କଳାହାଣ୍ଡି

ଜାତୀୟ ତାଏକୋଣ୍ଡୋ ପ୍ରତିଯୋଗିତା: ଚମକିଲେ କଳାହାଣ୍ଡିର ପ୍ରତିଯୋଗୀ

ଭବାନୀପାଟଣା,୧୦।୧(ଉତ୍ତମ କୁମାର ଦାଶ): ଗୁଜୁରାଟର ଅହମଦାବାଦ କୋବାସ୍ଥିତ ପ୍ରେକ୍ଷାଧ୍ୟାନ ଏକାଡେମୀରେ ଡିସେମ୍ବର ଶେଷରେ ୪୦ତମ ଜାତୀୟ ଆଇଟିଏଫ ତାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଗୁଜରାଟ ତାଏକୋଣ୍ଡୋ ଆସୋସିଏଶନ ଅଫ ଇଣ୍ଡିଆ ଏବଂ ତାଏକୋଣ୍ଡୋ ଫାଇଟର୍ସ ଆସୋସିଏଶନ ଅଫ ଆନୁକୂଲ୍ୟରେ ଅନୁଷ୍ଠିତ ଜାତୀୟ…

ବ୍ଲକ ମୁଖ୍ୟାଳୟରେ ଜିଓ ନେଟୱର୍କ ଶୂନ୍ୟ: ଅପହଞ୍ଚ ଡିଜିଟାଲ ସେବା, ହନ୍ତସନ୍ତ ହେଉଛନ୍ତି ହଜାର ହଜାର…

ଥୁଆମୂଳରାମପୁର,୧୦।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ନେଟ୍‌ୱର୍କ ସେବାର ଏକ ବିଚିତ୍ର ଚିତ୍ର ଦେଖିବାକୁ ମିଳିଛି। ବ୍ଲକର ପ୍ରାୟ ସମସ୍ତ ଗ୍ରାମ ପଞ୍ଚାୟତରେ ‘ଜିଓ’ ନେଟୱର୍କ ଉପଲବ୍ଧ ଥିବାରୁ ଅଞ୍ଚଳର ଶତକଡ଼ା ୮୦ ଭାଗ ଲୋକ ଏହି କମ୍ପାନୀର…

କଳାହାଣ୍ଡି ଉତ୍ସବ ଘୁମୁରା: ପ୍ରତିଯୋଗିତାରେ ଭାଗନେଲେ ଛାତ୍ରୀଛାତ୍ର

କେସିଙ୍ଗା,୧।୧୦(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଆନନ୍ଦ ଉଲ୍ଲାସର ସହିତ ଏକ ବର୍ଣ୍ଣାଢ୍ୟ ପରିବେଶରେ ଶନିବାର ସକାଳେ ମହାସମାରୋହରେ ୨୮ତମ ଏନଏସି ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ଉଦ୍‌ଘାଟିତ ହୋଇଯାଇଛି। ପୂର୍ବାହ୍ନ ୮ଟାରେ ସହରର ଅଧିଷ୍ଠାତ୍ରୀ ଦେବତା…

ମନ୍ଥର ଗତିରେ ଚାଲିଛି ଧାନ ସଂଗ୍ରହ

ଭବାନୀପାଟଣା, ୧୦।୧ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ମନ୍ଥର ଗତିରେ ଚାଲୁଥିବା ଦେଖିବାକୁ ମିଳିଛି। ଗତ ୫ ରୁ ୭ ମିଲର୍ସଙ୍କ ଆନ୍ଦୋଳନ ଯୋଗୁ ମଣ୍ଡିରେ ଅଚଳାବସ୍ଥା ଦେଖାଦେଇଥିଲା। ମିଲର୍ସଙ୍କ ଆନ୍ଦୋଳନ ସ୍ବଭାବିକ ହେବା…

ଜିଲାସ୍ତରୀୟ ନୌକା-ତୀର ଚାଳନା ପ୍ରତିଯୋଗିତାରେ ବ୍ୟାପକ ଅବ୍ୟବସ୍ଥା: ମଞ୍ଚ ତ୍ୟାଗ କଲେ ଜନପ୍ରତିନିଧି, ପ୍ରଶାସନିକ ଏକଚାଟିଆ… 

ଥୁଆମୂଳ ରାମପୁର,୯।୧ (ଦୁର୍ଗା କୀର୍ତ୍ତି): ପ୍ରଶାସନିକ ଅବ୍ୟବସ୍ଥା ଓ ଜନପ୍ରତିନିଧିଙ୍କୁ ଅଣଦେଖା ଅଭିଯୋଗ ମଧ୍ୟରେ ଥୁଆମୂଳ ରାମପୁରଠାରେ ଆୟୋଜିତ ୨୮ତମ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ ର ନୌକା ଓ ତୀର ଚାଳନା ପ୍ରତିଯୋଗିତା ଶୁକ୍ରବାର ଶେଷ ହୋଇଛି। ଇନ୍ଦ୍ରାବତୀ…

ପକ୍ଷୀପ୍ରେମୀଙ୍କ ପାଇଁ ଖୁସି ଖବର: ଭତ୍ରାଡ୍ୟାମରେ ପହଞ୍ଚିଲେ ବିଦେଶୀ ପକ୍ଷୀ

ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଡିସେମ୍ୱରରୁ ଶୀତର ଲହରି ଆରମ୍ଭ ହୋଇଛି। ଶୀତ ଋତୁ ଆରମ୍ଭରୁ ପ୍ରାୟ ୧୨ରୁ ଅଧିକ ବିଦେଶୀ ପ୍ରଜାତିର ପରିବ୍ରାଜକ ପକ୍ଷୀଙ୍କ ଠିକଣା ପାଲଟିଛି କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକର ଭତ୍ରାଡ୍ୟାମ। ଏବେ ଉକ୍ତ ଡ୍ୟାମରେ…

