ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’
ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ ଚାଳିତ ଚାଟବଟ୍ “ଆମର ସହାୟକ” ର ଆନୁଷ୍ଠାନିକ ଭାବେ ଲୋକାର୍ପିତ ହୋଇଯାଇଛି ।…
ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…
କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା ଲଗାଇଥିବା ଜଣାପଡ଼ିଛି। ଏହା ପୂର୍ବରୁ…
ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ
ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା ଧମକ ଦେଇ ମୁଣ୍ଡରେ ପିସ୍ତଲ ଲଗାଇଥିଲେ ଦୁର୍ବୁତ୍ତ। ହେଲେ ସେଠାରେ ଥିବା ଜଣେ…
ଭବାନୀପାଟଣା ସହରରେ ଫୁଟିଲା ଗୁଳି
ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ ଯୁବକ ଗୁଳିକାଣ୍ଡ ଘଟାଇଥିବା ସୂଚନା ମିଳିଛି। ଏହି ଘଟଣାରେ ୩ ଜଣ ଯୁବକଙ୍କୁ…
ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…
ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ବାଇକ ଆରୋହୀଙ୍କ ନାମ ମଳୟ ଚଲାନ…
ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…
ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧ ମସିହାର ଏକ ଲାଞ୍ଚ ମାମଲାରେ ମଙ୍ଗଳବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା…
ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି
ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ ପରିସରରେ ମଙ୍ଗଳବାର ଶହ ଶହ ପଶୁପକ୍ଷୀଙ୍କ ବଳି ଦିଆଯାଇଛି । ଫଳରେ ରକ୍ତ…
ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର
ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା ପ୍ରଦାନ ଦାବିରେ ସରପଞ୍ଚ ସଂଘ ପକ୍ଷରୁ ବିଡିଓଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି ।…
ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ
ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର ସଫଳତା ମିଳିଛି । ରବିବାର ସକାଳୁ ପୋଲିସ ଚଢ଼ାଉ କରି ଚୋରା ବାଲି…
ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ
ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ କଳାହାଣ୍ଡି ଜିଲା ପାଇଁ ବିଜେଡି ମହିଳା ସଭାନେତ୍ରୀ ଭାବେ ସବିତା ପ୍ରଧାନଙ୍କୁ ଦାୟିତ୍ବ…
ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…
ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା ସାମ୍ନାକୁ ଆସିଛି। ଜୀବିତ ଥାଇ ମଧ୍ୟ ସରକାରୀ କାଗଜପତ୍ରରେ ‘ମୃତ’ ସାଜିଥିବା ସାବିତ୍ରୀ…
୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…
କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ କୁମାର ପାଢ଼ୀ ସଭାପତିତ୍ୱ କରି ମହାବିଦ୍ୟାଳୟର ସାମଗ୍ରିକ ବିକାଶ ସନ୍ତୋଷଜନକ ବୋଲି କହିଥିବାବେଳେ…

