ସାମ୍ନାକୁ ଆସିଲା ସତ୍ୟ: ମହଙ୍ଗା ପଡିଲା ୭୯ ଲକ୍ଷ ସରକାରୀ ଯୋଜନା ଆମତ୍ସାତ, ଡେପୁଟି ରେଞ୍ଜର ସହିତ ୪ ବନ କର୍ମଚାରୀ
ଭବାନୀପାଟଣା,୧୪।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଜୟପାଟଣା ରେଞ୍ଜରେ ଅନୁକମ୍ପା ମୂଳକ ବନୀକରଣ ଯୋଜନା (କାମ୍ପା ସିଏ) ଟଙ୍କା ଆମତ୍ସାତ ହୋଇଥିବା ଅଭିଯୋଗ ଆସିଥିଲା। ଏହାକୁ ନେଇଁ ଭିଜିଲାନ୍ସ ବିଭାଗର ୪ଟି ଟିମ୍ ର ୨୫ ଅଧିକାରୀ…
ଅନଲାଇନରେ ପଞ୍ଜୀକରଣ ହେବ ଆଇନ ସେବା ସମ୍ବନ୍ଧୀୟ ବିଷୟବସ୍ତୁ
କେସିଙ୍ଗା, ୧୪।୫( ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ତାଲୁକ ଆଇନ ସେବା ସମିତି ପକ୍ଷରୁ ବ୍ଲକର ତୁଣ୍ଡଲା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଜାତୀୟ ଆଇନ ସେବା ପ୍ରାଧିକରଣ ନିଶୁଳ୍କ ସହାୟତା…
୫୯ ଲିଟର ବିଦେଶୀ ମଦ ଜବତ: ଜଣେ ଗିରଫ
କର୍ଲାମୁଣ୍ଡା/ରିଷିଡା,୧୪/୫(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡି ଅଧିନସ୍ଥ କଂସିଲ ଛକଠାରେ ବେଆଇନ ଭାବେ ଚାଲାଣ ହେଉଥିବା ୫୯ଲିଟର ବିଦେଶୀ ମଦକୁ ରିଷିଡା ପୋଲିସ ଜବତ କରିବା ସହିତ ଜଣଙ୍କୁ ଗିରଫ କରିଥିବା ସୂଚନା…
ରେଗଡା ଆଦର୍ଶ ବିଦ୍ୟାଳୟର ସଫଳତା : ଟପ୍ପର ହେଲେ ପ୍ରତ୍ୟୁଷ, ପୁଷ୍ପଲତା
କର୍ଲାମୁଣ୍ଡା,୧୪।୫ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ର ଓମ୍ ପ୍ରତ୍ୟୁଷ ସାହୁ ଦଶମ ପରୀକ୍ଷାରେ ୯୬% ମାର୍କ ରଖି ବିଦ୍ୟାଳୟ ଟପ୍ପର ହୋଇଛନ୍ତି। ତାଙ୍କର ଏହି ସଫଳତା ପାଇଁ ବିଭିନ୍ନ ମହଲରୁ…
ଆମ୍ବ ଗୋଟାଇବାକୁ ଯାଇଥିଲେ, ମାରିଲା ଘଡ଼ଘଡ଼ି: ଚାଲିଗଲା ନାବାଳିକାଙ୍କ ଜୀବନ
ଥୁଆମୂଳ ରାମପୁର,୧୪।୫(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳବନ୍ଦୀ ଅଞ୍ଚଳ ପୋଡାପଦର ପଞ୍ଚାୟତର ତଳଟେମରା ଗାଁର ମାଦାନ ମାଝୀଙ୍କ ନାବାଳିକା ଝିଅ ସବିତା (୯) ବଜ୍ରପାତରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପୋଡାପଦର ଗ୍ରାମପଞ୍ଚାୟତର ଯୁବ ସମାଜସେବୀ…
କାଳବୈଶାଖୀ ପ୍ରଭାବ: ଘର ଉପରେ ପଡ଼ିଲା ଖଜୁରି ଗଛ, ବର୍ତ୍ତିଲେ ବୃଦ୍ଧ
ଥୁଆମୂଳ ରାମପୁର,୧୪ା୫ (ଦୁର୍ଗା କୀର୍ତ୍ତି)- କାଳବୈଶାଖୀ ପ୍ରଭାବରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବାଗଡିଆଣି ଗ୍ରାମର ଜଣଙ୍କ ଘର ଉପରେ ଏକ ଖଜୁରୀଗଛ ଭାଙ୍ଗିପଡିଥିଲା। ସୌଭାଗ୍ୟବଶତଃ ଘର ଭିତରେ ଥିବା ବୃଦ୍ଧ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ ସୋମବାର…
