ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ
ଭବାନୀପାଟଣା,୨୫ା୪(ଉତ୍ତମ କୁମାର ଦାଶ):ବଣପାହାଡ ଘେରା କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ସହରର ତାପମାତ୍ରା ଏବେ ୪୫ ଡିଗ୍ରୀରୁ ଅଧିକ ରହୁଛି। ସତେଯେପରି ତତଲା କଡେଇରେ ଭାଜି ହେଉଥିବା ଭଳି ମନେହେଉଛି। ଏହାକୁ…
୨୬ ପର୍ଯ୍ୟଟକଙ୍କ ହତ୍ୟା ପ୍ରତିବାଦରେ କ୍ୟାଣ୍ଡେଲ ଶୋଭାଯାତ୍ରା
ରୁପ୍ରାରୋଡ ୨୫।୪ (ସଞ୍ଜିବ ଦାସ): ଦକ୍ଷିଣ ଭାରତର ପ୍ରମୁଖ ପର୍ଯ୍ୟଟନସ୍ଥଳ ଜମ୍ଭୁକଶ୍ମୀରସ୍ଥିତ ପହଲଗାମରେ ଇସଲାମିକ ଆତଙ୍କବାଦୀଙ୍କ ବର୍ବର ଆକ୍ରମଣରେ ୨୬ରୁ ଉଦ୍ଧର୍ବ ପର୍ଯ୍ୟଟକ ପ୍ରାଣ ହରାଇଥିବାବେଳେ ଅନେକ ଗୁରୁତର ଆହତ ହୋଇ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ଥାଇ ମୃତ୍ୟୁ ସହ ସଂଗ୍ରାମ…
ଜନସମ୍ପର୍କ ଶିବିର: ପୋଲିସ-ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ସୃଷ୍ଟି କରିବାକୁ ପ୍ରୟାସ
ଥୁଆମୂଳ ରାମପୁର,୨୫।୪(ଦୁର୍ଗା କୀର୍ତ୍ତି): ପୋଲିସ ଓ ସାଧାରଣ ଜନତାଙ୍କ ମଧ୍ୟରେ ସୁସମ୍ପର୍କ ସ୍ଥାପନ କରିବା ପାଇଁ ବିଭିନ୍ନ ଦୁର୍ଗମ ଅଞ୍ଚଳରେ ପୋଲିସର ଜନସମ୍ପର୍କ ଶିବିରମାନ ଆୟୋଜନ କରି ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ବିଶ୍ବାସ ଭାବଜାଗ୍ରତ କରିବା ଉଦ୍ଦେଶ୍ୟରେ ପ୍ରୟାସ କରି…
କଳାହାଣ୍ଡିରେ ପାରଦ ଉପରମୁହାଁ: ଗରମ, ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ
ଭବାନୀପାଟଣା,୨୪ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ପାରଦ ଏବେ ଉପରମୁହାଁ। ଝାଞ୍ଜି ପବନ ସାଙ୍ଗକୁ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ସହରର ତାପମାତ୍ରା ଏବେ ୪୫ ଡିଗ୍ରୀରୁ ଅଧିକ ରହୁଛି। ସତେଯେପରି ତତଲା କଡେଇରେ ଭାଜି ହେଉଥିବା ଭଳି ମନେହେଉଛି। ଏହାକୁ…
ବ୍ଳକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ: ୪ ଗ୍ରାମପଞ୍ଚାୟତକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରୋତ୍ସାହନ ରାଶି ପ୍ରଦାନ
ଥୁଆମୂଳ ରାମପୁର,୨୪।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ- ୨୦୨୫ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭର୍ଚ୍ଚୁଆଲ ମୋଡ୍ରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ଏହି ବ୍ଳକ ସ୍ତରୀୟ ସମାରୋହ ବିଡ଼ିଓ ଧ୍ରୁବ ଚରଣ…
ମୌଳିକ ସୁବିଧାରୁ ବଞ୍ଚିତ ବାର୍ଷିକୋଣା ଗାଁ: ପ୍ରଶାସନିକ ଦୃଷ୍ଟି ଆଢୁଆଳରେ ନିରୀହ ଗ୍ରାମବାସୀ
