କଳାହାଣ୍ଡି

ଘରେ ଫାଶୀ ଲଗାଇ ଆତ୍ମହତ୍ୟା କଲେ ଯୁବକ, କାରଣ ଅସ୍ପଷ୍ଟ

କୋକସରା,୧୫।୫: (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଟେମେରା ପଞ୍ଚାୟତ ସିର୍ଲିିଗୁଡା ଗ୍ରାମର ଜଣେ ଯୁବକ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଗ୍ରାମର ପରଦେଶୀ ପାଣିଗ୍ରାହୀଙ୍କ ପୁଅ ଘନଶ୍ୟାମ ପାଣିଗ୍ରାହୀ (୨୦)…

ଧରିତ୍ରୀ ପ୍ରଭାବ,ବଡ଼ ପଦକ୍ଷେପ ନେଲେ ବିଡିଓ: ଅଙ୍ଗନବାଡି କେନ୍ଦ୍ର ନିର୍ମାଣ ଆରମ୍ଭ

କେସିଙ୍ଗା,୧୫।୫(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ବିତିଗଲାଣି ସମ୍ପୁର୍ଣ୍ଣ ହୋଇ ପାରୁ ନ ଥିବାରୁ କୋମଳମତି ଶିଶୁମାନେ ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା ଦେଖାଦେଉଥିଲା।…

ନୂତନ ଟ୍ରେନ ଚଳାଚଳ ଖୁସିରେ ଚା’ ଖଟିରେ ସାମିଲ ହେଲେ ଏମ୍‌ପି ମାଳବିକା ଦେବୀ, କହିଲେ…

କେସିଙ୍ଗା, ୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ରାଜଧାନୀ ପାଇଁ ସିଧାସଳଖ ଟ୍ରେନ ଚାଲିବା ପାଇଁ ବହୁ ଦିନରୁ ଦାବି ହୋଇ ଆସୁଥିଲା। ତାହା କଳାହାଣ୍ଡି ଏମ୍‌ପି ମାଲବିକା ଦେବୀଙ୍କ ପ୍ରଚେଷ୍ଟାରେ ଆସନ୍ତା କିଛି ଦିନରେ ପୂରଣ ହେବ । ପୁରୀରୁ କୋରାପୁଟକୁ ଖୁବ୍‌ଶୀଘ୍ର…

ଯୋଜନା ନାଁରେ ହରିଲୁଟ୍, ଭଙ୍ଗା ମାଟିଘରେ ୭ ପ୍ରାଣୀଙ୍କ ଦୟନୀୟ ଜୀବନ

ଥୁଆମୂଳ ରାମପୁର,୧୪ା୫(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଗରିବ ହିତାଧିକାରୀଙ୍କୁ ବିଭିନ୍ନ ସୁବିଧା ଯୋଗାଇ ଦେବା ପାଇଁ କୋଟି କୋଟି ଟଙ୍କାର ଯୋଜନା ହେଉଛି ସତ, ହେଲେ ଯୋଜନା ନାଁରେ ଚାଲିଛି ହରିଲୁଟ୍ ହେଉଥିବା ଅଭିଯୋଗ ହେଉଛି…

ମୁଖ୍ୟମନ୍ତ୍ରୀ, ବିଚାରପତିଙ୍କୁ ପୋଷ୍ଟ କାର୍ଡ ପଠାଇଲେ ଚାଷୀ

କୋକସରା,୧୪ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପି-ପାସ୍‌ ପୋର୍ଟାଲ ଖୋଲିବା ଓ ପଞ୍ଜୀକରଣ ଦାବିରେ କୋକସରା କୃଷକ ସଚେତନ ମଞ୍ଚର ସଭାପତି ଚାଷୀନେତା ଶିବ ପ୍ରସାଦ ପ୍ରଧାନୀଙ୍କ ନେତୃତ୍ୱରେ ଅଞ୍ଚଳର ଶତାଧିକ ଚାଷୀଙ୍କ ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟଙ୍କ ମୁଖ୍ୟ ବିଚାରପତିଙ୍କୁ ପୋଷ୍ଟ…

ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ କରୁଥିବା ଏକ ଟ୍ରେନ ଆଶା ପୂରଣ କରିଛନ୍ତି। ପୁଣି ଏକ ନୂତନ ଟ୍ରେନ…

ଚମକିଲେ ବିକାଶ ଆବାସିକ ବିଦ୍ୟାଳୟ ଛାତ୍ରୀଛାତ୍ର: ବାଣିଜ୍ୟରେ ମୟଙ୍କ,ବିଜ୍ଞାନରେ ଶିଳା ନୟନ ଜିଲା ଟପ୍ପର

ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ)- ସିବିଏସ୍‌ଇ ଦ୍ଵାଦଶ ପରୀକ୍ଷାରେ ଭବାନୀପାଟଣା ସ୍ଥିତ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ର ଅଭୂତପୂର୍ବ ସଫଳତା ହାସଲ କରି ଜିଲାରେ ଚମକଛନ୍ତି। ବିଜ୍ଞାନ ବିଭାଗରେ ମୋଟ ୧୬୦ ଜଣ ଛାତ୍ରୀ ଛାତ୍ରପରୀକ୍ଷା ଦେଇଥିବା ବେଳେ ପାସ୍ ହାର ଶତ…

CBSE ଦ୍ଵାଦଶ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା; ବିଜ୍ଞାନରେ ପ୍ରୀତି ମଞ୍ଜରୀ,କଳାରେ…

ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦ୍ଵାଦଶ ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ରୀ ପ୍ରୀତି ମଞ୍ଜରୀ ମେହେର (ବିଜ୍ଞାନ) ୯୫.୬୦% ନମ୍ବର ରଖି ଜିଲା ଟପ୍ପର…

ସିବିଏସଇ ଦ୍ୱାଦଶ ପରୀକ୍ଷା: ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଚମତ୍କାର ସଫଳତା, ଆଶୁତୋଷ ନାୟକ…

ଲାଞ୍ଜିଗଡ,୧୩।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ର ଛାତ୍ରୀ ସିବିଏସଇ ଦ୍ୱାଦଶ ପରୀକ୍ଷାରେ ଚମତ୍କାର ସଫଳତା ହାସଲ କରିଛନ୍ତି। ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ଲାଞ୍ଜିଗଡ଼ ସ୍ଥିତ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର…

ଅଫିସ୍‌ରେ ତାଲା, ଅଧିକାରୀଙ୍କ ପତ୍ତା ନାହିଁ: ଓଡ୍ରି ପଞ୍ଚାୟତରେ ପ୍ରଶାସନିକ ସ୍ଥାଣୁତା, ହନ୍ତସନ୍ତ ହିତାଧିକାରୀ

ଥୁଆମୂଳ ରାମପୁର,୧୩।୫(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ଅନେକ ଜନକଲ୍ୟାଣକାରୀ ଯୋଜନା ପ୍ରଣୟନ କରୁଥିବା ବେଳେ, କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରି ଗ୍ରାମ ପଞ୍ଚାୟତରେ ଏହାର ବ୍ୟତିକ୍ରମ ଦେଖିବାକୁ…

କୋରାପୁଟରୁ କେସିଙ୍ଗା ଦେଇ ଚାଲିବ ନୂତନ ଟ୍ରେନ, ରେଳ ମନ୍ତ୍ରୀ ଓ ଏମପିଙ୍କୁ ଧନ୍ୟବାଦ ଜଣାଇଲେ ଅଞ୍ଚଳବାସୀ

କେସିଙ୍ଗା,୧୩ା୫:(ତୁମେଶ୍ୱର ସାହୁ): କେସିଙ୍ଗାରୁ ସିଧା ଭୁବନେଶ୍ୱରକୁ ଟ୍ରେନ ନଥିବାରୁ ବହୁବାର କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ କେସିଙ୍ଗା ଓ ଜେଡ ଏସ ଏସର ସଦସ୍ୟ ଡ଼ାହେମସାଗର ସାହା ରେଳମନ୍ତ୍ରୀ ଓ କଳାହାଣ୍ଡି ଏମ୍ ପିଙ୍କୁ ଦାବି ପତ୍ର ଜଣାଇଥିଲେ ।…

ଖାଲି ବସ୍ତା ଯୋଗାଣରେ ବ୍ୟାପକ ଦୁର୍ନୀତି: ଅଭିଯୋଗ ଆଣିଲା ରାଜ୍ୟ ମିଲ ମାଲିକ ସଂଘ

କେସିଙ୍ଗା,୧୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେ ଥିବା ରାଇସ ମିଲ ଗୁଡିକୁ ରାଜ୍ୟ ଯୋଗାଣ ବିଭାଗ ପକ୍ଷରୁ ଯୋଗାଉଥିବା ନୂଆ ଖାଲି ବସ୍ତା ନିମ୍ନମାନର ବୋଲି ରାଜ୍ୟ ମିଲ ମାଲିକ ସଂଘ ଅଭିଯୋଗ କରିଥିବା ଜଣାପଡ଼ିଛି। ଖାଲିବସ୍ତା ପିଛା ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?