ପରିବାର ପ୍ରତିପୋଷଣ ପାଇଁ ଯାଇଥିଲେ: କେରଳରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ
ଲାଞ୍ଜିଗଡ଼,୧୩।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ ମୃତ୍ୟୁ ଘଟୁଛି l ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଜିଲା ଅନକାପାଲିଠାରେ ଦୁଇ ମାସ ତଳେ…
CBSE Result: ଯୁକ୍ତ ୨ରେ କଳାହାଣ୍ଡି ଜିଲା ଟପ୍ପର ହେଲେ ତେଜସ୍ବିନୀ ସୁନା
ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ): ସିବିଏସଇ ଯୁକ୍ତ ୨ ପରୀକ୍ଷାରେ କଳାହାଣ୍ଡି ଜିଲା ମଦନପୁର ଓଡିଶା ଆଦର୍ଶ ବିଦ୍ୟାଳୟ(ଓଏଭି) ଛାତ୍ରୀ ତେଜସ୍ବିନୀ ସୁନା ସର୍ବମୋଟ ୪୮୫ (୯୭%)ମାର୍କ ରଖି କଳାହାଣ୍ଡି ଜିଲା ଟପ୍ପର ହୋଇଛନ୍ତି। ତାଙ୍କ ବାପା ସହଦେବ ସୁନା ବୁଢୀଖମନ ପ୍ରାଥମିକ…
CBSE Result: ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟର ଚମତ୍କାର ସଫଳତା
ଲାଞ୍ଜିଗଡ,୧୩।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ରୀ ଛାତ୍ର ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ଚମତ୍କାର ସଫଳତା ହାସଲ କରିଛନ୍ତି I ପ୍ରତିବର୍ଷ ପରି ଏ ବର୍ଷ ମଧ୍ୟ ଲାଞ୍ଜିଗଡ଼ ସ୍ଥିତ ଡିଏଭି…
CBSE Result: ଦଶମରେ କଳାହାଣ୍ଡି ଟପ୍ପର ହେଲେ ଅନିକେତ ପଣ୍ଡା
ଭବାନୀପାଟଣା, ୧୩।୫(ଉତ୍ତମ କୁମାର ଦାଶ)-ସିବିଏସଇ ଦଶମ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଏଥିରେ କଳାହାଣ୍ଡି ଜିଲା ଜୁନାଗଡ ଓଡିଶା ଆଦର୍ଶ ବିଦ୍ୟାଳୟ(ଓଏଭି)ର ଛାତ୍ର ଅନିକେତ ପଣ୍ଡା ଜିଲା ଟପ୍ପର ହୋଇ ନିଜ ସ୍କୁଲ ପାଇଁ ଗୌରବ ଆଣିଛନ୍ତି। ସେ ସର୍ବମୋଟ…
ଲୋକ ସଭା ଏମ୍ପିଙ୍କୁ ଭେଟିଲେ ପ୍ରତିନିଧି ଦଳ
ରିଷିଡା,୧୩।୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କର୍ଲାମୁଣ୍ଡା ମଣ୍ଡଳସ୍ଥରୀୟ ଏକ କମିଟି କଳାହାଣ୍ଡି ଏମ୍ପି ମାଳବିକା ସିଂଦେଓଙ୍କୁ ତାଙ୍କ ବାସଭବନରେ ଭେଟି ସ୍ଥାନୀୟ ସମସ୍ୟା ଉପରେ ଦୃଷ୍ଟି ଆକର୍ଷଣ କରିଥିଲେ। ଦାବିଗୁଡିକ ମଧ୍ୟରେ ରିଷିଡା ଫଟାମୁଣ୍ତା ପାଣିଟାଙ୍କି ଛକ ଓ…
ନିର୍ମାଣ ହେଉନି ରେଳ ଅଣ୍ଡରବ୍ରିଜ କି ଓଭରବ୍ରିଜ:ଲେଭଲ କ୍ରସିଂରେ ଟ୍ରାଫିକ ଜାମ ସ୍ଥିତି
ଭବାନୀପାଟଣା, ୧୩ା୫ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ରେଳ ଲେଭଲ କ୍ରସିଂରେ ଅଣ୍ଡରବ୍ରିଜ କିମ୍ବା ଓଭରବ୍ରିଜ ନାହିଁ। ଫଳରେ ଲେଭଲ କ୍ରସିଂରେ ଟ୍ରାଫିକ ଜାମ ପରିସ୍ଥିତି ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି…
Archives


