ହାଟ ସାରି ବାଇକ୍ରେ ଫେରୁଥିଲେ ପୂର୍ବତନ ସରପଞ୍ଚ, ସାମ୍ନାପଟୁ ପିଟିଦେଲା କାର୍, ଆଉ ତା’ ପରେ…
ଥୁଆମୂଳ ରାମପୁର,୨୪ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଣିଗୁମା ପଞ୍ଚାୟତର ଧୂଳିଗୁଡ଼ା ଛକ ନିକଟରେ ଶନିବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କାର୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ୍ରେ ଥିବା…
କୂଅରେ ପଡ଼ିଗଲା ଭାଲୁ; ୬ ଘଣ୍ଟା ପରେ …
କାଲିମେଳା,୨୪।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଗମ୍ଫାକୋଣ୍ଡା ପଞ୍ଚାୟତର ଏମ୍ପିଭି-୨୬ ଗାଁରେ କୂଅ ଭିତରେ ଗୋଟିଏ ଭାଲୁ ପଡ଼ିଯାଇଥିବା ଦେଖିବାକୁ ମିଳିଥିଲା ।ଖାଦ୍ୟ ଅନ୍ବେଷଣରେ ଆସି ଭାଲୁଟି ଗୁରୁବାର ରାତିରେ କୂଅରେ ପଡ଼ିଯାଇଥିବା ଅନୁମାନ କରାଯାଉଛି ।…
ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ ପରେ ଖୋଳାହେଲା ବୋରୱେଲ, ଚାଷୀଙ୍କ ମହଲରେ ଖୁସି
କେସିଙ୍ଗା,୨୪।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମର ପ୍ରାୟ ୨୦ ଜଣ ଚାଷୀ ୪ ଲକ୍ଷ ଟଙ୍କା ଗତ ୨୦୨୩ରେ ଏନ ଲାଇନରେ ଜମା କରିଥିଲେ। ଗଭୀର ନଳକୂପ ଖୋଳିବାରେ ବିଭାଗୀୟ ଅଧିକାରୀ ବିଳମ୍ବ ହେବାରୁ ବାଲସି…
ସିଙ୍ଗାରି ଘାଟି ରାସ୍ତା ମରଣଯନ୍ତା: ଉନ୍ନତିକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଲାଞ୍ଜିଗଡ଼ ବିଧାୟକ
ଥୁଆମୂଳ ରାମପୁର,୨୩ା୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଜୀବନରେଖା କୁହାଯାଉଥିବା ସିଙ୍ଗାରି ଘାଟି ରାସ୍ତାର ଅବସ୍ଥା ଏବେ ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। କଲମପୁର ଛକଠାରୁ ଥୁଆମୂଳ ରାମପୁରକୁ ସଂଯୋଗ କରୁଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାସ୍ତାଟି ଏବେ ମରଣଯନ୍ତା ପାଲଟିଥିବାରୁ…
ପୂର୍ତ୍ତ ବିଭାଗର ‘ପିଚୁ’ ପ୍ରହସନ; ଥୁଆମୂଳ ରାମପୁରରେ ନିମ୍ନମାନର ନିର୍ମାଣ, ଧୂଳିଧୂଆଁରେ ଅତିଷ୍ଠ ଜନତା
ଥୁଆମୂଳ ରାମପୁର, ୨୩/୦୧(ଦୁର୍ଗା କୀର୍ତ୍ତି): ପୂର୍ତ୍ତ ବିଭାଗର ନିମ୍ନମାନର କାର୍ଯ୍ୟାଦେଶ ଏବଂ ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ଥୁଆମୂଳ ରାମପୁର ଅଞ୍ଚଳରେ ଜନଅସନ୍ତୋଷ ତୀବ୍ର ହେବାରେ ଲାଗିଛି । ବିଶେଷ କରି କଲେଜ ଛକଠାରେ ନିର୍ମାଣାଧୀନ ମହୁଲପାଟଣା ରାସ୍ତାର ଅବସ୍ଥା ଶୋଚନୀୟ…
ପ୍ରଥମ ସ୍ତ୍ରୀର ମାମଲା ନସରୁଣୁ ଜୀବନ ହାରିଲେ ଦ୍ବିତୀୟ ସ୍ତ୍ରୀ, ହତ୍ୟା ଅଭିଯୋଗ ଆଣିଲେ ବାପା
ଜୟପାଟଣା,୨୨।୧(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ମୁଖୀଗୁଡା ସେକ୍ଟର ୩ ରେ ଏକ ବିବାହିତ ମହିଳାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ ମହିଳା ହେଉଛନ୍ତି ମହିପାଣି ଗାଁ କୁମାରପଡାର ନୂତନ ମଞ୍ଜରୀ ଦାସ…
ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ
କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ ବିଖଣ୍ଡିତ ମୃତଦେହ ୭ଫୁଟ ମାଟି ତଳୁ ବନ ବିଭାଗ ଓ ପ୍ରାଣୀ ଚିକିତ୍ସା ବିଭାଗ…
ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ
ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ ସାମ୍ନାକୁ ଆସିଛି । ଗତ ୨୦୨୪ ମସିହାରେ ବାପା ଲକ୍ଷ୍ମଣ ମାଝୀଙ୍କ ମୃତ୍ୟୁ ପରେ…
ନୂଆଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ଘୁମୁରା, ବଜାଶାଲ: ଜଲଓ୍ବା ଦେଖାଇବେ ପ୍ରତିଭା ଅନୁଷ୍ଠାନର କଳାକାର
ଭବାନୀପାଟଣା,୨୦ା୧(ଉତ୍ତମ କୁମାର ଦାଶ):ବନ୍ଦେ ମାତରମ୍ ଗୀତର ୧୫୦ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ନୂଆଦିଲ୍ଲୀ ରାଜପଥରେ ଆସନ୍ତା ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡିର ଘୁମୁରା ଓ ବଜାଶାଲ ଦୁଲିକିବ। ଭାରତର ପ୍ରତ୍ୟେକ ରାଜ୍ୟର ୨୫ଶହ କଳାକାରଙ୍କୁ ନେଇ ଲୋକନୃତ୍ୟ ଓ…
ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ
ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର ୬ ଗୋଟି ପଞ୍ଚାୟତର ଶତାଧିକ ଚାଷୀ ଲାଞ୍ଜିଗଡ଼-ମୁନିଗୁଡ଼ା ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ବର୍ତ୍ତମାନ…
ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ
ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା ସିଂ ମାଝୀ ନିଜର ନିଷ୍ଠା ବଳରେ ଆଜି ସମଗ୍ର ଅଞ୍ଚଳ ପାଇଁ ଗୌରବ ସାଜିଛନ୍ତି।…
ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ
ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର ପ୍ରକାଶ ପାଇବା ପରେ ସ୍ଥାନୀୟ ପ୍ରଶାସନ ତତ୍ପରତା ପ୍ରକାଶ କରିଛି। ଖବରର ପ୍ରଭାବ ସ୍ବରୂପ,…

