ମା’ ଠାକୁରାଣୀଙ୍କ ଚୈତ୍ର ପର୍ବ ମହାସମାରୋହରେ ସମ୍ପନ୍ନ
ଥୁଆମୂଳ ରାମପୁର,୯।୪(ଦୁର୍ଗା କୀର୍ତ୍ତି): ସାରା ଓଡିଶାରେ ବାର ମାସରେ ତେର ପର୍ବ ପାଳିତ ହେଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ମାଁ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ମହାସମାରୋହରେ ସମ୍ପନ୍ନ ହେଇଯାଇଛି I ରାଜା ରାଜୁଡ଼ା ଅମଳର…
ଲାଞ୍ଜିଗଡରେ ଅନନ୍ୟ ପରମ୍ପରା ମାଁ ଠାକୁରାଣୀଙ୍କ ଘଣ୍ଟଯାତ୍ର ସମ୍ପନ୍ନ, ଭକ୍ତଙ୍କ ପିଠିରେ ମାଁ ଆସ୍ଥାନକୁ ବିଜେ କଲେ
ଲାଞ୍ଜିଗଡ,୮/୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମାଁ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ମଙ୍ଗଳବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି I ଲାଞ୍ଜିଗଡ ଇଷ୍ଟଦେବୀ ମାଁ ଠାକୁରାଣୀ ଗତ ୯ ଦିନ ଧରି ଦ୍ବାର ଦ୍ବାର ବୁଲି ଭକ୍ତଙ୍କୁ…
ଥୁଆମୂଳ ରାମପୁର ଥାନା ଘେରାଉ କରି ପୋଲିସ ଉପରେ ପଥର ମାଡ଼ ଘଟଣା: ୧୨ ଜଣଙ୍କୁ ବାନ୍ଧିଲାଣି ପୋଲିସ
ଥୁଆମୂଳ ରାମପୁର,୮।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ଅଧିନରେ ଥିବା ଡୁମେରପଦର ଗ୍ରାମର ଲୋକମାନେ ଗତ ୪ତାରିଖରେ ମୋଟରସାଇକେଲ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯୁବକଙ୍କ ପରିବାର ପାଇଁ କ୍ଷତିପୂରଣ ଦାବି କରିଥିଲେ। ଏଥିଲାଗି ସେମାନେ ଥୁଆମୂଳ ରାମପୁର ଥାନା…
ବିଚିତ୍ର ସ୍ବାସ୍ଥ୍ୟାବସ୍ଥା: ପୁଣି ଝୁଲାରେ ବୁହାହେଲେ ରୋଗୀ
ଥୁଆମୁଳ ରାମପୁର,୭।୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରୋଗୀ ହେଉ ଅବା ଗର୍ଭବତୀ କେବେ ଖଟିଆରେ ବୁହାହେଉଛନ୍ତି ତ ଆଉ କେବେ ଝୁଲାରେ ବୁହା ହେଉଛନ୍ତି। ବାରମ୍ବାର ସାମାଜିକ ଗଣମାଧ୍ୟମରେ ଏଭଳି ଖବରକୁ ନେଇ ଚର୍ଚ୍ଚା ହେଉଥିଲେ…
ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ସ୍ବାସ୍ଥ୍ୟ ଦିବସ ପାଳିତ
କେସିଙ୍ଗା,୭।୪(ତୁମେଶର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କଶ୍ରୁପଡାସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟର ରେଡ଼କ୍ରସ ଶାଖା ତରଫରୁ ବିଶ୍ୱ ସ୍ବାସ୍ଥ୍ୟ ଦିବସ ସୋମବାର ପାଳିତ ହୋଇଯାଇଛି। ରେଡ଼କ୍ରସ କାଉନସେଲର ତଥା ସମ୍ବଳ ଶିକ୍ଷକ ଗୋବିନ୍ଦ ବ୍ରହ୍ମାଙ୍କ ନେତୃତ୍ୱରେ ଅନୁଷ୍ଠିତ…
ସିଙ୍ଗାରି ଘାଟିରେ ଓଲଟିଲା ଟ୍ରାକ୍ଟର
ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର-କଳମପୁର ମୁଖ୍ୟ ରାସ୍ତା ସିଙ୍ଗାରି ଘାଟିରେ ରବିବାର ଏକ ଟ୍ରାକ୍ଟର ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲେ ଟ୍ରାକ୍ଟର ତଳେ ଚାପି ହୋଇ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ସେ ହେଲେ କଲମପୁର ଥାନା…
