୭ ଦିନ ହେବ ନିଖୋଜ ଥିଲେ ହର: ଆଜି ମିଳିଲା…
ଥୁଆମୂଳ ରାମପୁର,୬ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାରରେ ଡଙ୍ଗା ବୁଡ଼ି ଘଟଣାରେ ଗତ ୭ ଦିନ ଧରି ନିଖୋଜ ଥିବା ବ୍ରାହ୍ମଣୀ ଚଞ୍ଚରା ଗ୍ରାମର ହର ବେହେରୁକ (୪୫)ଙ୍କ ମୃତଦେହ ଶୁକ୍ରବାର ସକାଳେ ଉଦ୍ଧାର…
ଛାତ୍ର ମୃତ୍ୟୁ ନେଲା ନୂଆ ମୋଡ଼: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଭବାନୀପାଟଣା,୫ା୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ବୁଧବାର ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବର ମାହୋଲ ଥିବାବେଳେ ଭବାନୀପାଟଣା ସହରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଥିଲା। ହୋଲି ଖେଳି ସାରି ସାଙ୍ଗମାନଙ୍କ ସହ ପୋଖରୀକୁ ଗାଧୋଇବାକୁ ଯାଇଥିବା ଜଣେ…
ପାରମ୍ପରିକ ରୀତିନୀତିରେ ରଙ୍ଗ ଖେଳି ଭାଇଚାରାର ବାର୍ତ୍ତା ବାଣ୍ଟିଲେ
ଥୁଆମୂଳ ରାମପୁର,୫ା୩: ଅଧ୍ୟାତ୍ମିକତା ଓ ପାରମ୍ପରିକ ରୀତିନୀତି ମଧ୍ୟରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସ୍ଥାନରେ ରଙ୍ଗର ପର୍ବ ‘ହୋଲି’ ଅତି ଉତ୍ସାହ ଓ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି। ସହରଠାରୁ ଆରମ୍ଭ କରି ପଲ୍ଲୀ ପର୍ଯ୍ୟନ୍ତ ସବୁଠି…
ଛୋଟ ପିଲା ଖେଳିଲେ ହୋଲି : ପ୍ଲାଷ୍ଟିକ ଡବା ବଜାଇ…
କେସିଙ୍ଗା,୪।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ଗ୍ରାମରେ ପବିତ୍ର ହୋଲି ପର୍ବ ବୁଧବାର ଧୂମଧାମରେ ପାଳନ ହୋଇଛି। କୁନିକୁନି ଛାତ୍ରୀଛାତ୍ର ରଙ୍ଗ ଲଗାଇ ଏହି ପର୍ବ ପାଳନ କରିଛନ୍ତି। ସମଗ୍ର ଦେଶର ହୋଲି ପର୍ବ ପାଳନ କରାଯାଇଛି। ସହରାଞ୍ଚଳ…
ବଡ଼ଛତ୍ରଙ୍ଗରେ ଉତ୍ସାହର ସହ ପାଳିତ ହେଲା ହୋଲି : ସାଂସ୍କୃତିକ କାର୍ଯ୍ୟକ୍ରମରେ କମ୍ପିଲା ଗାଁ
ଥୁଆମୂଳରାମପୁର, ୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକର ବଡ଼ଛତ୍ରଙ୍ଗ ଗ୍ରାମରେ ରାଧାକୃଷ୍ଣ ପୂଜା କମିଟି ପକ୍ଷରୁ ଚଳିତ ବର୍ଷର ପବିତ୍ର ହୋଲି ଉତ୍ସବ ଅତ୍ୟନ୍ତ ଭକ୍ତିପୂର୍ଣ୍ଣ ପରିବେଶରେ ଅନୁଷ୍ଠିତ ହୋଇଯାଇଛି। ମାର୍ଚ୍ଚ ୩ ଏବଂ ୪ ତାରିଖ ଦୁଇ…
ଜୁନାଗଡ଼ ପୋଲିସକୁ ବଡ଼ ସଫଳତା: ୧୪ ଲକ୍ଷରୁ ଅଧିକ ଟଙ୍କା ଲୁଟିଥିବା ୪ ସାଇବର ଠକ ଗିରଫ
ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ସାଇବର ଠକେଇ ମାମଲାରେ ମଙ୍ଗଳବାର ୪ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି ଜୁନାଗଡ଼ ପୋଲିସ। ଅଭିଯୁକ୍ତ ମାନେ ହେଲେ ଜୁନାଗଡ଼ ଥାନା ବୁଢ଼ୀପଦର…
ଭାଜପାର ମିଶ୍ରଣ ପର୍ବ କଂଗ୍ରେସ, ବିଜେଡିର ୩ ଶହରୁ ଊର୍ଦ୍ଧ୍ୱ କାର୍ଯ୍ୟକର୍ତ୍ତା ସାମିଲ
ଭବାନୀପାଟଣା,୨ା୩(ଉତ୍ତମ କୁମାର ଦାଶ:) କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲଠାରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଯୁଗଳ କିଶୋର ପୋଡ଼ଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ଜିଲାର ୫ ନିର୍ବାଚନ ମଣ୍ଡଳୀରୁ ୩୦୦ରୁ ଊର୍ଦ୍ଧ୍ୱ ବିଜେଡି…
ବକେୟା ପଡ଼ିଛି ୪.୫ ଲକ୍ଷ ଟଙ୍କାର ବିଦ୍ୟୁତ୍ ବିଲ୍: ୨ ଦିନ ହେଲା ପାନୀୟ ଜଳ ଯୋଗାଣ ବନ୍ଦ
ଥୁଆମୂଳ ରାମପୁର,୨ା୩(ଦୁର୍ଗା କୀର୍ତ୍ତି): ଗ୍ରୀଷ୍ମଋତୁ ଆରମ୍ଭରୁ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ପାଇଁ ହାହାକାର ଦେଖାଦେଇଛି। ପଞ୍ଚାୟତ ପ୍ରଶାସନର ଚରମ ଅବହେଳା ଓ ବିଦ୍ୟୁତ୍ ବିଲ୍ ପୈଠ କରିବାରେ ବିଫଳତା ଯୋଗୁ ବିଗତ ଦୁଇ…
ଘାଟିରେ ଓଲଟିଲା ପାଉଡର ବୋଝେଇ ଟ୍ରକ୍
କୋକସରା,୨ା୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କଳାହାଣ୍ଡି-ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଏପି ୧୬ ଟିଜେ ୧୮୭୭ ନମ୍ବର ବିଶିଷ୍ଟ ଏକ ପାଉଡର ବୋଝେଇ ଟ୍ରକ୍ ଓଲଟି ପଡ଼ିଛି। ଦୁର୍ଘଟଣାରେ ଟ୍ରକ ଡ୍ରାଇଭର…
ଭଡା ଘରେ ଚାଲୁଥିଲା ନକଲି ବିଦେଶୀ ମଦ ପ୍ରସ୍ତୁତ, ଅଚାନକ ଚଢାଉ କଲା ଅବକାରୀ ବିଭାଗ, ତା’ପରେ…
ଧର୍ମଗଡ଼,୨।୩(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ଜଗନ୍ନାଥ ପଡାର ଏକ ଭଡା ଘରେ ନକଲି ବିଦେଶୀ ମଦ ପ୍ରସ୍ତୁତ କରାଯାଉଥିବା ସୂଚନା ପାଇ ସୋମବାର ସକାଳୁ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଥିଲା। ଏହି ସମୟରେ ସେଠାରୁ ୩୫ ଲିଟର…
କଳାହାଣ୍ଡିରେ ପୁଣି ହାତୀ ଆତଙ୍କ: ନର୍ଲାରେ ବୃଦ୍ଧଙ୍କୁ ଦଳିଦେଲା ହାତୀ, ୨ ମାସରେ ଗଲାଣି ୨ ଜୀବନ
ଭବାନୀପାଟଣା,୨ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ନର୍ଲା ବ୍ଳକ ବାଗପୁର ଗ୍ରାମରୁ ସୋମବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଏହି ଗ୍ରାମର ଗଣ୍ଠି ମାଝୀ (୬୧) ନାମକ ଜଣେ ବୃଦ୍ଧଙ୍କୁ ହାତୀ ଦଳି ଦେବାରୁ ଘଟଣା ସ୍ଥଳରେ…
କ୍ୟାବିନ ପୋଡ଼ି, ଠେଲା ଭାଙ୍ଗିଦେଲେ
ରିଷିଡ଼ା,୨୮ା୨ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ୍ ରିଷିଡ଼ା ତେରେସିଂହା (ଫଟାମୁଣ୍ତା) ଛକରେ କାଠରେ ତିଆରି ଏକ କ୍ୟାବିନକୁ କେହି ଜଣେ ଦୁର୍ବୃତ୍ତ ପୋଡ଼ିଦେଇଥିବା ଅଭିଯୋଗ ହୋଇଛି। ଫଟାମୁଣ୍ତାର ଟଙ୍କଧର ରଣା ଏହି କ୍ୟାବିନରେ ତେଜରାତି ସାମଗ୍ରୀ ବିକ୍ରି କରୁଥିଲେ।…
Archives


