କଳାହାଣ୍ଡି

ନକଲି ଶିକ୍ଷକ ବିରୋଧରେ ଜିଲା ଆଦିବାସୀ ସଂଘ ରାଜସ୍ବ କମିଶନରଙ୍କ ଦ୍ୱାରସ୍ଥ

ରିଷିଡ଼ା,୧ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମେତ ଜିଲାର ସମସ୍ତ ବ୍ଲକରେ ନକଲି ପ୍ରମାଣପତ୍ର ଦେଇ ଚାକିରୀ କରୁଛନ୍ତି। ଦୀର୍ଘବର୍ଷ ହେଲା ଏହି ନକଲି ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜିଲା ଆଦିବାସୀ ସଂଘ ପକ୍ଷରୁ ଦାବି…

ଭକ୍ତିମୟ ପରିବେଶରେ ସମ୍ପନ୍ନ ହେଲା ୩ ମନ୍ଦିରର ରତ୍ନମୁଦ ଉତ୍ସବ, ସାମିଲ ହେଲେ ଏମ୍‌ପି-ବିଧାୟକ

ଥୁଆମୂଳ ରାମପୁର,୧ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ମା’ ମାଣିକେଶ୍ବରୀ, ଶ୍ରୀ ଜଗନ୍ନାଥ ଏବଂ ରାମେଶ୍ୱର ମହାଦେବଙ୍କ ନୂତନ ନିର୍ମାଣାଧୀନ ଭବ୍ୟ ମନ୍ଦିରର ରତ୍ନମୁଦ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ ତାରିଖ ସୋମବାର ଶୁଭାରମ୍ଭ…

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଧର୍ମଗଡ଼,୧ା୫(ଘାସିରାମ ଜଗତ): କଳାହାଣ୍ଡି କୋକସରା ଥାନା ବେହେରା ନିକଟରେ ଜଣେ ଯୁବକଙ୍କୁ ୧୦୮ଆମ୍ବୁଲାନ୍ସ ଧକ୍କା ଦେବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ ଯୁବକ ହେଲେ ରାବଣଗୁଡ଼ା…

ଆନ୍ତର୍ଜାତିକ ଜିଲାସ୍ତରୀୟ ସମବାୟ ବର୍ଷ ପାଳନ, ସମ୍ବର୍ଦ୍ଧିତ ହେଲା ଟେମ୍‌ରା ସମବାୟ ସମିତି

କୋକସରା,୩୦।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫ ପାଳନ ଅବସରରେ ବୁଧବାର କଳାହାଣ୍ଡିରେ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ସ୍ଥାନୀୟ ଟାଉନହଲ ଭବାନୀପାଟଣାଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତା କରିଥିଲେ। ଏଥିରେ ସମ୍ମାନିତ…

ଛାତ୍ରୀଛାତ୍ରଙ୍କ ଅଜାଣତରେ ଶିକ୍ଷା ଋଣ ଅଭିଯୋଗ

ଭବାନୀପାଟଣା,୩୦୪(ଉତ୍ତମ କୁମାର ଦାଶ): ତଫସିଲଭୁକ୍ତ ଜାତି(ଏସ୍‌ସି) ଏବଂ ତଫସିଲଭୁକ୍ତ ଜନଜାତି(ଏସ୍‌ଟି) ଛାତ୍ରୀଛାତ୍ରଙ୍କୁ ଉଚ୍ଚଶିକ୍ଷା ପାଇଁ ସରକାର ଆର୍ଥିକ ସହାୟତା ଦେଉଛନ୍ତି। ଏହାଦ୍ବାରା ସେମାନେ ପାଠପଢ଼ା ପ୍ରତି ଆକୃଷ୍ଟ ହୋଇ ନିଜ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ପାରିବେ। ହେଲେ ଭବାନୀପାଟଣା ଉଦିତ ନାରାୟଣପୁରସ୍ଥିତ କଳାହାଣ୍ଡି ସ୍କୁଲ…

ବର୍ଷକରେ ଅଢ଼େଇ କୋଟି ଲିଟର ଦେଶୀମଦ ପିଇଛନ୍ତି

ଭବାନୀପାଟଣା,୩୦ା୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଇବାରେ ଲାଗିଛି। ଜିଲାର ସହର ସମେତ ଅଧିକାଂଶ ଗାଁରେ ଏବେ ମଦକୋଠି ଛତୁ ଫୁଟିଲା ଭଳି ଖୋଲିଛି। ଅନେକ ନିରୀହ ଗରିବ ଲୋକ ମଦ ନିଶାରେ ପଡ଼ି…