କେସିଙ୍ଗା ଏନ୍ଏସିରେ ସଫେଇ କଲେ ଅଧ୍ୟକ୍ଷ
କେସିଙ୍ଗା,୬ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିର ଅଧ୍ୟକ୍ଷ ନୃପରାଜ ଯାଦବ ଓଡ଼ିଆ ପକ୍ଷ ପାଳନ ଉପଲକ୍ଷେ ସହରର ବିଭିନ୍ନ ସ୍ଥାନରେ ସଫେଇ କରିଥିଲେ। ପ୍ରଥମେ ଜଗନ୍ନାଥ ମନ୍ଦିରଠାରୁ ଆରମ୍ଭ କରି ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ନିଜେ ଅଧ୍ୟକ୍ଷଙ୍କ ସମେତ…
ଇଡି ପରେ ଭିଜିଲାନ୍ସର ତଦନ୍ତ ଆରମ୍ଭ
ଭବାନୀପାଟଣା,୬୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଜୟପାଟଣା ରେଞ୍ଜର ଚମ୍ପାଚୁଆଁ ବିଟ୍ରେ ବନୀକରଣରେ ବ୍ୟାପକ ହେରଫେର ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଇଡି ଚଢ଼ାଉ ପରେ ଏବେ ରାଜ୍ୟ ଭିଜିଲାନ୍ସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଭିଜିଲାନ୍ସ…
ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼
ଥୁଆମୂଳ ରାମପୁର,୫ା୪(ଦୁର୍ଗା କୀର୍ତ୍ତି): ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ କ୍ଷତିପୂରଣ ଦାବିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନରୁ ରାତି ଯାଏ ମୃତକଙ୍କ ପରିବାର ବର୍ଗ ଓ ସମ୍ପର୍କୀୟ ରାସ୍ତା ଅବରୋଧ କରିଥିଲେ। ଏହାର…
ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କଲେ ବିଧାୟକ
ଥୁଆମୂଳ ରାମପୁର,୫ା୪ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସଭାଗୃହଠାରେ ଶୁକ୍ରବାର ଲାଞ୍ଜିଗଡ ନିର୍ବାଚନ ମଣ୍ତଳୀ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ତତ୍ତ୍ୱାବଧାନରେ ବ୍ଲକସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ବିଡିଓ ଧ୍ରୁବଚରଣ ମୁଦୁଲି,…
କ୍ଷତିପୂରଣ ଦାବିରେ ୮ ଘଣ୍ଟା ଧରି ରାସ୍ତାରେ ବସିଛନ୍ତି ପରିବାର, ଥାନା ଘେରାଉ ପରେ ପୋଲିସକୁ ପଥର ମାଡ଼
ଥୁଆମୁଳ ରାମପୁର,୪।୪(ଦୁର୍ଗା କୀର୍ତ୍ତି): ଦୁର୍ଘଟଣାରେ ମୃତ୍ୟୁ ଘଟିବା ପରେ କ୍ଷତିପୂରଣ ଦାବିରେ ଥୁଆମୂଳ ରାମପୁର ଥାନା ଘେରିବା ସହ ରାସ୍ତା ଅବରୋଧ କରିଛନ୍ତି ପରିବାରଲୋକେ। ଶୁକ୍ରବାର ଅପରାହ୍ନ ୧ଟାରୁ ସା ୮ଟା ଯାଏ ଦୀର୍ଘ ୭ ରୁ ୮ ଘଣ୍ଟା ପର୍ଯ୍ୟନ୍ତ…
ଶ୍ରୀରାମ ନବମୀ ମହୋତ୍ସବ ନେଇ ତୁଟିଲାନି ବିବାଦ, ହାତ ଟେକିଦେଲେ …
କୋକସରା,୪ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାର ଅନ୍ୟତମ ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୁଡହାଣ୍ଡି ଡୋକରିଚଞ୍ଚରାଠାରେ ଥିବା ମଧୁ ମାଧବ ତୀର୍ଥକ୍ଷେତ୍ରରେ ୧୯୭୨ ମସିହାରୁ ଗୁଡହାଣ୍ଡି ଡୋକରୀଚଞ୍ଚରା ଉନ୍ନୟନ ସମିତି ଗଠନ ହୋଇଥିଲା। ଏଥିରେ କୋକସରା, ଜୟପାଟଣା ଓ ଜୁନାଗଡ ବ୍ଲକର…
Archives


