କଳାହାଣ୍ଡି

ଟ୍ରେନ୍‌ରେ କଟି ଅଜଣା ବ୍ୟକ୍ତିଙ୍କ ଜୀବନ ଗଲା, ୭ ଘଣ୍ଟା ପରେ ବି…

କେସିଙ୍ଗା,୨୨ା୫(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ଼ ଷ୍ଟେଶନଠାରୁ ୫୦୦ ମିଟର ଦୂରରେ ଏକ ଅଜଣା ବ୍ୟକ୍ତି ଟ୍ରେନରେ ଗୁରୁବାର ସକାଳେ କଟି ରେଳ ଧାରଣା ପାର୍ଶ୍ୱରେ ପଡ଼ିଥିବାର ଜଣା ପଡ଼ିଛି। କାର୍ଯ୍ୟରତ କିମ୍ୟାନ୍‌ ଦେଖିଲା ପରେ କାଣ୍ଡେଲ…

ଜିଲା ପ୍ରଶାସନର ତତ୍ପରତା: ଲୋକଙ୍କ ସମସ୍ୟା ହେବ ଦୂର

ଥୁଆମୂଳ ରାମପୁର,୨୨।୫(ଦୁର୍ଗା କୀର୍ତ୍ତି):ଥୁଆମୁଳ ରାମପୁର ବ୍ଲକ ଓ କାଶିପୁର ବ୍ଲକ ସୀମାନ୍ତରେ ଥିବା ବଫଲା ମାଳି ଖଣି ଖନନ ପାଇଁ ସରକାରଙ୍କ ତରଫରୁ ଉତ୍କଳ ଆଲୁମିନା କମ୍ପାନୀକୁ ଅନୁମତି ମିଳିବା ପରେ କମ୍ପାନୀ ପକ୍ଷରୁ ୨୦୦୭ ମସିହାରେ ଯେଉଁ ସବୁ ଫେରି…

ରାତିରେ ପରିତ୍ୟକ୍ତ କୂଅରେ ଖସି ପଡ଼ିଲେ ଯୁବକ, ଅଗ୍ନିଶମ ବିଭାଗର ଅକ୍ଲାନ୍ତ ପରିଶ୍ରମ ପରେ…

କୋକସରା,୨୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଆମପାଣିର ପୁରୁଣା ଫରେଷ୍ଟ କ୍ବାଟର ନିକଟରେ ଥିବା ଏକ ପରିତ୍ୟକ୍ତ କୂଅରେ ଖସି ପଡ଼ିଥିଲେ ଜଣେ ଯୁବକ। ମଙ୍ଗଳବାର ବିଳମ୍ବିତ ରାତିରେ କୋକସରା ଅଗ୍ନିଶମ ବିଭାଗ କର୍ମଚାରୀମାନେ ଅକ୍ଲାନ୍ତ ଉଦ୍ୟମ କରି…

ବୀର ଯବାନଙ୍କ ଉଦ୍ଦେଶ୍ୟରେ କେସିଙ୍ଗା ତ୍ରିରଙ୍ଗା ଯାତ୍ରା କମିଟି ପକ୍ଷରୁ ବାଇକ୍‌ ରାଲି

କେସିଙ୍ଗା,୨୧ା୫(ତୁମେଶ୍ବର ସାହୁ)- ଅପରେଶନ ସିନ୍ଦୂରର ସଫଳତା ପରେ ଭାରତୀୟ ଯବାନଙ୍କୁ ସମ୍ମାନ ଜଣାଇ କେସିଙ୍ଗା ତ୍ରିରଙ୍ଗା ଯାତ୍ରା କମିଟି ପକ୍ଷରୁ ବୁଧବାର ବୋରିଙ୍ଗପଦର ଛକଠାରୁ କୁର୍ଲୁପଡା ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ବାଇକ୍‌ ରାଲି ଅନୁଷ୍ଠିତ ହୋଇଯାଇଛି। ଏଥିରେ କଳାହାଣ୍ଡି ସାଂସଦ ମାଳବିକା ଦେବୀ,…

ଯୁକ୍ତ ୨ ପରୀକ୍ଷା: କର୍ଲାମୁଣ୍ଡା ବ୍ଲକ ଟପ୍ପର ହେଲେ ରଶ୍ମିତା ରଣା

କର୍ଲାମୁଣ୍ଡା/ରିଷିଡା,୨୧।୫(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକରେ ଯୁକ୍ତ ଦୁଇ କଳା ପରୀକ୍ଷାରେ ବ୍ଲକ ଟପ୍ପର ହୋଇଛନ୍ତି ରଶ୍ମିତା ରଣା। ଏହି ଖବର ପ୍ରକାଶ ପାଇବା ପରେ ପରିବାରରେ ଖୁସିର ଲହରୀ ଖେଳିଯାଇଛି। ରଶ୍ମିତା ରିଷିଡା ଜେ.…

ଜଳକଷ୍ଟ ଭୋଗୁଛନ୍ତି ପୋଡ଼ାପଦରବାସୀ: ନାଳପାଣି ସାହା

ଥୁଆମୂଳ ରାମପୁର,୨୧ା୫ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ପୋଡ଼ାପଦର ପଞ୍ଚାୟତର ପୋଡ଼ାପଦର ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ପୋଡାପଦର ଗ୍ରାମରେ ୧୫ ଆଦିବାସୀ ପରିବାର ରହିଥିବାବେଳେ…

ରିଷିଡା ପଞ୍ଚାୟତ ଦୋକାନ ଗୃହକୁ ବେଆଇନ ଭାବେ ଆଗକୁ ବଢ଼ାଉଛନ୍ତି ଦୋକାନୀ ହେଉଛି….

