କଳାହାଣ୍ଡି

ଚୋରାଚାଲାଣ ହେଉଥିଲା କମର୍ସିଆଲ ଗ୍ୟାସ, ଅଚାନକ ଚଢାଉ କଲା ଯୋଗାଣ ବିଭାଗ, ଜବତ ହେଲା ଏତେ…

ଭବାନୀପାଟଣା/ଜୁନାଗଡ଼,୨୦।୪(ଉତ୍ତମ ଦାଶ/ସୁନୀଲ କୁମାର ସିଂ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ଦେଇ ରାୟପୁରକୁ ଚୋରାଚାଲାଣ ହେଉଥିବା ଏକ ବ୍ୟବସାୟିକ (କମର୍ସିଆଲ) ଗ୍ୟାସ ବୋଝେଇ ପିକ୍‌ଅପ୍‌ ଉପରେ ସୋମବାର ସ୍ଥାନୀୟ ପୋଲିସ ଓ ଯୋଗାଣ ବିଭାଗ ଚଢ଼ାଉ କରିଛି। ସହରର କଲମପୁର ଛକ…

ଥୁଆମୂଳ ରାମପୁରରେ ଅବକାରୀ ବିଭାଗର ଚଢ଼ାଉ: ୨୫ କୁଇଣ୍ଟାଲ ମହୁଲ ସହ ପିକଅପ୍ ଭ୍ୟାନ ଜବତ

ଥୁଆମୂଳ ରାମପୁର,୧୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଅବୈଧ ମହୁଲ ଚାଲାଣ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ପ୍ରାୟ ୨୫ କୁଇଣ୍ଟାଲ ମହୁଲ ବୋଝେଇ ଏକ ପିକଅପ୍…

ଫେଲ୍‌ ମାରିଛି କୁକୁଡ଼ାଚାଷ, ସରକାରୀ ସହାୟତା ଅର୍ଥ ଆତ୍ମସାତ୍‌ ଅଭିଯୋଗ

କେସିଙ୍ଗା,୧୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ରାଜ୍ୟ ଯୋଜନା ଅଧୀନରେ ବିଭିନ୍ନ ମହିଳା ଗ୍ରୁପ୍‌କୁ ରୋଜଗାର କ୍ଷମତା ବଢାଇବା ପାଇଁ ତତ୍କାଳୀନ ରାଜ୍ୟ ସରକାର କୁକୁଡ଼ା ଚାଷ ପାଳନ କରିବା ପାଇଁ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଓଡ଼ିଶା ସରକାର…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ ପ୍ରାଣୀଙ୍କ ପାଇଁ ପାନୀୟଜଳ କୁଣ୍ଡ ନିର୍ମାଣ ପାଇଁ ଚାଷୀମାନେ ଦାବି କରିଛନ୍ତି। ସୂଚନା…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା ନବବଧୂଙ୍କୁ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ନେଇ ଥାନାରେ ଏକ ଅଭିଯୋଗ…

ଜୁନାଗଡ଼ରେ ଏନଫୋର୍ସ ଟିମର ଖାଦ୍ୟ ସାମଗ୍ରୀ ଯାଞ୍ଚ

ଜୁନାଗଡ଼,୧୮।୪(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ଏନଫୋର୍ସ ଟିମ ପକ୍ଷରୁଖାଦ୍ୟ ସାମଗ୍ରୀ ଯାଞ୍ଚ କରାଯାଇଛି। ଏହି ଟିମରେ ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ,ଜୁନାଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ କର୍ମଚାରୀ ଏବଂ ପୋଲିସ କର୍ମଚାରୀ ସାମିଲ ଥିଲେ। ଏହି…

ସିବିଏସ୍‌ଇ ଦଶମ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦଶମ ପରୀକ୍ଷାରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ର ବବୁଲ କୁମାର ମେହେର ୯୭.୬୦% ନମ୍ବର ରଖି ସ୍କୁଲ ଟପ୍ପର ହୋଇଛନ୍ତି। ସେହିପରି ପ୍ରମିଶ ମେହେର ୯୬%, ସୋମ…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ ରାସ୍ତାକୁ ବାଇକ୍‌ ଯୋଗେ ଆସୁଥିବା ଜଣେ ଯୁବକ ଏବଂ ୨ ଜଣ ଯୁବତୀଙ୍କୁ…

୭ ମାସ ହେଲା ତୁର୍କେଲ ପୋଲରେ ଯାତାୟାତ ବନ୍ଦ: କଂଗ୍ରେସ ପରେ ବିଜେଡିର ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ତୁର୍କେଲ ତେଲନଦୀ ଉପରେ ପୋଲ ନିର୍ମାଣ ଦାବି ତେଜିବାରେ ଲାଗିଛି। କଂଗ୍ରେସ ପରେ ଏବେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବା ପାଇଁ ସଜବାଜ ହେଉଛି। ଗତ ସେପ୍ଟେମ୍ବର ମାସରେ ପ୍ରବଳ ବର୍ଷା…

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର ପ୍ରଦାନ କରିଛନ୍ତି I ସୂଚନା ଅନୁସାରେ ସିନ୍ଦିଭଟାରେ ୬୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ କଲେଜ,ଅଙ୍ଗନୱାଡିକୁ ଛୁଟି ଘୋଷଣା କରିଛନ୍ତି ଜିଲାପାଳ ପାୱାର ସଚିନ ପ୍ରକାଶ। ଏ ନେଇଁ…

ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟର ସଫଳତା, ୯୮% ରଖି ପ୍ରିୟାଂଶୁ ମହାରଣା ପ୍ରଥମ

ଲାଞ୍ଜିଗଡ,୧୭।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ରୀଛାତ୍ର ସିବିଏସଇ ଦଶମ ପରୀକ୍ଷାରେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ବୁଧବାର ପରୀକ୍ଷା ଫଳାଫଳ ପ୍ରକାଶିତ ହେବା ମାତ୍ରେ ଛାତ୍ରୀଛାତ୍ର, ଶିକ୍ଷକ ଶିକ୍ଷୟିତ୍ରୀ, ଅଭିଭାବକ ମହଲରେ ଖୁସିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?