କଳାହାଣ୍ଡି

ବନ ବିଭାଗର ବର୍ବରତା: ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟ ସଂଲଗ୍ନ ତେନ୍ତୁଳିପଦର ଗ୍ରାମରେ ଜଣେ ପଟ୍ଟାଧାରୀ ଆଦିବାସୀଙ୍କୁ ବନ ବିଭାଗ କର୍ମଚାରୀଙ୍କ ଦ୍ୱାରା ଅମାନୁଷିକ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା…

ତେଲେଙ୍ଗାନାରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ, ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ସ୍ତ୍ରୀ

ଭବାନୀପାଟଣା,୨୨।୪(ଉତ୍ତମ କୁମାର ଦାଶ): ଦାଦନ ଖଟିବାକୁ ତେଲେଙ୍ଗାନା ଯାଇ ନିଖୋଜ ହୋଇଗଲେ ଶ୍ରମିକ । ନିଖୋଜ ଶ୍ରମିକ ଜଣକ କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରାଣୀବାହାଲ ଗ୍ରାମର ରଘୁନାଥ ରାଉତ । ଏହି ଘଟଣାକୁ ନେଇ ତାଙ୍କ ସ୍ତ୍ରୀ ଅହଲ୍ୟା କଳାହାଣ୍ଡି…

ଜେଲ ପାଚେରୀ ଡେଇଁ କଏଦୀ ଫେରାର

ଭବାନୀପାଟଣା,୨୨।୪: କଳାହାଣ୍ଡି ଜେଲ ପାଚେରୀ ଡେଇଁ ଜଣେ ବିଚାରାଧୀନ କଏଦୀ ଫେରାର ହୋଇଯାଇଥିବା ଜଣାପଡିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଫେରାର ଅଭିଯୁକ୍ତ ସଦର ଥାନା ଠେମାରା ଗାଁର ଜଗନ୍ନାଥ ଶବର। ଜଗନ୍ନାଥ ୩ଟି ଚୋରି…

ପଞ୍ଚପାଣ୍ଡବଙ୍କ ଅଜ୍ଞାତବାସ ନାଟକ ମଞ୍ଚସ୍ଥ: ୭ଦିନ ବ୍ୟାପୀ ମହାଭାରତରୁ….

ରିଷିଡ଼ା,୨୨ା୪(ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା କନ୍ଧପଡା ରାଧାକୃଷ୍ଣ ସାଂସ୍କୃତିକ ଅନୁଷ୍ଠାନ ତରଫରୁ ବିରାଟ ପର୍ବ ଅବସରରେ ସୋମବାର ପ୍ରଥମ ରଜନୀରେ ପଞ୍ଚପାଣ୍ଡବଙ୍କ ଅଜ୍ଞାତବାସ ନାଟକ ମଞ୍ଚସ୍ଥ ହୋଇଥିଲା। ଏଠାରେ ଅକ୍ଷୟ ତୃତୀୟାଠାରୁ ସଂଗୃହୀତ ବିରାଟ ପର୍ବ ନାଟକ ୭ଦିନ…

ଯନ୍ତ୍ରୀଙ୍କ ‘ଠିକାଦାରୀ’ ରାଜ ବିରୋଧରେ ଜନଗର୍ଜନ: ମହାଘୋଟାଲା ଅଭିଯୋଗ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିକାଶ ନାଁରେ ଚାଲିଥିବା ‘ମହାଘୋଟାଲା’କୁ ନେଇ ଜନଅସନ୍ତୋଷ ଏବେ ଆଗ୍ନେୟଗିରିର ରୂପ ଧାରଣ କରିଛି। ବ୍ଲକରେ କାର୍ଯ୍ୟରତ ତିନି ଜଣ କନିଷ୍ଠ ଯନ୍ତ୍ରୀଙ୍କ ମନମୁଖୀ କାର୍ଯ୍ୟକଳାପ, ନିଜେ…

କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚଳାଚଳ ହେଉ: ୨୦ ଦଫା ଦାବି ନେଇ ରେଳମନ୍ତ୍ରୀଙ୍କୁ ସାକ୍ଷାତ କଲେ କଳାହାଣ୍ଡି ଏମପି

କେସିଙ୍ଗା,୨୨।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଳବିକା ଦେବୀ ବିଭିନ୍ନ ୨୦ ଦଫା ଦାବି ନେଇ ରେଳମନ୍ତ୍ରୀ ଅଶ୍ୱନି ବୈଷ୍ଣବଙ୍କୁ ଦିଲ୍ଲୀସ୍ଥିତ ବାସଭବନରେ ବୁଧବାର ସାକ୍ଷାତ କରିଛନ୍ତି। ପ୍ରଥମେ କେସିଙ୍ଗାରୁ ଭୁବନେଶ୍ୱରକୁ ସିଧା ଟ୍ରେନ ଚଳାଚଳ କରିବା ସହ ନର୍ଲାରେ ଲୋକୋ ମୋଟିଭ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ମଙ୍ଗଳବାର ଦିନ ଶତାଧିକ ସଚେତନ ନାଗରିକ ଏକଜୁଟ ହୋଇ ମୈତ୍ରୀ ଇନଫ୍ରା ଏବଂ ବେଦାନ୍ତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ ମହିଳାଙ୍କ ବାପ ଘର ଲୋକେ ହତ୍ୟା ଅଭିଯୋଗ ଆଣିବା ପରେ ମହିଳାଙ୍କ ସ୍ବାମୀକୁ…

ଛାତ୍ରୀଛାତ୍ରଙ୍କୁ ବଣ୍ଟାଗଲା ପୋଷାକ: ଶିକ୍ଷା ବର୍ଷ ୨୦୨୬- ୨୭ ପାଇଁ…

କର୍ଲାମୁଣ୍ଡା:୨୧/୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପୋଦର ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟ ଠାରେ ପୋଷାକ ବିତରଣ ଉତ୍ସବ ବଣ୍ଟନ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଶିକ୍ଷା ଅଧିକାରୀ ବାଞ୍ଛାନିଧି ପଣ୍ଡା, ବିଦ୍ୟାଳୟ ପରିଚଳନା ସମିତିର ଅଧ୍ୟକ୍ଷ…

ନୈନାରାଣୀ ଓଏଭି ବ୍ଲକ ଟପ୍ପର: ଚାରିଆଡୁ ଶୁଭେଚ୍ଛା

କର୍ଲାମୁଣ୍ଡା,୨୦/୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା କର୍ଲାମୁଣ୍ଡା ବ୍ଲକ ରେଗଡାସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ଛାତ୍ରୀ ନୈନାରାଣୀ ସାହୁ ୯୪.୪ ପ୍ରତିଶତ ନମ୍ବର ରଖି ବିଦ୍ୟାଳୟ ଟପ୍ପର ହୋଇଛନ୍ତି। ସେହିପରି ସୌମ୍ୟଶ୍ରୀ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ ସ୍ଥାନୀୟ ନିରୀହ ଆଦିବାସୀଙ୍କ ଉପରେ ଚାଲିଥିବା ପ୍ରଶାସନିକ ଦମନ ଲୀଳା ଏବେ ଚରମସୀମାରେ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଏହି ସଙ୍ଗୀନ ମାମଲାରେ ସଂପୃକ୍ତ ସ୍ବାମୀ କରୁଣା ମୁଦୁଲି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?