ଥୁଆମୂଳ ରାମପୁର,୨୪ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିନ୍ଧିପଦର ପଞ୍ଚାୟତ ଅଧିନସ୍ଥ ବାର୍ଷିକୋଣା ଗ୍ରାମବାସୀ ସ୍ବାଧୀନତାର ୭୮ ବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚିତ ହୋଇ କାଳାତିପାତ କରୁଥିବା ଦେଖିବାକୁ ମିଳିଛି। ବାର୍ଷିକୋଣା ଗ୍ରାମବାସୀ ବ୍ଲକ…
ଜାତୀୟ ପଞ୍ଚାୟତ ରାଜ ଦିବସରେ ହିତାଧିକାରୀଙ୍କୁ ମିଳିଲା ନୂତନ ରାଶନ କାର୍ଡ
କର୍ଲାମୁଣ୍ଡା,୨୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଡ଼ିଓ ଦେବେନ୍ଦ୍ର ସାମଲ, ବ୍ଲକ ଅଧ୍ୟକ୍ଷା କୁନି ସାହୁ, ବ୍ଲକ ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ସିଡିପିଓ କଳ୍ପ…
କେସିଙ୍ଗାରେ ଜାତୀୟ ପଞ୍ଚାୟତିରାଜ ଦିବସ
କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରିସରରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ବ୍ଲକ ପରିସରରେ ମଧ୍ୟରେ ଗୁରୁବାର ମହାସାମାରୋହ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି ଯୋଗଦେଇ ଉଦ୍ଘାଟନ କରିଥିଲେ।…
୭ ଦିନରେ ଦାବି ପୂରଣ ନ ହେଲେ ଆନ୍ଦୋଳନରେ ବସିବି : ପିସିସି ସଭାପତି
ଥୁଆମୁଳ ରାମପୁର,୨୪।୪-(ଦୁର୍ଗା କୀର୍ତ୍ତି):- କଥା ଦେଇ କଥା ରଖୁନାହି ଉତ୍କଳ ଆଲୁମିନା କମ୍ପାନୀ l ଖଣି ପ୍ରଭାବିତ ଅଞ୍ଚଳର ବେକାର ଯୁବତୀଯୁବକଙ୍କୁ ସ୍ବାବଲମ୍ବୀ କରିବା ସହ ବିକାଶ କରାଯିବ କହି ବର୍ଷ ପରେ ବର୍ଷ ଉକ୍ତ ଅଞ୍ଚଳକୁ ଠକିବାରେ ଲାଗିଛି l…
ତପସ୍ବିନୀ ଟ୍ରେନ୍ ରହଣି ପାଇଁ ଡିଆରଏମ୍ଙ୍କ ନିକଟରେ ଦାବି
କେସିଙ୍ଗା,୨୪ା୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍ ରେଳ ଷ୍ଟେଶନରେ ୨ ମିନିଟ୍ ତାପସ୍ବିନୀ ଟ୍ରେନ୍ ରହଣି ସମେତ ବିଭିନ୍ନ ସମସ୍ୟା ଉପରେ ଡିଆର୍ଏମ୍ଙ୍କ ନିକଟରେ କେସିଙ୍ଗା ସିଟିଜେନ ଫୋରମର ସଭାପତି ତଥା କଳାହାଣ୍ଡି ରେଳଯାତ୍ରୀ ସଂଘର ମୁଖ୍ୟ…
ତଳାମପଦର ଅଞ୍ଚଳରେ କାଳବୈଶାଖୀ ପ୍ରଭାବ: ଉଡ଼ିଗଲା ଆଜବେଷ୍ଟସ୍
ଥୁଆମୂଳ ରାମପୁର,୨୩ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳାମପଦର ପଞ୍ଚାୟତର ତଳାମପଦର ଓ ଚୁଲବାଡିରେ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁସାରେ ହଠାତ୍ ଜୋର୍ରେ ପବନ ବହିବା ସହ ବର୍ଷା ହୋଇଥିଲା। ଏଥିରେ କାଳବୈଶାଖିର ପ୍ରଭାବରେ ତଳାମପଦର…
ଯୁବକଙ୍କୁ ହତ୍ୟା ଘଟଣା: ଆଉ ଜଣେ ଗିରଫ
ଥୁଆମୂଳ ରାମପୁର,୨୩ା୪ (ଦୁର୍ଗା କୀର୍ତ୍ତି)- ଗତ ଜାନୁଆରୀ ୧୬ରେ ଥୁଆମୂଳ ରାମପୁର ଥାନା ପେଙ୍ଗଢୁସି ଗ୍ରାମଠାରେ ଜଣେ ଯୁବକଙ୍କ ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସୂଚନା ମୁତାବକ ପେଙ୍ଗଢୁସି ଗ୍ରାମରେ ଜଣେ ଯୁବକଙ୍କ ମୃତଦେହ ପଡିଥିବା…
Archives