ରିଷିଡ଼ା,୨୦ା୫ (ସୁଶାନ୍ତ ମଲ୍ଲିକ)- କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ରିଷିଡ଼ା ପଞ୍ଚାୟତ ତରଫରୁ ଦୋକାନ ଗୃହ ନିର୍ମାଣ କରାଯାଇ ଭଡାରେ ଦିଆଯାଇଛି। ହେଲେ ଭଡ଼ା ନେଇଥିବା କେତେଜଣ ଦୋକାନୀ ଦୀର୍ଘବର୍ଷ ହେଲା ଭଡ଼ା ଦେଉନାହାନ୍ତି। ଅପରପକ୍ଷରେ କେତେକ ଦୋକାନୀ ମୁଖ୍ୟରାସ୍ତାକୁ ମାଡ଼ି…

୫ ବର୍ଷ ହେଲା ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି ଏମଏସଏମଇ ପାର୍କ: କାର୍ଯ୍ୟକ୍ଷମ କରିବାକୁ ଦାବି

କେସିଙ୍ଗା,୨୦।୫(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ତହସିର ଗ୍ରାମ ପଞ୍ଚାୟତର ନୁଆପଡା କୁର୍ଲୁପଡା ଗ୍ରାମ ନିକଟରେ ଥିବା ଅର୍ଦ୍ଧନିର୍ମିତ ଏମଏସଏମଇ ପାର୍କ କାର୍ଯ୍ୟକ୍ଷମ କରିବାକୁ ଦାବି ଉଠିଛି। କ୍ଷୁଦ୍ର, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ନିର୍ମାଣ କରିବା ପାଇଁ…

ଠିକ ସମୟରେ କାର୍ଯ୍ୟାଳୟକୁ ଆସୁନାହାନ୍ତି ଅଧିକାରୀ : ସେବା ନ ପାଇ ଫେରୁଛନ୍ତି ହିତାଧିକାରୀ

ଥୁଆମୂଳ ରାମପୁର,୨୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟର ବିଭିନ୍ନ ବିଭାଗର କାର୍ଯ୍ୟାଳୟଗୁଡିକରେ ଅଧିକାରୀଙ୍କ ମରୁଡି ପଡ଼ିଥିବା ଦେଖିବାକୁ ମିଳୁଛି l ଠିକ ସମୟରେ କାର୍ଯ୍ୟଳୟକୁ ଆସୁନାହାନ୍ତି ବିଭାଗର କର୍ମଚାରୀ କିମ୍ବା ଅଧିକାରୀ l ଯାହାଫଳରେ ନୂତନ ଭତ୍ତା…

କାର୍‌-ବାଇକ୍‌ ଧକ୍କା: ୨ ଯୁବକଙ୍କ ମୃତ୍ୟୁ

ଭବାନୀପାଟଣା,୧୯ା୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ ଥାନା ଚିଚୈଗୁଡା ଛକଠାରେ ସୋମବାର ସାରେ ଏକ କାର୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାଇକ୍‌ରେ ଥିବା ୨ ଯୁବକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ଭବାନୀପାଟଣା ନୂଆପଡ଼ାର ସାହିଲ…

ମୁଖ୍ୟ ରାସ୍ତାକୁ ମାଡ଼ିବସିଛି ଦୋକାନ ଗୃହ: ବଢୁଛି ଟ୍ରାଫିକ ସମସ୍ୟା

ରିଷିଡା,୧୯।୫(ସୁଶାନ୍ତ ମଲ୍ଲିକ):କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକର ବୃହତ ବ୍ୟବସାୟିକ ପେଣ୍ଠସ୍ଥଳୀ ରିଷିଡା ପଞ୍ଚାୟତ ତରଫରୁ ନିର୍ମିତ ଭଡ଼ା ଦୋକାନ ଗୃହରୁ ଭଡ଼ା ଟଙ୍କା ଆଦାୟ ହେଉ ନ ଥିବା ଜଣାଯାଇଛି। ଦୋକାନ କରିଥିବା ବେପାରୀ ମାନେ ଜାଣିଶୁଣି ନିଜ ଦଖଲରେ ଦୋକାନ…

ଭାରତୀୟ ସେନାର ପରାକ୍ରମ ପ୍ରଶଂସନୀୟ

କର୍ଲାମୁଣ୍ଡା:୧୯।୫(ପ୍ରଦୀପ କୁମାର ସାହୁ): ଭାରତୀୟ ସେନାର ପରାକ୍ରମ ପ୍ରତି ସମ୍ମାନ ଜଣାଇ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରେ ‘ତ୍ରିରଙ୍ଗା ଯାତ୍ରା’ ସୋମବାର ଅନୁଷ୍ଠିତ ହୋଇଯାଇଛିରେ । କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣୀ ଭୋଇଙ୍କ ନେତୃତ୍ୱରେ ଆୟୋଜିତ ଶୋଭାଯାତ୍ରା ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri