ଶୀତରେ ଥରୁଛି କଳାହାଣ୍ଡି
ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାରି ଭିତରେ କଳାହାଣ୍ଡି ଜିଲାରେ ମଧ୍ୟ ଶୀତର ପ୍ରକୋପ ଦିନକୁ ଦିନ…
କଳାହାଣ୍ଡିରେ ମନ୍ଥର ଗତିରେ ଚାଲିଛି ଧାନକିଣା
ଭବାନୀପାଟଣା,୨୦।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଧାନର ଅଭାବୀ ବିକ୍ରି ଦେଖିବାକୁ ମିଳିଛି। ଜିଲାରେ ଗତ ନଭେମ୍ବର ୨୯ରୁ ଖରିଫ ଧାନ ପାଇଁ ମଣ୍ଡି ଶୁଭାରମ୍ଭ ହୋଇଥିଲା। ଇତିମଧ୍ୟରେ ୨୦ ଦିନ ବିତିଯାଇଥିଲେ ମଧ୍ୟ ଜିଲାର ସମସ୍ତ ମଣ୍ଡି ଖୋଲି ପାରିନାହିଁ।…
ଠିକ୍ ଭାବେ ହେଉନି ଅଧିକାଂଶ ବିଭାଗର କାର୍ଯ୍ୟ: ସାଧାରଣ ଲୋକେ ହନ୍ତସନ୍ତ
ଥୁଆମୂଳ ରାମପୁର,୨୦/୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ବୈଠକ ଗୃହଠାରେ ୫ମ ମାସିକ ପଞ୍ଚାୟତ ସମିତ ବୈଠକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧ୍ରୃବଚରଣ ମୁଦୁଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସାଂସଦ ବ୍ଳକ ପ୍ରତିନିଧି ପବିତ୍ର ନିଏକ,…
ଛତୁଆ ବିଲ୍ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର ଏକ ଲାଞ୍ଚ ମାମଲାରେ ଶୁକ୍ରବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ଥିତ ଜିଲା…
୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…
କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ ଶୁକ୍ରବାର ସହର ପରିକ୍ରମା କରାଯାଇ ଥିଲା। ପରେ ବ୍ଲକ କାର୍ଯ୍ୟାଳୟରେ ପୂର୍ବାହ୍ନ ସାଢ଼େ ୧୦ଟାରେ…
ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ
କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ ଠାରେ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପରେଡରେ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି। ଏହି…
ବେଆଇନ ଭାବେ ଚାଲାଣ ହେଉଥିଲା ୪୦୪ ଦେଶୀ ମଦ ପାଉଚ୍, ଜବତ କଲା ରିଷିଡ଼ା ପୋଲିସ, ଅଭିଯୁକ୍ତ…
ରିଷିଡା,୧୮।୧୨(ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ଫାଣ୍ଡି ଅଧୀନସ୍ଥ ପୈାରକେଲା ଢିପୁପଡାଠାରେ ବେଆଇନ ଭାବେ ଚାଲାଣ ହେଉଥିବା ୪୦୪ ଦେଶୀ ମଦପାଉଚକୁ ଗ୍ରାମବାସୀଙ୍କ ସହାୟତାରେ ରିଷିଡା ପୋଲିସ ଜବତ କରିଛି। ଘଟଣାର ଅଭିଯୁକ୍ତ ଫେରାର ଥିବା ସୂଚନା…
ଧାନମଣ୍ଡି ଉଦ୍ଘାଟନ କଲେ ଚାଷୀ, ପ୍ରଶାସନ ଗୁରୁତ୍ୱ ଦେଇ…
ରିଷିଡ଼ା,୧୮।୧୨(ସୁଶାନ୍ତ ମଲ୍ଲିକ)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପାକ୍ସ ଅଧୀନ ଖରଝୁରା ତାରିଣୀଛକଠାରେ ଗୁରୁବାର ଏକ ଧାନମଣ୍ଡି ଚାଷୀମାନଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି। ଏହାକୁ ଉପମଣ୍ଡି ବୋଲି କୁହାଯାଉଛି। ରିଷିଡା ପାକ୍ସ ଅଧୀନ ପୌରକେଲା ପଞ୍ଚାୟତ ପାଇଁ ପୌରକେଲାଠାରେ ଗତବର୍ଷ ଧାନମଣ୍ଡି…
ରୋଗୀଙ୍କୁ ମିଳିବ ଉନ୍ନତ ସେବା
କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ ଏକ ହୋଟେଲରେ ଆମ୍ରାପାଲି କ୍ଲାସିକ ପିଓସିକ୍ୟୁଆଇ(POCQI) ପ୍ରକଳ୍ପର ଶୁଭାରମ୍ଭ ହୋଇଯାଇଛି। ସ୍ବାସ୍ଥ୍ୟ କେନ୍ଦ୍ରରେ ମିଳୁଥିବା…
ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା
କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ ମୁହାଁ ହୋଇ ନୂନମାଠ ଗ୍ରାମକୁ ପଶି ଆସିଥିଲେ। ହାତୀ ପଲ ଧାନ ଖାଇବାକୁ ବଲାଙ୍ଗିର…
ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ
ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଡାକ୍ତର ବୃନ୍ଦା ଡି। ସେ ପ୍ରଥମେ ଲାଞ୍ଜିଗଡ଼ ବ୍ଲକ ଗୁଣ୍ଡରୀ ପଞ୍ଚାୟତର…
ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ
ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଲେ ଜୁନାଗଡ଼ ଥାନା ଅନର୍ଗତ ଅନ୍ତର୍ଲା ଗ୍ରାମର କାହ୍ନୁ ବରିହା (୩୩),…