କୋଟି କୋଟି ଟଙ୍କା ଖର୍ଚ୍ଚ ପରେ ବି ଲୋକଙ୍କୁ ମିଳୁନି ପାଣି

କର୍ଲାମୁଣ୍ଡା,୯ା୧(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବା ପାଣି ଯୋଗାଇବା ନିମନ୍ତେ ବିଭନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ କାର୍ଯ୍ୟ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଥିଲେ ହେଁ, ଯୋଜନାଗୁଡ଼ିକ ଠିକ୍‌ ସମୟରେ ସମ୍ପୂର୍ଣ୍ଣ ହେଇ ପାରୁ ନ ଥିବାରୁ…

ଶୀତ କାକରରେ ଦୁଲୁକିଲା ବୁଢ଼ାରଜା ମଞ୍ଚ: କଳା-ସଂସ୍କୃତିକୁ ବଞ୍ଚାଇ ରଖିବାକୁ ପ୍ରୟାସ

କେସିଙ୍ଗା,୯।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ପକ୍ଷରୁ ୨୮ତମ କଳାହାଣ୍ଡି ଉତ୍ସବ ଘୁମୁରା ଆରମ୍ଭ ହୋଇଯାଇଛି। କେସିଙ୍ଗା ବିଡିଓ ତଥା ଆବାହକ ଜନ୍ମେଜୟ ସ୍ବାଇଁ ଓ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ସଂସ୍କୃତିର ମହାମିଳନ: ସରିଲା ଲୋକକଳାର ମହାକୁମ୍ଭ ‘ଘୁମୁରା’

ଥୁଆମୂଳ ରାମପୁର,୯ା୧(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ବାବା ଖଣ୍ଡୁଆଳ ଖେଳ ପଡ଼ିଆଠାରେ ମହାସମାରୋହରେ ଅନୁଷ୍ଠିତ ୨୮ତମ ବ୍ଲକ ସ୍ତରୀୟ ‘କଳାହାଣ୍ଡି ଉତ୍ସବ-ଘୁମୁରା ୨୦୨୬’ ଉଦ୍‌ଯାପିତ ହୋଇଯାଇଛି। ବ୍ଲକ ପ୍ରଶାସନ ଓ ପାଳନ କମିଟିର ମିଳିତ ସହଯୋଗରେ ଆୟୋଜିତ ଏହି ଉତ୍ସବ କେବଳ ସରକାରୀ…

କଳାହାଣ୍ଡି ଘୁମୁରା ଉତ୍ସବ: ବାଦ୍ୟଯନ୍ତ୍ରରେ କେସିଙ୍ଗା କମ୍ପିଲା ସହର, ବ୍ଲକ ଅଧ୍ୟକ୍ଷ-ବିଡିଓଙ୍କୁ…

କେସିଙ୍ଗା,୮ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପକ୍ଷରୁ ୨୮ତମ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୬ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି ଯୋଗଦେଥିବା ବେଳେ କେସିଙ୍ଗା ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ସଭାପତିତ୍ୱରେ ବିଦ୍ୟାପୀଠର…

ଆନ୍ଦୋଳନକୁ ଏଡ଼ାଇ ଗୁରୁତର ରୋଗୀଙ୍କୁ ମୃତ୍ୟୁ ମୁଖରୁ ବଞ୍ଚାଇଲେ ଡାକ୍ତର, ନଚେତ୍‌…

କେସିଙ୍ଗା,୭ା୧(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ଡାକ୍ତର ସଂଘ(ଓମ୍‌ସା) ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ପୂର୍ବାହ୍ନ ୧୦ଟାରୁ ୧୧ଟା ଯାଏ ଆଉଟ୍‌ଡୋରରେ କେବଳ ଏକ ଘଣ୍ଟା ରୋଗୀ ସେବା କରୁଛନ୍ତି। ଆଉଟ୍‌ଡୋର ବନ୍ଦ ହୋଇ ଗଲେ ଦୂର ଦୁରାନ୍ତରୁ ଆସିଥିବା ରୋଗୀମାନେ ନିରାଶରେ…

କଳାହାଣ୍ଡି ଉତ୍ସବ ‘ଘୁମୁରା’ ୨୦୨୬ ଉଦ୍‌ଘାଟିତ: ପ୍ରଥମ ସନ୍ଧ୍ୟାରେ ଜମିଲା ଲୋକକଳାର ଆସର; କାଲି ଗାଇବେ…

ଥୁଆମୂଳ ରାମପୁର, ୬ା୧ (ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବାବା ଖଣ୍ଡୁଆଳ ଖେଳ ପଡ଼ିଆଠାରେ ମଙ୍ଗଳବାର ଥୁଆମୂଳ ରାମପୁର ବ୍ଲକସ୍ତରୀୟ ୨୮ତମ କଳାହାଣ୍ଡି ଉତ୍ସବ ‘ଘୁମୁରା-୨୦୨୬’ ମହାସମାରୋହରେ ଉଦ୍‌ଘାଟିତ ହୋଇଯାଇଛି। କଳାହାଣ୍ଡି ଉତ୍ସବ ପାଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?