କଳାହାଣ୍ଡି

ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ: ଛତିଶଗଡ଼ କରିବ ବ୍ୟାରେଜ

ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ ଓଡ଼ିଶା ସରକାରଙ୍କ ପାଖରେ କୌଣସି ସୂଚନା ନାହିଁି। ଉପର ଉଦନ୍ତୀ ଓ ତଳ ଉଦନ୍ତୀରେ…

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ ଗସ୍ତ କର ସେଠାରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟର ତଦାରଖ କରିଛନ୍ତି। ସେ ପ୍ରଥମେ…

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ଘୋଷଣା ହୋଇଛିି। ଏହି ଉପଲକ୍ଷେ ବିଜେଡି ସୁପ୍ରିମୋ କଳାହାଣ୍ଡି ଜିଲା କେସିଙ୍ଗା ସହରର…

ଲୋକ ମହୋତ୍ସବ: ପାରମ୍ପରିକ ନୃତ୍ୟରେ ଝୁମିଲେ ଦର୍ଶକ

କେସିଙ୍ଗା, ୨୮ା୧୨ (ତୁମେଶର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସହର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୁଢ଼ାଡଙ୍ଗର ମନ୍ଦିରଠାରୁ ମଶାଲ ଯାତ୍ରା ସହର ପରିକ୍ରମା କରି ମହୋତ୍ସବ ମଞ୍ଚରେ…

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ ଦାୟିତ୍ୱହୀନତା ଯୋଗୁ ରୋଗୀଙ୍କ ଜୀବନ ସହ ଖେଳ କରାଯାଉଥିବା ନେଇ ପୁଣି ଏକ ସାଂଘାତିକ…

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୁସୁମଖୁଣ୍ଟି ଗ୍ରାମର ନବ ଭୋଇ (୩୫)। ଅନ୍ୟପଟେ…

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ ଟୋକି ମରା ବା ‘ଟୋକି ପର୍ବ’ ଅନୁଷ୍ଠିତ ହେବ। ଧରଣୀ ମାତାଙ୍କ ଆଶୀର୍ବାଦ ଭିକ୍ଷା…

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା ବିଜେଡି ପକ୍ଷରୁ ଭବାନୀପାଟଣା ବିଜୁ କଲ୍ୟାଣ ମଣ୍ଡପଠାରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ ପ୍ରତିଷ୍ଠା ଦିବସ…

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ଓ ରାଜ୍ୟ କମିଟିର ଅନେକ ସଦସ୍ୟ ଯୋଗ ଦେଇଥିଲେ। ସାମୂହିକ ବନ୍ଦେ…

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ ଥିବା ଜଣେ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ସାଇସୁରୁଣି ଗ୍ରାମର…

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ ନିଜ ପରିବାର ସହ ଦାଦନ ଖଟିବାକୁ ଯୁବତୀ ଜଣକ ତେଲେଙ୍ଗାନା ଯାଇଥିଲେ। ହେଲେ ତେଲେଙ୍ଗାନାର…

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ ହେଲେ ବିଭୀଷଣ ଗଉଡ ଓ ସେ ଗୁଣୁପୁର ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?