ଆସନ୍ତା ମାସରେ ରେଳରୋକୋ କରିବ ଯାତ୍ରୀ ସୁରକ୍ଷା କମିଟି
ରୁପ୍ରାରୋଡ୍,୧୯ା୪(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ରୁପ୍ରାରୋଡ୍ ରେଳଯାତ୍ରା ସୁରକ୍ଷା କମିଟି ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ଆସନ୍ତା ତା-୬.୫.୨୫ରେ ରୁପ୍ରାରୋଡ୍ରେ ରେଳରୋକୋ ଆନ୍ଦୋଳନ କରାଯିବ ବୋଲି ଦାବିପତ୍ର ପ୍ରଦାନ ଶୁକ୍ରବାର ସନ୍ଧ୍ୟାରେ ପ୍ରଦାନ କରିଛନ୍ତି। ସୂଚନା ମୁତାବକ ରୁପ୍ରାରୋଡ୍ ରେଳଷ୍ଟେଶନରେ ରହିଆସିଥିବା ଟ୍ରେନ୍ଗୁଡ଼ିକ…
ଶିକ୍ଷକତାରୁ ସଫଳ ଆମ୍ବ ଚାଷୀ :ବାର୍ଷିକ ରୋଜଗାର ୫ରୁ ୬ ଲକ୍ଷ
ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ): ବୃତ୍ତି ଶିକ୍ଷକତା ହେଲେ ନିଶା ଥିଲା ବିଭିନ୍ନ ପ୍ରକାର ଚାଷ। ଶିକ୍ଷକତାରୁ ସେ ପାଲଟିଛନ୍ତି ଜଣେ ସଫଳ ଆମ୍ବଚାଷୀ। ସେ ହେଲେ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଛୋରିଆଗଡ଼ ଗ୍ରାମର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରକାଶ ଚନ୍ଦ୍ର ନାଏକ…
ଚୈତ୍ର ମହୋତ୍ସବ ଝାମୁଯାତ୍ରା ସମ୍ପନ୍ନ
ରିଷିଡ଼ା,୧୮ା୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବ ଶକ୍ତି ପୀଠରେ ଚାଲିଥିବା ଚୈତ୍ର ମହୋତ୍ସବର ସପ୍ତମ ଦିବସରେ ଝାମୁଯାତ୍ରା ଶୁକ୍ରବାର ସମାପ୍ତ ହୋଇଛି। ମନ୍ଦିର ସମ୍ମୁଖ ପଡ଼ିଆରେ ୯ ଫୁଟର ଦୁଇଟି ନିଆଁ ଖନ୍ଦା…
୩ଟି ମନ୍ଦିରର ରତ୍ନମୁଦ ଉତ୍ସବ: ଶ୍ରଦ୍ଧାଳୁଙ୍କ ମଧ୍ୟ ଉତ୍ସାହ
ଥୁଆମୂଳ ରାମପୁର,୧୮।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଆଦି ପୀଠ ଶକ୍ତି ପୀଠ ମହାମାଇ ମାଁ ମାଣିକେଶ୍ବରୀ ବିଜେ ଥୁଆମୂଳ ରାମପୁର, ପ୍ରଭୁ ଶ୍ରୀ ଜଗନ୍ନାଥ ଏବଂ ଦେବ ଦେବ ମହାଦେବ ଶ୍ରୀ ରାମେଶ୍ବରଙ୍କ ନିର୍ମାଣଧୀନ ଭବ୍ୟ ମନ୍ଦିରର ରତ୍ନା ଭରଣ (ରତ୍ନ…
ନିରନ୍ତର ବିକାଶ ଲକ୍ଷ୍ୟ ସମ୍ପର୍କିତ ତାଲିମ
କର୍ଲାମୁଣ୍ଡା,୧୭ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ ସମ୍ମିଳନୀ କକ୍ଷରେ ଗୁରୁବାର ନିରନ୍ତର ବିକାଶ ଲକ୍ଷ୍ୟ ସମ୍ପର୍କିତ ବ୍ଲକ୍ସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ତାଲିମଦାତା ଭାବେ ବ୍ଲକ୍ ଅଧ୍ୟକ୍ଷା କୁନି ସାହୁ, ବିଡିଓ ଦେବେନ୍ଦ୍ର କୁମାର ସାମଲ, ଉପାଧ୍ୟକ୍ଷ ସୁରେନ୍ଦ୍ର…
ନାରୀ ସୁରକ୍ଷାକୁ ନେଇ କଂଗ୍ରେସର ମଶାଲ ଶୋଭାଯାତ୍ରା
କେସିଙ୍ଗା,୧୭।୪,(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ନାରୀ ସୁରକ୍ଷାକୁ ନେଇ କଂଗ୍ରେସ ପକ୍ଷରୁ ଏକ ମଶାଲ ଶୋଭାଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଥିଲା। ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ଶାସନରେ ବହୁ ମାତ୍ରାରେ ନାରୀ ନିର୍ଯ୍ୟାତନା, ଗଣ ଦୁଷ୍କର୍ମ, ବଳାତ୍କାର, ଅତ୍ୟାଚାର…
ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ପେଟପୁରା ଖାଦ୍ୟ ନ ଦେଇ ଚାଉଳ ବଳକାଇ ଆତ୍ମସାତ କରୁଛି ସୟଂସେବା ଗ୍ରୁପ
କେସିଙ୍ଗା,୧୬.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଅଧମୁଣ୍ଡା ଗ୍ରାମ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ, ଅନୁସୂଚିତ ଜନଜାତି,ଅନୁସୂଚିତ ଜାତି ଉନ୍ନୟନ ବିଭାଗର ବାଳକ ବାଳିକା ଆଶ୍ରମରେ ଅନ୍ତେବାସୀଙ୍କୁ ମଧ୍ୟାହ୍ନ ଭୋଜନରେ ବ୍ୟାପକ ଦୁର୍ନୀତି ହେଉଥିବା ଜଣାପଡିଛି। ଏହି ଆଶ୍ରମରେ…
ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କଲେ ପୋଖରା ଗ୍ରାମବାସୀ, ସୋଲାର ପମ୍ପ ଟ୍ୟାଙ୍କ ଦାରା ପାନୀୟ ଜଳ ଯୋଗାଣ ପାଇଁ ଦାବି
ଥୁଆମୂଳ ରାମପୁର,୧୬।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ପଞ୍ଚାୟତ ସ୍ଥିତ ପୋଖରା ଗ୍ରାମରେ ପାନୀୟ ଜଳ ସମସ୍ୟାକୁ ନେଇ ବିଡ଼ିଓଙ୍କୁ ଲିଖିତ ଅଭିଯୋଗ କରିଛନ୍ତି ଉକ୍ତ ଗ୍ରାମର ମହିଳା ଏବଂ ପୁରୁଷ। ବୁଧବାର ପୋଖରା ଗ୍ରାମର ବାଗ…
ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ, ଉତ୍ତମ ମଣିଷ ହେବାକୁ ପରାମର୍ଶ
କର୍ଲାମୁଣ୍ଡା:୧୬।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋର ପଦର ପଞ୍ଚାୟତ ଖଲିଆପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ସୁବାଷ ସାହୁ,ମୁଖ୍ୟ ବକ୍ତା ଭାବେ ରେଙ୍ଗାଲୀ ସିଆରସିସି…
ଡାକ୍ତରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା ଜବତ
ଭବାନୀପାଟଣା,୧୬।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ସ୍ତ୍ରୀ ଓ ପ୍ରସୂତି(ଗାଇନିକ) ବିଭାଗର ଡାକ୍ତର ତପନ କୁମାର ତ୍ରିପାଠୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ କଟକ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଆୟ ବର୍ହିଭୁତ ସମ୍ପତି…
ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା
ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ କମ୍ପାନୀରେ କାର୍ଯ୍ୟ କରିବା ସହ ରାଇରା ଜିଲାର ସୋନାରଓ୍ବଡୁରେ ଏକ ଭଡ଼ା ଘରେ ରହୁଥିଲେ।…
ମାରୱାଡୀ ଯୁବ ମଞ୍ଚର କର୍ମକର୍ତ୍ତା ଚୟନ
କେସିଙ୍ଗା,୧୫.୪(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ଅଗ୍ରଣୀ ଅନୁଷ୍ଠାନ ମାରୱାଡ଼ୀ ଯୁବାମଞ୍ଚର କର୍ମକର୍ତ୍ତା ଗୌରୀ ଶଙ୍କର ମନ୍ଦିର ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇ ଯାଇଛି। ଏହି ନିର୍ବାଚନରେ ଯୁବାମଞ୍ଚ ର ୪୨ ଜଣସଦସ୍ୟ ଅଂଶଗ୍ରହଣ କରିଥିଲେ। ଏଥିରେ ସର୍ବସମ୍ମତି…
Archives


