କଳାହାଣ୍ଡି

ଭିଜିଲାନ୍ସ ଜାଲରେ ଆଟିଗାଁ ପଞ୍ଚାୟତ ଏଡିଇଓ, ପ୍ରଧାନମନ୍ତ୍ରୀ ଆବାସ ପାଇଁ ୬ ହଜାର ଲାଞ୍ଚ ନେବା ବେଳେ…

ଭବାନୀପାଟଣା,୫।୫(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଆଟିଗାଁ ପଞ୍ଚାୟତ ଏଡିଇଓ ଦେବେନ୍ଦ୍ର ସାହୁ । ପ୍ରଧାନମନ୍ତ୍ରୀ ଆବାସ ଘର ଯୋଗାଇ ଦେବା ପାଇଁ ଆଟିଗାଁର ଶ୍ରୀବତ୍ସ ଭୋଇଙ୍କ ଠାରୁ ୬୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ…

କଳାହାଣ୍ଡିରେ ସଫଳତା ଆଣିଦେଲା ‘ପ୍ରକାଶ’: ୧୧୮ ଜଣ ପାଇଲେ ଏ-୧ ଗ୍ରେଡ୍‌

ଭବାନୀପାଟଣା,୫ା୫ (ଉତ୍ତମ କୁମାର ଦାଶ):ମାଟ୍ରିକ ପରୀକ୍ଷାରେ ଅଧିକ ସଂଖ୍ୟକ ଏ- ୱାନ ଗ୍ରେଡ୍‌ ହାସଲ ନିମନ୍ତେ କଳାହାଣ୍ଡି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ନେଇ ଗତବର୍ଷ ଏକ ଅଭିନଭ କାର୍ଯ୍ୟକ୍ରମ ‘ପ୍ରକାଶ’ ଆରମ୍ଭ ହୋଇଥିଲା। ଏହି କାର୍ଯ୍ୟକ୍ରମରେ…

ବେକରେ ଛୁରି ଲଗାଇ ବ୍ୟବସାୟୀଙ୍କ ଘରୁ ସଶସ୍ତ୍ର ଡକାୟତି, ମୁଖାପିନ୍ଧି ଲୁଟିନେଲେ ୧୫ ଭରି ସୁନା…

ଲାଞ୍ଜିଗଡ,୫।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଜନଗନ୍ନାଥପୁର ପଞ୍ଚାୟତ ଜଗନ୍ନାଥପୁର ଗ୍ରାମର ଜଣେ ବ୍ୟବସାୟୀଙ୍କ ଘରୁ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ଆନନ୍ଦ ଅଗ୍ରୱାଲଙ୍କ ଘରେ ରାତି ଅଧରେ ବେକରେ ଛୁରି ଲଗାଇ…

ରାତ୍ରିକାଳୀନ କ୍ରିକେଟ ଟୁର୍ନାମେଣ୍ଟ: ବେଲଖଣ୍ଡି ଦଳ ଚାମ୍ପିୟନ

କର୍ଲାମୁଣ୍ଡା:୪/୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପଞ୍ଚାୟତ ଅନ୍ତର୍ଗତ ଗାନ୍ଧିନଗର ପଡାଠାରେ ଗାନ୍ଧିନଗର କ୍ରିକେଟ କମିଟି ପକ୍ଷରୁ ୨ ଦିନଧରି ରାତ୍ରି କାଳୀନ କ୍ରିକେଟ ଟୁର୍ନାମେଣ୍ଟ ଆୟୋଜିତ ହୋଇଯାଇଛି l ଏହି ଟୁର୍ନାମେଣ୍ଟରେ କଳାହାଣ୍ଡି ଓ ବଲାଙ୍ଗୀର…

ମାଟ୍ରିକ ପରୀକ୍ଷା ଫଳ: ପଦ୍ମାବତୀ ମହାଳିଙ୍ଗ, ମନୀଷା ଧରୁଆ ସ୍କୁଲ ପାଇଁ ଗୌରବ

ଭବାନୀପାଟଣା,୪।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ବାଦଲି ସ୍ଥିତ କିସ ଆବାସିକ ବିଦ୍ୟାଳୟର ଛାତ୍ରୀମାନେ ପ୍ରଥମ ବର୍ଷ ଦଶମ ପରୀକ୍ଷା ରେ ଶତ ପ୍ରତିଶତ ପାସ କରି ସ୍କୁଲ ପାଇଁ ଗୌରବ ଆଣି ଦେଇଛନ୍ତି। ପ୍ରକାଶ ଯେ, ଏହା…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ। ରବିବାର ଅଗ୍ନିଶମ ବାହିନୀ ଦୀର୍ଘ ସମୟ ପରିଶ୍ରମ ପରେ ଯୁବକଙ୍କ ମୃତଦେହ ଉଦ୍ଧାର…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା ଅନୁଯାୟୀ, ରବିବାର ସକାଳେ ଡାବ୍ରିଗୁଡ଼ା ଓ ବଡ଼ଛତ୍ରଙ୍ଗ ମଧ୍ୟବର୍ତ୍ତୀ ସ୍ଥାନରେ ଏକ ବିଶାଳ…

