କଳାହାଣ୍ଡି

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର ଶନିବାର ପଞ୍ଚମ ଦିବସ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଦୁର୍ଗା ପରିବାର…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା। ଏହା ଜାଣି ପାରି ଚାଳକ ଟ୍ୟାଙ୍କରକୁ ସେଠାରେ ଅଟକାଇଥିଲେ। ତେବେ ଟ୍ୟାଙ୍କରରୁ ବହୁ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ ନିହାର ରଞ୍ଜନ ମିଶ୍ର, ଉପସଭାପତି ମହେଶ ପ୍ରସାଦ ମହାପାତ୍ର, ଯୁଗ୍ମ ସମ୍ପାଦକ ହେମନ୍ତ…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ବିଭିନ୍ନ ସଂଗଠନ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଆସୋସିଏଶନର ଚଳିତ ବର୍ଷ ପାଇଁ ନୂତନ କର୍ମକର୍ତ୍ତା ଚୟନ ପ୍ରକ୍ରିୟା ଶେଷ…

କେସିଙ୍ଗା ରେଳ ଷ୍ଟେଶନ ପରିଦର୍ଶନ କଲେ ସମ୍ବଲପୁର ରେଳ ପ୍ରବନ୍ଧକ: ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୨୮।୩(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ପ୍ରବନ୍ଧକ କେସିଙ୍ଗା ରେଳ ଷ୍ଟେଶନକୁ ଶନିବାର ପରିଦର୍ଶନ କରି ଷ୍ଟେଶନର ବିଭିନ୍ନ ସମସ୍ୟା ଉପରେ ତଦନ୍ତ କରିଥିଲେ। ଏହି ଷ୍ଟେଶନରେ ଯାତ୍ରୀଙ୍କ ପାଇଁ ବିଶେଷ ସୁବିଧା ନ ଥିବାରୁ ଯାତ୍ରୀମାନେ ବହୁତ ହଇରାଣ ହେଉଛନ୍ତି। ରେଳ…

ଘରକୁ ଫେରୁଥିଲେ ଶ୍ରମିକ, ଧକ୍କା ଦେଲା ଟ୍ରାଭେଲର: ଆଉ ତା’ପରେ…

ଲୋଇସିଂହା,୨୮।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିମୁଣ୍ଡା- ବଲାଙ୍ଗୀର ରାସ୍ତାର ସରଗାଡରେ ଏକ ଅଜଣା ଗାଡ଼ି ଧକ୍କାରେ ଶନିବାର ଭୋର ସକାଳୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ହେଲେ ସରଗାଡ ଗାଁର ତିରୋଲି ନାଗ (୫୨)। ଏହି…

ମନ୍ଦିର ଛକରୁ ସିଲେଟପଡ଼ା ରାସ୍ତା ଶୋଚନୀୟ: ଆନ୍ଦୋଳନ ପାଇଁ ସଜବାଜ

କର୍ଲାମୁଣ୍ଡା,୨୮ା୩ (ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପଞ୍ଚାୟତ କୁଶୁର୍ଲା ହରଗୌରୀ ମନ୍ଦିର ଛକଠାରୁ ସିଲେଟପଡ଼ା ରାସ୍ତା ଶୋଚନୀୟ ହୋଇପଡିଛି। ୨୦୧୫ରେ ପିଚୁ ରାସ୍ତା ନିର୍ମାଣ ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମରାମତି କାର୍ଯ୍ୟ ହୋଇପାରି ନାହିଁ। ଉକ୍ତ ରାସ୍ତା ଦେଇ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ ପର୍ବ ଅତ୍ୟନ୍ତ ନିରାଡ଼ମ୍ବର ଭାବେ ପାଳିତ ହୋଇଯାଇଛି। ଦୁଇ କମିଟି ମଧ୍ୟରେ ଚାଲିଥିବା…

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ ଗିରଫ କରାଯାଇଥିବା ସୂଚନା ମିଳିଛି। ବିର୍ସା ମୁଣ୍ଡା ଜୟନ୍ତୀ ପାଳନ ବେଳେ ଗଣ୍ଡଗୋଳ…

ଗୁଗଲ୍ ମ୍ୟାପ୍ ଦେଖାଇଲା ଭୁଲ୍ ବାଟ: ସିଙ୍ଗାରି ଘାଟିରେ ୫ ଘଣ୍ଟା ଫସିଲା ୧୪ ଚକିଆ ଟ୍ରକ୍, ହନ୍ତସନ୍ତ…

ଥୁଆମୂଳ ରାମପୁର, ୨୬ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଓ କଲମପୁର ବ୍ଲକକୁ ସଂଯୋଗ କରୁଥିବା ମୁଖ୍ୟ ଜୀବନରେଖା ସଦୃଶ ସିଙ୍ଗାରି ଘାଟି ରାସ୍ତାରେ ଗୁରୁବାର ଏକ ବଡ଼ ଧରଣର ଯାନବାହନ ବିଭ୍ରାଟ ଦେଖାଦେଇଛି। ଏକ ୧୪ ଚକିଆ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଅଭିଭାବକମାନେ ନିଜ ପିଲାଙ୍କୁ ସ୍କୁଲ ଛାଡୁ ନ ଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?