ମଦ୍ୟପଙ୍କୁ ମାରି ପୋତିଦେଲେ ସ୍ତ୍ରୀ-ପୁଅ-ଜ୍ୱାଇଁ, ମାଟିତଳୁ ବାହାରିଲା…
କୋକସରା,୮ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ଡୁଡୁକାଠେଙ୍ଗା ପଞ୍ଚାୟତ ମୁନୁଗା ପଦର ଗ୍ରାମରେ ଏକ ଚାଞ୍ଚଲ୍ୟକର ଘଟଣା ଦେଖିବାକୁ ମିଳିଛି। ମୁନୁଗାପଦର ଗ୍ରାମର ଯଦୁ ଦଳପତିଙ୍କୁ ତାଙ୍କ ସ୍ତ୍ରୀ ରୁକ୍ମିଣୀ ଦଳପତି, ଦୁଇ...
ଆମପାଣି ବ୍ଲକ ଦାବିରେ ମେଳି ବାନ୍ଧିଲେ ୧୦ ପଞ୍ଚାୟତର ପ୍ରତିନିଧି, ପ୍ରଶାସନକୁ ଦାବି ଜଣାଇବା ପାଇଁ ନେଲେ ନିଷ୍ପତ୍ତି
କୋକସରା,୮ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାର ନିର୍ବାଚନ ମଣ୍ଡଳୀ ଓ ବ୍ଲକ ସମ୍ପ୍ରସାରଣ ନେଇ ଯୋଜନା କରୁଥିବା ନେଇ ରାଜସ୍ବ ମନ୍ତ୍ରୀଙ୍କ ଗଣମାଧ୍ୟମରେ କହିବା ପରେ ବିଭିନ୍ନ ଜିଲାରେ ବ୍ଲକ ଦାବି ନେଇ ବିଭିନ୍ନ...
ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ଦାବିପତ୍ର
ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଲଖନା ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ପାଇଁ ନାଏବ ସରପଞ୍ଚ ଓ ୱାର୍ଡ ସଭ୍ୟାସଭ୍ୟ ଶୁକ୍ରବାର ଉପଜିଲାପାଳ ଯୋଗେନ୍ଦ୍ର ମାଝିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିରେ ଉଲ୍ଲେଖ ରହିଛି,...
ସରଗୁଲଠାରେ କ୍ଷୁଦ୍ରଶସ୍ୟ ଖାଦ୍ୟମେଳା
କର୍ଲାମୁଣ୍ଡା,୭ା୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ. ମାଲପଡା ପଞ୍ଚାୟତ ସରଗୁଲ ଉଚ୍ଚ ବିଦ୍ୟାଳୟଠାରେ ଶୁକ୍ରବାର ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ଦୁଇଦିନିଆ ଖାଦ୍ୟମେଳା ଉଦ୍ଯାପିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କର୍ଲାମୁଣ୍ଡା...
ଭାରପ୍ରାପ୍ତରେ ଚାଲିଛି ଜିଲା ଶ୍ରମ କାର୍ଯ୍ୟାଳୟ: ୩୦ରୁ ଅଛନ୍ତି ମାତ୍ର ୯ଜଣ
ଭବାନୀପାଟଣା,୭ା୨(ଉତ୍ତମ କୁମାର ଦାଶ)- ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ଶ୍ରମ କାର୍ଯ୍ୟାଳୟରେ ଏବେ ଅଧିକାରୀ ଓ କର୍ମଚାରୀଙ୍କ ଅଭାବ ପରିଲକ୍ଷିତ ହୋଇଛି। ଏଠାରେ ସମୁଦାୟ ୩୦ଟି ପଦବୀ ରହିଥିବାବେଳେ ଅଛନ୍ତି ମାତ୍ର ୯ଜଣ। ଅବଶିଷ୍ଟ ୨୧ଟି ପଦବୀ ଖାଲି ପଡିଛି। ପ୍ରଭାଗୀୟ...
ପାଣି ସମସ୍ୟା ଉତ୍କଟ,ତାତିଲେ ଲୋକେ
ଲାଞ୍ଜିଗଡ,୬।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପୋଖରୀବନ୍ଧ ପଞ୍ଚାୟତ ବକଟପୁର ଗାଁରେ ଦୁଇ ଦିନ ଧରି ପିଇବା ପାଣି ମିଳୁ ନ ଥିବାରୁ ଲୋକେ ହନ୍ତସନ୍ତ ହୋଇ ଗୁରୁବାର ପୋଖରୀବନ୍ଧରୁ ଲାଞ୍ଜିଗଡ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା...
