କଳାହାଣ୍ଡି

ତୁର୍କେଲ ସେତୁ ତୁରନ୍ତ ନିର୍ମାଣ କର ସରକାରଙ୍କୁ ପିସିସି ସଭାପତିଙ୍କ ଚେତାବନୀ

ଭବାନୀପାଟଣା,୧୩ା୫(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓ ନୂଆପଡ଼ା ଜିଲାର ଜୀବନରେଖା କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ସେତୁ ନିର୍ମାଣ ପାଇଁ ରାଜ୍ୟ ସରକାର ଶୀଘ୍ର ପଦକ୍ଷେପ ନିଅନ୍ତୁ। ନଚେତ୍‌ କୌଣସି ମନ୍ତ୍ରୀଙ୍କୁ ଜିଲାକୁ ପୂରାଇ ଦିଆଯିବ ନାହିଁ, ବରଂ ତାଙ୍କୁ କଂଗ୍ରେସ…

ଥୁଆମୂଳ ରାମପୁରରେ ଯନ୍ତ୍ରୀଙ୍କ ‘ଦୁର୍ନୀତି’ ବିରୋଧରେ ଜନଗର୍ଜନ: ଭିଜିଲାନ୍ସ ତଦନ୍ତ ସହ ସମ୍ପତ୍ତି ବାଜ୍ୟାପ୍ତି ପାଇଁ…

ଥୁଆମୂଳ ରାମପୁର, ୧୨ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀମାନଙ୍କ ବ୍ୟାପକ ଦୁର୍ନୀତି ଓ ସରକାରୀ ଅର୍ଥର ହରିଲୁଟ୍ ବିରୋଧରେ ସ୍ଥାନୀୟ ସଚେତନ ନାଗରିକ ମଞ୍ଚ ପକ୍ଷରୁ ମଙ୍ଗଳବାର ପୁଣିଥରେ ବ୍ଲକ କାର୍ଯ୍ୟାଳୟ ଘେରାଉ…

କାମ ସାରି ଫେରୁଥିଲେ, ବାଇକ୍‌ରୁ ଖସି ପଡ଼ି ଚାଲିଗଲା ମହିଳାଙ୍କ ଜୀବନ

କୋକସରା,୧୨।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନଂ ଜାତୀୟ ରାଜପଥର କୋକସରା ଥାନା ମୋଟେର ପେଟ୍ରୋଲ ପମ୍ପ ନିକଟରେ ବାଇକରୁ ଖସିପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇଛି। ମୃତ ମହିଳା ଜୟପାଟଣାର ହେମାବାଇ କୈବର୍ତ୍ତ (୫୫ ବର୍ଷ) ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ,…

ଆମପାଣିଠାରେ ଅବକାରୀ ପୋଲିସର ଚଢ଼ାଉ: ୧୮ ଲିଟର ଦେଶୀ ହାତରନ୍ଧା ମଦ, ଜଣେ ଗିରଫ

କୋକସରା,୧୨।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅବକାରୀ ଥାନା ଓଆଇସି ଗୁପ୍ତେଶ୍ୱର ପୁଟେଲଙ୍କ ନେତୃତ୍ୱରେ ମଙ୍ଗଳବାର ଆମପାଣିଠାରେ ଚଢ଼ାଉ କରି ଜଣକୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତି ହେଲେ ଆମପାଣିର ରିକ୍ଷୀରାମ ମାଝୀ। ତାଙ୍କଠାରୁ ୧୮ ଲିଟର ଦେଶୀ ହାତରନ୍ଧା…

କଳାହାଣ୍ଡି ଜିଲା ଗସ୍ତରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ

ଭବାନୀପାଟଣା, ୧୨।୫(ଉତ୍ତମ କୁମାର ଦାଶ): ସୂଚନା ଓ ଲୋକସମ୍ପର୍କ ବିଭାଗ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ କୁମାର ପ୍ରଧାନ ମଙ୍ଗଳବାର କଳାହାଣ୍ଡି ଜିଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଗସ୍ତର ପ୍ରଥମ ପର୍ଯ୍ୟାୟରେ ପ୍ରଧାନ ଭବାନୀପାଟଣାସ୍ଥିତ ଜିଲା ସୂଚନା ଓ…

