ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ
ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା ପୂର୍ବରୁ ସ୍ଥାନୀୟ ଟାଉନ ହଲଠାରୁ ଜିଲାପାଳଙ୍କ ଅଫିସ ପର୍ଯ୍ୟନ୍ତ ଏକ ବିରାଟ ଶୋଭାଯାତ୍ରା…
ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…
ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ ଲୁହା ଖୁଣ୍ଟ ଓ ତାରବାଡ଼ ଚୋରି କରୁଥିବା ବେଳେ ବନ ବିଭାଗ ଟିମ୍…
ବାଲସି ଧାନ ମଣ୍ଡିରେ ଦୁଇମାସରୁ ଉର୍ଦ୍ଧ୍ବ ହେଲା ପଡ଼ିରହିଛି ଧାନ, ଶୀତ କାକରରେ ଜଗୁଛନ୍ତି ଚାଷୀ
କେସିଙ୍ଗା,୨୯ା୧(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବାଲସି ଧାନ ମଣ୍ଡିରେ ଦୀର୍ଘ ଦୁଇ ମାସ ହେଲା ଧାନ ପଡି ରହିଛି । ପ୍ରବଳ ଶୀତ କାକରରେ ଚାଷୀମାନେ ଖୋଲା ପଡ଼ିଆରେ ଦିନରାତି ପାଳିକରି ଧାନକୁ ଜଗିରହୁଛନ୍ତି । ରାଜ୍ୟରେ…
ନବୀନଙ୍କୁ ନେଇ ସ୍ପଷ୍ଟୀକରଣ ରଖିଲେ ଦିବ୍ୟଶଙ୍କର ମିଶ୍ର, କହିଲେ ଭାଜପା ଆସିବା ପରେ ଓଡ଼ିଶାବାସୀ…
ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): ପୂର୍ବତନ ଏମ୍ପି ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଗୁରୁବାର ଭବାନୀପାଟଣା ମିଡ୍ ଟାଉନଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସ୍ପଷ୍ଟୀକରଣ ଦେଇଛନ୍ତି। ସେ…
ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…
ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଗ୍ରାମ୍ୟ ଦେବତା ବାବା ଖଣ୍ଡୁଆଳ ଦେବଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ…
ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ
ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା ଆଦାୟ ପ୍ରତିବାଦରେ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଦିଆଯାଇଥିବା ୮ ଘଣ୍ଟିଆ…
କର୍ଲାମୁଣ୍ଡାରେ ସବୁ ଅଫିସ ବନ୍ଦ
କର୍ଲାମୁଣ୍ଡା,୨୮ା୧(ପ୍ରଦୀପ କୁମାର ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ ବନ୍ଦ ପ୍ରଭାବ ଦେଖିବାକୁ ମିଳିଛି। ଦୋକାନ ବଜାର, ବ୍ୟାଙ୍କ…
ବନ୍ଦ ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ଯାନବାହନ ଅଚଳାବସ୍ଥା
କେସିଙ୍ଗା,୨୮।୧(ତୁମେଶ୍ୱର ସାହୁ): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ଟାଟା ପାଓ୍ବାର ସ୍ମାର୍ଟ ମିଟର…
ଓଡ଼ିଶା ବନ୍ଦର ପ୍ରଭାବ: କଳାହାଣ୍ଡିରେ ଅଧା ଖୋଲା ଅଧା ବନ୍ଦ
ଭବାନୀପାଟଣା,୨୮।୧(ଉତ୍ତମ କୁମାର ଦାଶ): ଧାନ ମଣ୍ଡିରେ ଅବ୍ୟବସ୍ଥା , ପ୍ରଦୂଷଣ ନାଁରେ ସାଧାରଣ ବ୍ୟକ୍ତିଙ୍କ ଠାରୁ ଫାଇନ ଆଦାୟ, ଟାଟା ପାୱାରର ସ୍ମାର୍ଟ ମିଟର ନାଁରେ ଶୋଷଣ ସହ କୃଷି ମନ୍ତ୍ରୀଙ୍କ ଉପସ୍ଥିତିରେ ନବ ନିର୍ମାଣ ନେତୃତ୍ୱଙ୍କ ଉପରେ ଆକ୍ରମଣ ପ୍ରତିବାଦରେ…
ଗୋକୋଲମା: ଶେଷ ହେଲା ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବଙ୍କ ମାଘ ଝାମୁ ଯାତ୍ରା…
ଥୁଆମୂଳ ରାମପୁର,୨୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୋକୋଲମା ବଙ୍ଗଳା ପଡ଼ାଠାରେ ପାରମ୍ପରିକ ରୀତିନୀତି ଅନୁଯାୟୀ ମାଘ ଝାମୁ ଯାତ୍ରା ମହାସମାରୋହରେ ସମ୍ପନ୍ନ ହୋଇଯାଇଛି। ମାଘ ଶୁକ୍ଳ ପକ୍ଷ ନବମୀ ତିଥି ମଙ୍ଗଳବାର ଅବସରରେ…
ଆସନ୍ତା ୩ରେ ଜିଲାପାଳ ଅଫିସ ଘେରାଉ କରିବ ବିଜେଡି: କାର୍ଯ୍ୟକାରିଣୀ ବୈଠକରେ…
ଭବାନୀପାଟଣା, ୨୭।୧ (ଉତ୍ତମ କୁମାର ଦାଶ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ମଙ୍ଗଳବାର ଭବାନୀପାଟଣା ବ୍ଲକ ମେଦିନୀପୁର ସ୍ଥିତ ଏକ ଫାର୍ମ ହାଉସ ଠାରେ କଳାହାଣ୍ଡି ବିଜେଡିର ପରିବର୍ଦ୍ଧିତ ଜିଲା କାର୍ଯ୍ୟକାରିଣୀ…
ରାସ୍ତା ଉପରେ ସ୍କର୍ପିଓ ରଖି କରୁଥିଲେ ଲୁଟ୍: ମାଡ଼ିବସିଲା ପୋଲିସ
କେସିଙ୍ଗା,୨୭।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ପଲମ ଟୋଲଗେଟ୍ ଛକ ନିକଟ ରାସ୍ତାରେ ୪ ଜଣ ସୋମବାର ରାତିରେ ଲୋକଙ୍କଠାରୁ ଲୁଟ୍ କରୁଥିଲେ। ପଲମ ଫାଣ୍ଡି ଅଧିକାରୀ ପାଟ୍ରୋଲିଂ କରୁଥିବା ସମୟରେ ଏହି ଖବର ଜାଣିବାକୁ ପାଇଥିଲେ। ପରେ…