ଅବଧି ଶେଷ ପରେ ସରୁନି ପ୍ରକଳ୍ପ କାମ: ଉତ୍କଟ ହେଉଛି ପାନୀୟ ଜଳ ସମସ୍ୟା
ଥୁଆମୂଳ ରାମପୁର,୬ା୨(ଦୁର୍ଗା କୀର୍ତ୍ତି)-କଳାହାଣ୍ଡି ଜ଼ିଲାର ଥୁଆମୂଳ ରାମପୁର ବ୍ଲକର ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ମେଗା ପାନୀୟଜଳ ପ୍ରକଳ୍ପ ଆରମ୍ଭ ହୋଇଥିଲା। ହେଲେ ଅବଧି ଶେଷ ପରେ ବି ପ୍ରକଳ୍ପ କାମ ଶେଷ ହୋଇନାହିଁ। ଫଳରେ ବ୍ଲକରେ ଜଳ...
ଆକ୍ସନରେ ତହସିଲଦାର: ପିଚୁ ପ୍ଲାଣ୍ଟକୁ କଲେ ସିଲ୍
ଭବାନୀପାଟଣା,୬।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ତହସିଲଦାର ଶୁଭସ୍ମିତା ମିଶ୍ରଙ୍କୁ ଗୁରୁବାର ଆକ୍ସନ ମୋଡରେ ଦେଖିବାକୁ ମିଳିଛି। ଭବାନୀପାଟଣା ତହସିଲ ଅଧୀନ ଛତିକୁଡ଼ାରେ ଗତ ଦେଢବର୍ଷ ଧରି ଚାଲିଥିବା ଏକ ପିଚୁ ପ୍ଲାଣ୍ଟ ଉପରେ ଚଢାଉ କରିଥିଲେ। ଚଢାଉ...
ଭାଇରାଲ୍ ହେଲା ଭିଡିଓ: ତାତିଲେ ଅଭିଭାବକ, ବଦଳି ହେଲେ ଖେଳ ଶିକ୍ଷକ
ଲାଞ୍ଜିଗଡ,୫।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବାତେଲିମା ପଞ୍ଚାୟତସ୍ଥିତ ବାଣୀପଙ୍ଗା ସରକାରୀ ଏସ୍ଏସ୍ଡି ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଛାତ୍ରୀମାନଙ୍କୁ ଚଲାଇ ଥାନାକୁ ଆଣିବା ଅଭିଯୋଗରେ ଶନିବାର ଛାତ୍ରୀଙ୍କ ଅଭିଭାବକ ସ୍କୁଲ ସାମ୍ନାରେ ଧାରଣା ଦେଇଥିବା...
ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷକ ଆସୁ ନ ଥିବା ଘଟଣା: ପ୍ରଧାନ ଶିକ୍ଷକ ନିଲମ୍ବିତ, ସହକାରୀ ଶିକ୍ଷକଙ୍କ ଦରମା ବନ୍ଦ
ଲାଞ୍ଜିଗଡ, ୫ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସୀମାନ୍ତ ଭବାନୀପାଟଣା ସଦର ବ୍ଲକ ଯୁଗସାଇ ପାଟଣା ପଞ୍ଚାୟତ କଟଲଙ୍ଗ ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଶିକ୍ଷକ ଆସୁ ନ ଥିବାବେଳେ ଡମି ଶିକ୍ଷକଙ୍କ ଭରସାରେ ସ୍କୁଲ ଚାଲିବା ଘଟଣାରେ ଉଚ୍ଚ...
କୋକସରାରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମ
କୋକସରା,୫ା୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶାର ଗ୍ରାମାଞ୍ଚଳରେ ପଞ୍ଚାୟତ ସ୍ତରରେ ଭିତ୍ତିଭୂମିର ବିକାଶ ପାଇଁ ଏକ ନୂତନ ରୂପରେଖରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ’ର ଶୁଭ ଉଦ୍ଘାଟନ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବୁଧବାର ଖୋର୍ଦ୍ଧା...
କେସିଙ୍ଗା ଏନ୍ଏସିର ନୂତନ ନିର୍ବାହୀ ଅଧିକାରୀ ଭାବେ ଯୋଗଦେଲେ ଚିନ୍ମୟ
କେସିଙ୍ଗା,୫ା୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିରେ ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭାବେ ଚିନ୍ମୟ ଆଚାର୍ଯ୍ୟ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ସେ ବଲାଙ୍ଗୀର ଜିଲା ତୁଷୁରା ଏନ୍ଏସିରେ ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ ତୁଲାଉଥିଲେ। ଆଚାର୍ଯ୍ୟଙ୍କ ଯୋଗଦାନ...
Archives


