କ୍ରୀଡା ହିଁ ଶାରୀରିକ ଦକ୍ଷତାର ମୂଳମନ୍ତ୍ର, ଲଡୁଗାଁ କଲେଜର ବାର୍ଷିକ କ୍ରୀଡା ଉଦଯାପିତ
କୋକସରା,୧୭।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ କୋକସରା ବ୍ଲକ ଲଡୁଗାଁ ସ୍ଥିତ ହାୟର ସେକେଣ୍ଡରି ସ୍କୁଲର ୩୦ ତମ ବାର୍ଷିକ କ୍ରୀଡା ଉତ୍ସବ ମଙ୍ଗଳବାର ଦିନ ଉଦଯାପିତ ହୋଇଯାଇଛି। ଦୁଇ ଦିବସୀୟ କ୍ରୀଡା ଉତ୍ସବରେ ସୋମବାର କଲେଜର ଅଧ୍ୟକ୍ଷ ଡ଼....
କଳାହାଣ୍ଡି ଜିଲାରେ ମୃଦୁ ଭୂକମ୍ପ
ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ମଙ୍ଗଳବାର ସନ୍ଧ୍ୟା ୭ଟା ୩ ମିନିଟ୍ ରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି । ଜିଲାର ଭବାନୀପାଟଣା,ଧର୍ମଗଡ,ଜୁନାଗଡ଼ କୋକସରା, ଜୟପାଟଣା, ଗୋଲାମୁଣ୍ଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଥିବା ସୂଚନା ମିଳିଛି...
ଲଟେରି ମାଧ୍ୟମରେ ଫଳ ବ୍ୟବସାୟୀଙ୍କୁ ପିଣ୍ଡି ଆବଣ୍ଟନ
କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ମୁଖ୍ୟରାସ୍ତା କଡରେ ବ୍ୟବସାୟୀମାନେ ଦୀର୍ଘଦିନରୁ ଫଳ ବ୍ୟବସାୟ କରିଆସୁଥିଲେ। ଏଥିଯୋଗୁ ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ଟ୍ରାଫିକ ଜାମ୍ ହେଉଥିଲା। ଫଳରେ ଗମନାଗମନ କ୍ଷେତ୍ରରେ ବହୁ ଅସୁବିଧା ହେଉଥିଲା। ଏହି ସମସ୍ୟାର...
ବାଇକ୍ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ
ଜୁନାଗଡ଼/କୋକସରା,୧୬ା୧୨ (ସୁନୀଲ କୁମାର ସିଂହ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ପଖନାଗୁଡା ଛକ ନିକଟରେ ସୋମବାର ଅପରାହ୍ନରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗୋଟିଏ ବାଇକ୍ରେ ବସିଥିବା ଦେଉଣ୍ଡି (ରାମପଡ଼ା)ର ଈଶ୍ୱରୀ ସିଂ...
ଗ୍ରାମର ବିଭିନ୍ନ ସମସ୍ୟା ନେଇ ଆଞ୍ଚଳିକ ବିକାଶ ପରିଷଦର ରାସ୍ତାରୋକୋ
ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି): ଗ୍ରାମର ବିଭିନ୍ନ ସମସ୍ୟା ନେଇ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁରଠାରେ ସୋମବାର ଗୁଣୁପୁର ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ଭବାନୀପାଟଣା-ଥୁଆମୂଳ ରାମପୁର ମୁଖ୍ୟ ରାସ୍ତା ଅବରୋଧ କରାଯାଇଥିଲା। ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ...
ରାଜ୍ୟସ୍ତରୀୟ ଭାରୋତ୍ତଳନ ପ୍ରତିଯୋଗିତା: ରୌପ୍ୟ ହାସଲକରି ଗଞ୍ଜାମ ପାଇଁ ଆଣିଲେ ଗୌରବ ଆଣିଲେ….
