‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’
କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏ୍ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର ଅନୁଷ୍ଠିତ ହୋଇଛି। ପ୍ରାରମ୍ଭିକ ଭାଷଣରେ ଅଧ୍ୟକ୍ଷ କହିଛନ୍ତି, ବିଦ୍ୟୁତ୍ ମାସକୁ ୩ ଲକ୍ଷ…
ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…
କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ ସଭାପତିତ୍ୱରେ ଋଷି ସାହା ସଂସ୍କୃତି ଭବନ ପରିସରରେ ରବିବାର ଅନୁଷ୍ଠିତ ହୋଇଥିଲା। ଏଥିରେ…
ନିଟ୍ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…
କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍ ପରୀକ୍ଷାରେ ସଫଳତା ହାସଲ କରିବା ଅଞ୍ଚଳ ପାଇଁ ଗର୍ବର ବିଷୟ ପାଲଟିଛି। ହେଲେ ଡାକ୍ତରୀ ପାଠ ପଢ଼ିବା ପାଇଁ…
ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…
ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦ ସମୟରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟି ଦୁଇ ଜଣ ଗୁରୁତର ଆହତ…
କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ
କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ସମୟରେ ୨୧ଟି ଦୋକାନରୁ ମୋଟ ୧୩ ହଜାର ଟଙ୍କା…
ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର
କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଭାରତୀ ବିଦ୍ୟା ନିକେତନର ଛାତ୍ରୀଛାତ୍ରମାନେ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ…
ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ
ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି (ଡ଼ିଆରଏସସି) ଗଠନ କରାଯାଇଛି। ହେଲେ କଳାହାଣ୍ଡି ଜିଲାରେ ଏହି କମିଟି କେବଳ ବୈଠକରେ…
ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି
କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କୋଣାର୍କ ସୂତାକଳକୁ ଗସ୍ତ କରି ଭିତ୍ତିିଭୂମି…
ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ
ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ ପଡିଛନ୍ତି। ଗତ ରବିବାର ଓ ସୋମବାର ହାତୀ ନଦୀରେ ବନ୍ୟା ଆସିଥିଲା। ଏଥିଯୋଗୁ…
ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…
ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ର ସଦସ୍ୟ ତଥା ସକ୍ରିୟ ଆନ୍ଦୋଳନକାରୀ ହିରାମଲ୍…
ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍ପିଜି ଗ୍ୟାସ୍ ଟ୍ୟାଙ୍କର
ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ ଘାଟିରେ ଶୁକ୍ରବାର ପୁଣି ଏକ ଗ୍ୟାସ୍ ଟ୍ୟାଙ୍କର (ସିଜି୦୭ସିବି-୦୮୮୫) ଭାରସାମ୍ୟ ହରାଇ ଓଲଟି…
ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ
କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ ହାଇଦ୍ରାବାଦ ସହରକୁ ଯାଇଥିଲେ। ତେବେ ସେ ଘରକୁ ଫେରିବା ସମୟରେ ନିଖୋଜ ହୋଇଥିବା…

