କଳାହାଣ୍ଡି

ସିଜିମାଲି ଓ କୁଟ୍ରୁମାଳି ସୁରକ୍ଷା ପାଇଁ ଗର୍ଜିଲେ ଆଦିବାସୀ: କମ୍ପାନୀ ପ୍ରୀତି ଓ ପୋଲିସ ଦମନ ବିରୋଧରେ ପାହାଡ଼ ସତ୍ୟାଗ୍ରହ

ଥୁଆମୂଳ ରାମପୁର, ୨।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଓ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଲି ଓ କୁଟ୍ରୁମାଳି ପାହାଡ଼କୁ ନେଇ ସଂଗ୍ରାମ ଏବେ ତୀବ୍ରତର ହୋଇଛି। ସିଜିମାଲିର ପାରମ୍ପରିକ ‘ତିଜିରାଜା ପୂଜା ପର୍ବ’ ସମାପ୍ତି ପରେ ଶାଗବାରୀ ଗ୍ରାମ ନିକଟସ୍ଥ ପାହାଡ଼…

ଅଣ୍ଟା ଭାଙ୍ଗି ଖଟରେ ପଡ଼ିଛନ୍ତି ରୋଜଗାରିଆ ପୁଅ: ଅର୍ଥ ଅଭାବରୁ ଅଧାରେ ଚିକିତ୍ସା

ଥୁଆମୂଳ ରାମପୁର,୨।୫(ଦୁର୍ଗା କୀର୍ତ୍ତି): ବଡ଼ ବଡ଼ କମ୍ପାନୀର ବେପରୁଆ କାର୍ଯ୍ୟଶୈଳୀ କେମିତି ଜଣେ ଗରିବ ପରିବାରର ହସଖୁସି ଛଡ଼ାଇ ନିଏ, ତାହାର କରୁଣ ଚିତ୍ର ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ପଞ୍ଚାୟତର ରଣପୁର ଗ୍ରାମରେ। ଜିଓ…

ଦେଢବର୍ଷ ବିତିଗଲା,ସମ୍ପୂର୍ଣ୍ଣ ହୋଇପାରୁନି ଅଙ୍ଗନବାଡି କେନ୍ଦ୍ର: ଶିକ୍ଷାଦାନ କ୍ଷେତ୍ରରେ ଘୋର ସମସ୍ୟା

କେସିଙ୍ଗା,୨।୫.(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର କଛାରପଦର ଗ୍ରାମର ଅଙ୍ଗନବାଡି କେନ୍ଦ୍ର ଆଜିକୁ ଏକ ବର୍ଷ ୫ ମାସ ବିତିଗଲାଣି ସମ୍ପୂର୍ଣ୍ଣ ହୋଇ ପାରୁ ନ ଥିବାରୁ କୋମଳମତି ଶିଶୁଙ୍କ ଶିକ୍ଷାଦାନ କ୍ଷେତ୍ରରେ ଘୋର…

କାଳବୈଶାଖୀର କରାଳ ରୂପ: ଉଡ଼ିଗଲା ଗରିବଙ୍କ ଘରର ଛାତ, ଗଛ ପଡ଼ି ଗାଈ- ବାଛୁରୀର ମୃତ୍ୟୁ

ଥୁଆମୂଳ ରାମପୁର, ୨।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ଗତ ୩୦ ତାରିଖ ରାତିରୁ ଆରମ୍ଭ କରି ୧ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ କାଳବୈଶାଖୀ ଜନିତ ଝଡ଼ତୋଫାନ ଓ ପ୍ରବଳ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ପ୍ରକୃତିର…

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ବି ୧୦ରୁ ଊଦ୍ଧର୍‌ବ ମହିଳା, ପୁରୁଷ ମୃତ୍ୟୁ ସହ ସଂଗ୍ରାମ…

ଅବସର ନେଲେ କଳାହାଣ୍ଡି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ସାମାଜିକ ସୁରକ୍ଷା ଅଧିକାରୀଙ୍କୁ…

ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ ଗୁରୁବାର ଚାକିରୀ ଜୀବନରୁ ଅବସର ନେଇଛନ୍ତି। ଏହାପୂର୍ବରୁ ଭବାନୀପାଟଣା ସ୍ଥିତ କାର୍ଯ୍ୟାଳୟରେ ଏହାର ଦାୟିତ୍ବକୁ ସେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କହଁରଙ୍କୁ ହସ୍ତାନ୍ତର କରିଛନ୍ତି।…

ମହଙ୍ଗା ପଡିଲା ନିଜ ପିଅନଙ୍କଠାରୁ ଲାଞ୍ଚ ନେବା, ତହସିଲର ବରିଷ୍ଠ କିରାଣୀ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଏମ .ରାମପୁର ତହସିଲର ପୂର୍ବତନ ବରିଷ୍ଠ କିରାଣୀ ହିମାଦ୍ରୀ କୁମାର ପଣ୍ଡା ଗତ ୨୦୧୪ ମସିହାରେ ନିଜ ପିଅନଠୁ ଲାଞ୍ଚ ନେବା ମାମଲାରେ ଗୁରୁବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ଥିତ ଜିଲା ଭିଜିଲାନ୍ସ…

ରାଗ ରଖି ଛୁରୀରେ ବେକ କାଟି ହତ୍ୟା: ଆସିଲା ମାମଲାର ରାୟ,ଅଭିଯୁକ୍ତଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ

ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପରଲସିଙ୍ଗା ଗାଁରେ ଗତ ୨୦୨୪ ରେ ହୋଇଥିବା ଏକ ବର୍ବର ହତ୍ୟାକାଣ୍ଡ ମାମଳାର ରାୟ ଗୁରୁବାର ପ୍ରକାଶ ପାଇଛି। କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅନୁପ ରଞ୍ଜନ ପଟ୍ଟନାୟକ…

କୋକସରା ଅଞ୍ଚଳରେ ପୁଣି ମୃଦୁ ଭୂମିକମ୍ପ, ଆତଙ୍କିତ ହୋଇ…

କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ଗୁରୁବାର ସା ୭.ଟା ୨୦.ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। କିଛି ସେକେଣ୍ଡ ପାଇଁ ଭୂମିକମ୍ପ ଝଟକା ଅନୁଭୁତ ହୋଇଥିଲା। ଫଳରେ ଲୋକେ ଆତଙ୍କିତ ହୋଇ ଘରୁ ବାହାରକୁ ଚାଲିଆସିଥିଲେ। ଅନ୍ୟପକ୍ଷେ…

ଭାଲୁ ନେଲା ଜୀବନ

କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଧଅଁରପୁର ପଞ୍ଚାୟତ ଭାଲୁଚୁଆଁ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଚାଷ ଜମିକୁ ଯାଇଥିବା ଜଣେ ବ୍ୟକ୍ତି ଭାଲୁ ଆକ୍ରମଣର ଶିକାର ହୋଇ ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଛି। ମୃତକ…

‘ବନ୍ୟପ୍ରାଣୀ ଓ ଜଙ୍ଗଲ ସୁରକ୍ଷାରେ ସ୍ଥାନୀୟ ଲୋକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ’

ଥୁଆମୂଳ ରାମପୁର, ୩୦ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଛକସ୍ଥିତ ଫରେଷ୍ଟ ଚେକ ଗେଟ ପରିସରରେ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ତଥା ତାଲୁକ ଆଇନ ସେବା ପ୍ରାଧିକରଣ ଏବଂ…

ଆଜି ବି ଅନ୍ଧାରରେ ନେହେଲା: ଦୁର୍ଗମ ଅଞ୍ଚଳରେ ସାତସପନ ବିଜୁଳି

ଥୁଆମୂଳ ରାମପୁର,୩୦ା୪ (ଦୁର୍ଗା କୀର୍ତ୍ତି):ସରକାର ସବୁ ଗାଁକୁ ବିଜୁଳିର ନାରା ଦେଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଦୁର୍ଗମ ଅଞ୍ଚଳରେ ଏହା ଏବେ ବି ସାତସପନ। ସ୍ବାଧୀନତାର ୭ ଦଶନ୍ଧି ପରେ ବି ଏହି ଗାଁକୁ ବିଜୁଳି ଆଲୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?