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲର ୮ମ ଶ୍ରେଣୀ ଛାତ୍ର ଶୁଭାଶିଷ ରଥ ରାଜ୍ୟସ୍ତରୀୟ ଭାରୋତ୍ତଳନ ପ୍ରତିଯୋଗିତାରେ ଭାଗନେଇ ରୌପ୍ୟ ପଦକ ହାସଲ କରିଛନ୍ତି। ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମର ବିଜୁ ପଟ୍ଟନାୟକ ଭାରୋତ୍ତଳନ କକ୍ଷରେ...
ବିଭିନ୍ନ କ୍ରୀଡାରେ ଭାଗନେଲେ ଛାତ୍ରୀଛାତ୍ର
ଥୁଆମୂଳ ରାମପୁର,୧୬।୧୨(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଓଡ଼ିଶା ସରକାର ଦ୍ବାରା ପରିଚାଳିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଣପୁର ଠାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ସୋମବାର...
ଗାଡ଼ି ଧକ୍କାରେ ଚାଲିଗଲା ଶିଶୁଙ୍କ ଜୀବନ, ବାପା ଗୁରୁତର
କୋକସରା,୧୫।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ହଗାଁ ହାଇସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ ବାଇକରେ ଯାଉଥିବା ବାପ ଓ ପୁଅଙ୍କ ମଧ୍ୟରୁ ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ବାପା ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକେ...
ଚାଷୀଙ୍କ ସହ ଆଲୋଚନା କଲେ ବିଧାୟିକା: ଧାନ କିଣାନେଇ ଫିଟିଲା ବାଟ
କର୍ଲାମୁଣ୍ଡା/ ରିଷିଡା(ପ୍ରଦୀପ କୁମାର ସାହୁ/ସୁଶାନ୍ତ କୁମାର ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କୃଷକ ସଙ୍ଗଠନ କୃଷକ ବିକାଶ ପରିଷଦ ପକ୍ଷରୁ କଟନୀଛଟନୀର ପ୍ରତିବାଦ କରି ଗୁରୁବାରଠାରୁ ଧାରଣା ଦେଇଥିଲେ। ହେଲେ ପ୍ରଶାସନ ପକ୍ଷରୁ ଚାଷୀଙ୍କ ସହ ଆଲୋଚନା ପରେ...
ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡ୍ରେ ଭାଗନେବେ ଶିବାନୀ
ଭବାନୀପାଟଣା, ୧୪ା୧୨ (ଉତ୍ତମ କୁମାର ଦାଶ): ଜାନୁଆରୀ ୨୨ରେ ଦିଲ୍ଲୀର କର୍ତ୍ତବ୍ୟ ପଥରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ହେବାକୁ ଥିବା ଜାତୀୟ ପରେଡ୍ରେ ଭାଗ ନେବେ ଭବାନୀପାଟଣା ସରକାରୀ ମହିଳା ମହାବିଦ୍ୟାଳୟର ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରୀ ତଥା...
ଲୋକ ଅଦାଲତରେ ୬୮ ହଜାର ୯୭ ଟଙ୍କା ଆଦାୟ
କେସିଙ୍ଗା,୧୪ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଳୁକ୍ ଆଇନ ସେବା ସମିତିର ଅଧ୍ୟକ୍ଷ ତଥା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଧନଞ୍ଜୟ ନାୟକଙ୍କ ଅଧ୍ୟକ୍ଷତାରେ ଅଦାଲତ ପରିସରରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଲୋକ ଅଦାଲତରେ ୧୯ଟି ଫାଇନାଲ...
ଜିଲା ପାଇଁ ଗୌରବ ଆଣିଲେ ଛାତ୍ର ପ୍ରୟାଗରାଜ
କୋକସରା,୧୩ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଟାଟା ଷ୍ଟିଲ (ୟାଟ୍ସ) ପକ୍ଷରୁ ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ପ୍ରତିଯୋଗିତାରେ ଭାଗ ନେଇଥିବା ୬୦ ଛାତ୍ରଛାତ୍ରୀଙ୍କ ମଧ୍ୟରୁ କଳାହାଣ୍ଡି ଜିଲା କୋକସରା ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର...
Archives


