କଳାହାଣ୍ଡି

କଳାହାଣ୍ଡିରେ ଚମକିଲେ ଲକ୍ଷ୍ମୀ ବିକାଶ ଛାତ୍ରୀଛାତ୍ର: ଶତପ୍ରତିଶତ ସଫଳତା, ଆବିର୍ଭାବ ଟପ୍ପର

ଭବାନୀପାଟଣା,୧୭ା୪(ଉତ୍ତମ କୁମାର ଦାଶ):ସିବିଏସ୍‌ଇ ଦଶମ ବୋର୍ଡ ପରୀକ୍ଷାରେ ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ର ଶତପ୍ରତିଶତ ସଫଳତା ହାସଲ କରି ଜିଲାରେ ଚମକିଛନ୍ତି। ମୋଟ ୨୧୨ ଜଣ ପରୀକ୍ଷା ଦେଇଥିବା ବେଳେ ୯ ଜଣ ୯୫%ରୁ ଉଦ୍ଧର୍‌ବ, ୩୩ଜଣ ୯୦%ରୁ ଅଧିକ…

କଳବଳ କରୁଛି ଅସହ୍ୟ ଖରା

ରିଷିଡ଼ା,୧୬ା୪(ସୁଶାନ୍ତ ମଲ୍ଲିକ): ଗତ କିଛିଦିନ ହେଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ଏଠାରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁଛି। ପ୍ରବଳ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହାର ପ୍ରଭାବ ରିଷିଡା, ଗଜବାହାଲ, ପୌରକେଲା, ରାଜପୁର,…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି ଭବ୍ୟ ଓ ଆକର୍ଷଣୀୟ ଭାବେ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ ଅଷ୍ଟ ଚଣ୍ଡୀଙ୍କ ମନ୍ଦିର ସମ୍ମୁଖ ପଡ଼ିଆରେ ୯ ଫୁଟର ଦୁଇଟି ନିଆଁ ଖନ୍ଦା…

ଆମ୍ବେଦକରଙ୍କ ଜନ୍ମଦିନରେ ବଡ଼ ଘୋଷଣା: ST-SC ଅଧିକାର ସୁରକ୍ଷା ମହାସଂଘ ପକ୍ଷରୁ…

କର୍ଲାମୁଣ୍ଡା,୧୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଆତ୍ମା କାର୍ଯ୍ୟାଳୟ ସମ୍ମୁଖରେ (ରିଞ୍ଜା ଛକ) ମଙ୍ଗଳବାର ST-SC ଅଧିକାର ସୁରକ୍ଷା ମହାସଂଘ ପକ୍ଷରୁ ବି ଆର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ସ୍ଥାପନ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର ସର୍ବସମ୍ମତି କ୍ରମେ ରବିବାର ମନୋନୀତ ହୋଇଛନ୍ତି । ସ୍ଥାନୀୟ ଆରଏମସି ଠାରେ ପୂର୍ବତନ…

ସିଲେଟପଡାଠାରୁ କୁଶୁର୍ଲା ଛକ ପର୍ଯ୍ୟନ୍ତ ରାସ୍ତା ମରାମତି ଦାବି: ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ

କର୍ଲାମୁଣ୍ଡା,୮।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକ ଠାରୁ ସିଲେଟପଡା ରାସ୍ତା ମରଣଯନ୍ତା ପାଲଟିଛି। ଉକ୍ତରାସ୍ତାର ମରାମତି ପାଇଁ ବ୍ଲକ ପ୍ରଶାସନଠୁ ଆରମ୍ଭ କରି ଜିଲା ପ୍ରଶାସନ ପାଖରେ ଅନେକଥର ଲିଖିତ…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ ଲକ୍ଷ୍ୟ ବୋଲି କୁହାଯାଇଥିଲା। ତେବେ କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ କ୍ରୀଡ଼ା ସାମଗ୍ରୀ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ (୪୮)। ସୂଚନା ମୁତାବକ ଗୁରୁବାର ରାତି ପ୍ରାୟ ୧୦ଟା ପରେ ସୀମାଞ୍ଚଳ ବୁଦେଲଗୁମାରୁ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା। ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ବାରା ଜୁନ ୨୦୧୬ରେ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ ସରକାର ଏହି ନିଷ୍ପତ୍ତିକୁ ପ୍ରତ୍ୟାହର ନ କଲେ ରାଜ୍ୟ ସାରା ଆନ୍ଦୋଳନ ହେଵ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?