ରାମଚନ୍ଦ୍ରପୁରରେ ଟ୍ରେନ ରହଣି ଦାବି

ଲାଞ୍ଜିଗଡ଼, ୧୨।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଗୋବର୍ଦ୍ଧନପୁର ପଞ୍ଚାୟତର ରାମଚନ୍ଦ୍ରପୁର ପାସେଞ୍ଜର ହଲଟରେ ଟ୍ରେନ ରହଣି ଦାବି କରି ରେଳଯାତ୍ରୀ ସଂଘର ରାମଚନ୍ଦ୍ରପୁର ଶାଖା ପକ୍ଷରୁ ସୋମବାର ସମ୍ବଲପୁର ରେଳ ମଣ୍ଡଳ ପ୍ରବନ୍ଧକଙ୍କୁ ଭେଟି…

ସମସ୍ୟା ଘେରରେ କେସିଙ୍ଗା-କାଣ୍ଡେଲ ରୋଡ଼ ରେଳ ଷ୍ଟେଶନ: ୯ ଦଫା ଦାବି ସମାଧାନ କରିବାକୁ ଆହ୍ବାନ

କେସିଙ୍ଗା,୧୧।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ କେସିଙ୍ଗା ପକ୍ଷରୁ କେସିଙ୍ଗା ଓ କାଣ୍ଡେଲ ରୋଡ଼ ରେଳ ଷ୍ଟେଶନର ୯ ଦଫା ସମସ୍ୟାକୁ ନେଇ ରେଳ ଯାତ୍ରୀ ସଂଘର ସଭାପତି ସୁବାଷ ଜୈନଙ୍କ ସଭାପତିତ୍ୱରେ ଏକ ବୈଠକ ସ୍ଥାନୀୟ ୟଙ୍ଗ…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ପରିସରରେ ନିର୍ମାଣାଧୀନ ନୂତନ ସଭାଗୃହ ଓ ପ୍ରଶିକ୍ଷଣ…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଜେସିର ରାଜ୍ୟ ସଭାପତି ମହମ୍ମଦ ମୋକିମ ଓ ସଂସ୍ଥାପକ ସଭ୍ୟ ମଧୁ ମହାନ୍ତି…

ଭବାନୀପାଟଣାରେ ବର୍ଷିଲେ ମୋକିମ, କହିଲେ ମୁଁ କୌଣସି ଗଡ଼କୁ ବିଶ୍ୱାସ କରେନି

ଭବାନୀପାଟଣା,୧୧ା୫(ଉତ୍ତମ ଦାଶ): କଳାହାଣ୍ଡିର ବିକାଶ ନାଁରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ସୋମବାର ଏକ ବିଶାଳ ସମାବେଶ ଆୟୋଜନ କରାଯାଇଛି। ଭବାନୀପାଟଣାରେ ଆୟୋଜିତ ଏହି ସମାବେଶରେ ପିସିସି ସଭାପତି ଭକ୍ତ ଦାସଙ୍କୁ ଚ୍ୟାଲେଞ୍ଜ କରିଛନ୍ତି ମହମ୍ମଦ ମୋକିମ। କଳାହାଣ୍ଡିକୁ ଭକ୍ତଙ୍କ ଗଡ଼…

ବସିଥିବା ବେଳେ ପୁଅକୁ ଧକ୍କାଦେଲା ପିକଅପ୍‌ ମେଡିକାଲରେ ଗଲାଜୀବନ: ରାଜପଥରେ ୨୬ରେ ଜଳୁଛି ନିଆଁ

କେସିଙ୍ଗା,୧୧।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ସୁକୁନାଭଟା ଗ୍ରାମ ନିକଟରେ ରବିବାର ଦୁର୍ଘଟଣା ଘଟିଛି। ଗ୍ରାମର ଶ୍ରୀକାନ୍ତ ସାହୁଙ୍କ ପୁଅ ନରସିଂହ ସାହୁ(୧୭)ରାତିରେ ଜାତୀୟ ରାଜପଥର ଏକ ପୋଲରେ ବସିଥିବା ବେଳେ କେସିଙ୍ଗାରୁ ବଲାଙ୍ଗୀର ଅଭିମୁଖେ ଯାଉଥିବା ଏକ…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ ପଥିକଙ୍କ ପାଇଁ ବିପଦ ସାଜିଛି । ସାହୁ ଜଙ୍ଗଲ ନିକଟସ୍ଥ ରାସ୍ତା କଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?