ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ
ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ ୪ ଡିଗ୍ରୀ ତଳକୁ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଥିବା…
ମହିଳାଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା, ସମ୍ପର୍କୀୟ ଶ୍ୱଶୁରଙ୍କୁ ଅଧାଲଣ୍ଡା କରି…
ଭବାନୀପାଟଣା, ୧୨ା୧୨ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ବାଦିଲି ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନିଜ ପଡ଼ାର ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଜଣେ ବୃଦ୍ଧଙ୍କୁ ମହଙ୍ଗା ପଡିଛି। ମହିଳାଙ୍କ ସମର୍କୀୟ ବୃଦ୍ଧଙ୍କୁ…
ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍ ଚାଳକ ଗିରଫ
କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର ଚଣ୍ଡୀ (୫୫)ଙ୍କ ମୃତ୍ୟୁ ହୋଇଥିଲା ଏବଂ ତାଙ୍କ ସହିତ ଥିବା ନରସିଂ ଚଣ୍ଡି ଗୁରୁତର…
କର୍ଲାମୁଣ୍ଡାରେ ଖୋଲିଲା ମଣ୍ଡି, ପ୍ରଥମ ଦିନରେ କ୍ରୟ ହେଲା…
କର୍ଲାମୁଣ୍ଡା/ରିଷିଡ଼ା,୧୧ା୧୨(ପ୍ରଦୀପ କୁମାର ସାହୁ/ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳରେ ଚଳିତ ବର୍ଷ ଖରିଫ୍-୨୫ର ପ୍ରଥମ ଧାନମଣ୍ଡି କର୍ଲାମୁଣ୍ଡା ପାଣିପଞ୍ଚାୟତସ୍ଥିତ ପଡ଼ିଆଠାରେ ଗୁରୁବାର ଉଦ୍ଘାଟିତ ହୋଇଯାଇଛି। ଏଥିରେ କର୍ଲାମୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ସୁଚରିତ୍ରା ମୁଗ୍ରୀ, ଆରଆଇ ଶାଶ୍ୱତ…
ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…
ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି ଲାଞ୍ଜିଗଡ ପୋଲିସ। ଅଭିଯୁକ୍ତ ଜଣକ ଲାଞ୍ଜିଗଡ଼ ବ୍ଳକ…
ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…
ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ ଏଲପିଜି ଗ୍ୟାସ ଟ୍ୟାଙ୍କର (ଓଡି-୨୯-ଏଫ-୯୩୮୩) ଅନ୍ୟ ଏକ ଟ୍ରକକୁ ସାଇଡ୍ ଦେବାକୁ ଯାଇ ଭାରସାମ୍ୟ…
ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ
ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି। ଏହି ସମୟରେ ଜୁନାଗଡ଼ ହାଇସ୍କୁଲ ପଡିଆ ସମ୍ମୁଖରେ ସରକାରୀ ଜାଗା ଉପରେ ଥିବା ବେଙ୍ଗାଲୁରୁ…
ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…
ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ ନିଯୁକ୍ତି ହେବା ସହ ଅନ୍ୟକୁ ରୋଜଗାର ଦେଉଛନ୍ତି। ଘାସ ଚାଷ ଯୋଗୁ ଅଜିତଙ୍କୁ ଗୋ…
ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ
ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ ସ୍ଥାନୀୟ ଖମାର ନାଳରେ ଦୂଷିତ କେମିକାଲ ପାଣି ଛଡାଯାଉଛି। ଫଳରେ ଗନ୍ଧ ଯୋଗୁ ସ୍ଥାନୀୟ…
ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା
ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା ଭଳି ଅଭାବନୀୟ ଘଟଣାକୁ ନେଇ ଅଞ୍ଚଳରେ ଏକ ଶୋକର ଛାୟା ଖେଳିଯାଇଛି। କଳାହାଣ୍ଡି ଜିଲା…
ପିକ୍ନିକ୍ ସ୍ପଟ୍ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା
କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ। ଶାଳ, ପିଆଶାଳ, ଶାଗୁଆନ ଆଦି ବୃକ୍ଷରାଜିରେ ପରିପୂର୍ଣ୍ଣ ଏହି ବନ। ଶାନ୍ତିବନରେ ପ୍ରବେଶକଲା ମାତ୍ରେ…
ଓଲଟିଲା ପିଡିଏସ୍ ଚାଉଳ ବୋଝେଇ ଟ୍ରକ୍
ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍ ପିଡିଏସ୍ ଚାଉଳ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାପଡିଛି। ସୂଚନାରୁ ପ୍ରକାଶ ଯେ, ବ୍ଲକ ର ଏହି ପଞ୍ଚାୟତକୁ ଓଡି…