ରୁଷିଆରେ ବାଲୁକା କଳା ପ୍ରଦର୍ଶନ କରିବେ ଓଡ଼ିଆ ପୁଅ ଓମ୍‌ ପ୍ରକାଶ

କର୍ଲାମୁଣ୍ଡା:୩।୫(ପ୍ରଦୀପ କୁମାର ସାହୁ): ଭାରତ-ରୁଷିଆ ଦୂତବାସଙ୍କ ମିଳିତ ଆନୁକୂଲ୍ୟରେ ଚଳିତ ମାସ ୧୦ରୁ ୧୨ତାରିଖ ପର୍ଯ୍ୟନ୍ତ ରୁଷିଆର ଏଲିସ୍ଥାଠାରେ ଭାରତୀୟ ସଂସ୍କୃତି ଦିବସ (Day of Indian Culture) ପାଳନ କରାଯିବ। ଏଥିରେ ବାଲୁକା କଳା ପ୍ରଦର୍ଶନ କରିବା ପାଇଁ ନିମନ୍ତ୍ରିତ…

ପ୍ରଗତି କଲିଜିଏଟ ସ୍କୁଲର ସଫଳତା: ରଜତ ମେହେର ସ୍କୁଲ ଟପ୍ପର

ଭବାନୀପାଟଣା,୩।୫(ଉତ୍ତମ କୁମାର ଦାଶ)- ମାଧ୍ୟମିକ ଶିକ୍ଷା ପରିଷଦ ଓଡିଶା ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ବାର୍ଷିକ ପରୀକ୍ଷାରେ ଭବାନୀପାଟଣା ସହର ନିକଟସ୍ଥ ପ୍ରଗତି କଲିଜିଏଟ ସ୍କୁଲ ଅପୂର୍ବ ସଫଳତା ହାସଲ କରିଛି । ଚଳିତ ବର୍ଷ ଏହି ସ୍କୁଲରୁ ସର୍ବମୋଟ ୧୦…

ମାଟ୍ରିକ ଫଳାଫଳ: ସଫଳତାର ଶୀର୍ଷରେ ଘନଶ୍ୟାମ-ଏଞ୍ଜେଲିନା, ବିଭିନ୍ନ ମହଲରୁ ଶୁଭେଚ୍ଛା

ଥୁଆମୂଳ ରାମପୁର, ୩ା୫ (ଦୁର୍ଗା କୀର୍ତ୍ତି): ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକର ଶିକ୍ଷା କ୍ଷେତ୍ରରେ ଏକ ନୂତନ ଉତ୍ସାହ ଦେଖିବାକୁ ମିଳିଛି। ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜର କଠିନ…

ସ୍ୱାତୀ ମହାକୁଡ଼ କଳାହାଣ୍ଡି ଜିଲା ଟପ୍ପର, ଓଏଏସ ହେବା ଲକ୍ଷ୍ୟ

ଭବାନୀପାଟଣା,୨।୫ (ଉତ୍ତମ କୁମାର ଦାଶ): ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି। ଚଳିତ ବର୍ଷ କଳାହାଣ୍ଡି ଜିଲାରେ ପାସ୍‌ ହାର ୯୭.୮୬% ରହିଥିବାବେଳେ ଭବାନୀପାଟଣା ସଦର ବ୍ଲକ ସ୍ଥିତ ଗଣନାଥପୁର ସରକାରୀ…

ଲିଲି, କପିଳେଶ୍ୱର ଯୁଗ୍ମ ବ୍ଲକ ଟପ୍ପର୍‌

କର୍ଲାମୁଣ୍ଡା,୨ା୫(ପ୍ରଦୀପ କୁମାର ସାହୁ): ଶନିବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କଲାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେଶିଙ୍ଗା ନୋଡାଲ ହାଇସ୍କୁଲ ଛାତ୍ରୀ ଲିଲି ଗହୀର ଓ କର୍ଲାମୁଣ୍ଡା ରତନ ଭୋଇ ପଞ୍ଚାୟତ ସମିତି ହାଇସ୍କୁଲ ଛାତ୍ର କପିଳେଶ୍ୱର ବଗର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?