କଳାହାଣ୍ଡି

ଇଣ୍ଡୋର ଷ୍ଟାଡିୟମରେ ଲାଇଟ୍‌ ଅଚଳ, ଅନ୍ଧାରରେ ଖେଳୁଛନ୍ତି ଖେଳାଳି

କେସିଙ୍ଗା,୧୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ପିଏମ୍‌ ଶ୍ରୀ ବିଦ୍ୟାପୀଠର ପଛ ଭାଗରେ ତତ୍କାଳୀନ ବିଜେଡି ସରକାର ଶାସନ ସମୟ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ହୋଇଥିଲା। ଷ୍ଟାଡିୟମର ଚତୁଃପାର୍ଶ୍ୱ ଚକାଚକ ଦେଖା ଯାଉଥିଲା। ବିଦ୍ୟୁତକରଣ ସହ ଆବଶ୍ୟକ ଅନୁସାରେ ଷ୍ଟାଡିୟମର…

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି। ହେଲେ ପ୍ରକଳ୍ପ କାମ ଠିକ୍‌ ସମୟରେ ସମ୍ପୂର୍ଣ୍ଣ ହୋଇପାରୁ ନ ଥିବାରୁ ସାଧାରଣ…

ଥୁଆମୂଳ ରାମପୁରରେ ବିଭାଗୀୟ ଅପାରଗତାର ଚରମ ସୀମା: ନବନିର୍ମିତ କୋଠା ଏବେ ‘ମଦ୍ୟପଙ୍କ ସ୍ଵର୍ଗ’

ଥୁଆମୂଳ ରାମପୁର, ୯ା୫ (ଦୁର୍ଗା କୀର୍ତ୍ତି): କୃଷି ଓ କୃଷକର ଉନ୍ନତି ପାଇଁ ସରକାରୀ ସ୍ତରରେ ଯୋଜନାର ଅଭାବ ନାହିଁ, ମାତ୍ର କ୍ଷେତ୍ର ସ୍ତରରେ ଏହାର ରୂପାୟନ କେତେ ପ୍ରହସନମୂଳକ, ତାହାର ଜ୍ଵଳନ୍ତ ଉଦାହରଣ ସାଜିଛି କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର…

କେସିଙ୍ଗାରେ ରାଷ୍ଟ୍ରୀୟ ଲୋକ ଅଦାଲତ: ଚେକ ବାଉନ୍ସ ମାମଲାରେ …

କେସିଙ୍ଗା,୯।୫(ତୁମେଶ୍ୱର ସାହୁ,): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅଦାଲତ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅଧ୍ୟକ୍ଷା ଦୀପ୍ତି ସେଠଙ୍କ ନେତୃତ୍ୱରେ ଶନିବାର ଅନୁଷ୍ଠିତ ହୋଇ ଯାଇଛି। ଏହି ଲୋକ ଅଦାଲତରେ ଦୁଇଟି ଚେକ ବାଉନ୍ସ…

ଅବିନାଶ ନନ୍ଦଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ଯୁବ ମୋର୍ଚ୍ଚା ଜିଲା ସଭାପତିଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଏହି ତାଲିକାରେ କଳାହାଣ୍ଡି ଜିଲା ଯୁବ ମୋର୍ଚ୍ଚାର…

ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା: କାଞ୍ଚନ ବାଗଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା.ଐଶ୍ବର୍ଯ୍ୟା ବିଶାଳ ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାମ ତାଲିକା ଘୋଷଣା କରିଛନ୍ତି । ଏହି ତାଲିକାରେ କଳାହାଣ୍ଡି ଜିଲା ଭାଜପା ମହିଳା…

ରେଲୱେ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ଯାତ୍ରୀ ହନ୍ତସନ୍ତ: ଯଥାଶୀଘ୍ର ସମାଧାନ ପାଇଁ ଡିଆରଏମ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୯।୫(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ଼ ଷ୍ଟେଶନରେ ବିଭିନ୍ନ ସମସ୍ୟା ରହିଥିବାରୁ ଯାତ୍ରୀମାନେ ନାହିଁ ନ ଥିବାର ସମ୍ମୁଖୀନ ହେଉଛନ୍ତି।ଏହି ଷ୍ଟେଶନର ପ୍ଲାଟ ଫର୍ମ ୧,୨,୩,ଓ ୪ରେ ପାନୀୟଜଳର ଷ୍ଟାଣ୍ଡ ପୋଷ୍ଟ ଗୁଡ଼ିକ ଭଗ୍ନ ଅବସ୍ଥାରେ ପଡି…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି। ମୃତ ଛାତ୍ରୀଙ୍କ ନାମ ଧରିତ୍ରୀ…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ ରାମପୁର ଥାନାରେ ‘ଜୁଭେଣ୍ଟିକା’ – କିଶୋର କିଶୋରୀଙ୍କ ସହ ପୋଲିସର ସଚେତନତା କାର୍ଯ୍ୟକ୍ରମ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ଲାଟଫର୍ମ ୧, ୨, ୩ ଓ ୪ରେ ପାନୀୟଜଳ ଷ୍ଟାଣ୍ଡପୋଷ୍ଟ ଭଗ୍ନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ ରବିଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ହୋଇଛନ୍ତି। ଏହାର ପ୍ରତିବାଦରେ ଶୁକ୍ରବାର ଚାଷୀମାନେ ରାଜରାସ୍ତାରେ…

ତ୍ରିନାଥ ଶବରଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା, ନୂଆ ଦାୟିତ୍ୱ ପରେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ ଧନ୍ୟବାଦ

କୋକସରା,୮।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଭାରତୀୟ ଜନତା ପାର୍ଟି ଅନୁସୂଚିତ ଜନଜାତି ମୋର୍ଚ୍ଚା, ଓଡ଼ିଶା ପ୍ରଦେଶ ପକ୍ଷରୁ ରାଜ୍ୟର ବିଭିନ୍ନ ଜିଲା ପାଇଁ ଏସଟି ମୋର୍ଚ୍ଚା ଜିଲା ସଭାପତିଙ୍କ ନାମ ତାଲିକା ଘୋଷଣା କରାଯାଇଛି। ଏହି କ୍ରମରେ କୋକସରା ବ୍ଲକର ତ୍ରିନାଥ ଶବରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?