ହିତାଧିକାରୀଙ୍କ ଅଭିଯୋଗ ଶୁଣିଲେ ଜିଲାପାଳ

ଥୁଆମୂଳ ରାମପୁର,୨୯ା୪ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ଧ୍ରୁବଚରଣ ଚରଣ ମୁଦୁଲି ଅଧ୍ୟକ୍ଷତା କରିଥିଲେ। ଏଥିରେ ଜିଲାପାଳ ପାଓ୍ବାର ସଚିନ ପ୍ରକାଶ,…

୩ ମନ୍ଦିରର ରତ୍ନମୁଦ ଉତ୍ସବମୁଖର ଥୁଆମୂଳ ରାମପୁର: କଳସ ଯାତ୍ରା ଆରମ୍ଭ

ଥୁଆମୂଳ ରାମପୁର,୨୯ା୪ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୂଆମୂଳ ରାମପୁର ବିଜେ ମା’ ମାଣିକେଶ୍ବରୀ, ପ୍ରଭୁ ଶ୍ରୀ ଜଗନ୍ନାଥ ଓ ମହାଦେବ ଶ୍ରୀ ରାମେଶ୍ବରଙ୍କ ଭବ୍ୟ ମନ୍ଦିରର ୩୦ରେ ହେବାକୁ ଥିବା ରତ୍ନ ମୁଦ ଉତ୍ସବ ପାଇଁ ବୁଧବାର କଳସ ଯାତ୍ରା ଓ…

ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି ଲାଗୁ କରିବା ଦାବି ନେଇ ଜିଲାପାଳଙ୍କ ଅଫିସ ସମ୍ମୁଖରେ ସିପିଆଇ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ…

ବିଦ୍ୟୁତ୍‌ ଶର୍ଟସର୍କିଟରୁ ନିଆଁଲାଗି ଜଳିଗଲା ଟ୍ରକ୍‌

ଲାଞ୍ଜିଗଡ଼,୨୮ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ନର୍ଲା ଥାନା ସିକେରକୁପା ଫାଣ୍ଡି ଅନ୍ତର୍ଗତ ଭବାନୀପାଟଣା-ରାୟଗଡା ୬ନଂ. ରାଜ୍ୟ ରାଜପଥ କିଡିଙ୍ଗ ଗ୍ରାମ ନିକଟରେ ସୋମବାର ଏକ ମାଲବାହୀ ଟ୍ରକ୍‌ରେ ବିଦ୍ୟୁତ୍‌ ଶର୍ଟ ସର୍କିଟ ହୋଇ ନିଆଁ ଲାଗିଯାଇଥିଲା। ମହାରାଷ୍ଟ୍ର…

ବାଘ ଆକ୍ରମଣରେ ଗାଈର ମୃତ୍ୟୁ ସନ୍ଦେହ

ଲାଞ୍ଜିଗଡ଼,୨୮ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ କାନକୁଟରୁଠାରେ ରବିବାର ବାଘ ଆକ୍ରମଣରେ ଗୋଟିଏ ଗାଈର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ଗତ କିଛିଦିନ ହେଲା ଅଞ୍ଚଳରେ ଏକ ବାଘ ବୁଲୁଥିବା ଲୋକେ ଆଲୋଚନା କରୁଥିଲେ। ଏହାକୁ…

ଗୋଟିଏ ନମ୍ବର ପ୍ଲେଟରେ ୨ ବସ୍‌ ଜବତ କଲା ପରିବହନ ଓ ପୋଲିସ ବିଭାଗ

ଭବାନୀପାଟଣା,୨୮ା୪ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ସମାନ ନମ୍ବର ପ୍ଲେଟ ଥାଇ ୨ଟି ଘରୋଇ ବସ୍‌ ଚାଲୁଥିବାବେଳେ ପରିବହନ ଓ ପୋଲିସ ବିଭାଗ ହାତରେ ଧରାପଡିଛି। ଏହାକୁ ନେଇ ଜିଲାରେ ଏବେ ଚର୍ଚ୍ଚା ଚାଲିଛି। ମାଣିକେଶ୍ୱରୀ ଟ୍ରାଭେଲ୍ସର ଏହି ୨ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri