିକଳ ଗ୍ରାମବାସୀ

ରିଷିଡା , ୧୯।୫(ସୁଶାନ୍ତ ମଲ୍ଲିକ): ଗ୍ରାମରେ ପିଇବା ପାଣି ପାଇଁ ସମସ୍ୟା ଦିନକୁ ଦିନ ଜଟିଳ ହେବାକୁ ଲାଗିଛି । ନଳକୂପ ମରାମତି ଅଭାବରୁ ପିଇବା ପାଣି ପାଇଁ ଗ୍ରାମବାସୀ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ରିଷିଡ଼ା କୁମ୍ଭାରପଡ଼ା…

ଭିଜିଲାନ୍ସ ଜାଲରେ ପିଡବ୍ଲୁଡି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକାଧିକ ସ୍ଥାନରେ ଚାଲିଛି ରେଡ୍

ଭବାନୀପାଟଣା,୧୯।୫(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି ଆଉ ଜଣେ ସରକାରୀ ବାବୁ। ମଙ୍ଗଳବାର ସକାଳୁ ସକାଳୁ କଳାହାଣ୍ଡି ଜିଲା ଧର୍ମଗଡ଼ ପିଡବ୍ଲୁଡି ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ଏଇଇ) ଭୁବନେଶ୍ୱର ଶବର ଭିଜିଲାନ୍ସ ଜାଲରେ ପଡିଛନ୍ତି। ଭବାନୀପାଟଣା ସ୍ୱତନ୍ତ୍ର ଭିଜିଲାନ୍ସ ଜର୍ଜଙ୍କ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ ଚରମ ଅବହେଳାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ପ୍ରକାଶ ପାଇଛି। ପଞ୍ଚାୟତ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା ଓ ଯୋଗାଣ ଅଧିକାରୀ ଅଜୟ କୁମାର ମଲ୍ଲିକ ମିଳିତ ଭାବରେ ଜିଲାର ମୁଖ୍ୟାଳୟ…

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର ନାୟକ(୭୦) ଓ ସେ ସହରର ବଡ଼ ପଡାର ହୋଇଥିବାବେଳେ କ୍ଷୁଦ୍ର ଜଳସେଚନ ବିଭଗର…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ସ୍ଥିତି ସ୍ୱାଭାବିକ ଥିବା ନେଇ ପ୍ରେସ୍‌ମିଟ୍ ଜରିଆରେ ଆଶ୍ୱାସନା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା ସାଙ୍ଗକୁ ବଜ୍ରପାତର ଶିକାର ହୋଇ ଜଣେ ୨୫ ବର୍ଷୀୟ ଯୁବକଙ୍କ ପ୍ରାଣହାନି ଘଟିଛି।…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ ଯୋଗୁଁ ସହରର ଷ୍ଟେଚୁ ନିକଟ ଟେଲିଫୋନ ଭବନ ପାଖରେ ଏକ ଗଛ ଭାଙ୍ଗି…

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର ବ୍ଲକର କୁମାରକାନୀ ଛକରୁ ବାଗଡ଼ିଆଣି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ରାସ୍ତାରେ…

କଳାହାଣ୍ଡିରେ ବାହାର ରାଜ୍ୟ କମ୍ପାନୀର କାୟାବିସ୍ତାର: ଚିନ୍ତିତ ନାହାନ୍ତି ଅଧିକାରୀ, କର୍ମଚାରୀ

ଭବାନୀପାଟଣା, ୧୬ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ କେନ୍ଦୁପତ୍ରକୁ ନେଇ ବହୁ କୋଟି ଟଙ୍କାର କାରବାର ଏବେ ସଙ୍କଟମୟ ସ୍ଥିତିରେ ଗତି କରୁଛି। ସରକାର ବିପୁଳ ପରିମାଣର ରାଜସ୍ବ ହରାଇବା ସତ୍ତ୍ୱେ ଆଦୌ ବିଚଳିତ ନ ହେବା ସମସ୍ତଙ୍କୁ ଚକିତ କରିଛି। ବାହାର…

ବିକାଶ ଆବାସିକ ବିଦ୍ୟାଳୟରେ ସମ୍ବର୍ଦ୍ଧନା ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ଦେଲା ସଫଳତା

ଭବାନୀପାଟଣା,୧୫।୫(ଉତ୍ତମ କୁମାର ଦାଶ): ପ୍ରକାଶିତ ସିବିଏସଇ ଦ୍ଵାଦଶ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ର ଓ ଅଭିଭାବକ ମାନଙ୍କୁ ନେଇଁ ଶୁକ୍ରବାର ଭବାନୀପାଟଣା ବିକାଶ ଆବାସିକ ବିଦ୍ୟାଳୟରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?