କଳାହାଣ୍ଡି

ବୋରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ

କେସିଙ୍ଗା,୨୩। ୩(ତୁମେଶର ସାହୁ): କେସିଙ୍ଗା ବ୍ଲକ୍‌ର ବୋରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଥମ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ଦେବକୀ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ସ୍ଥାନୀୟ ସରପଞ୍ଚ ରୀମା…

ନିଜ ଲଢ଼େଇ, ନିଜେ ଲଢ଼ିବେ: ଆତ୍ମରକ୍ଷା ତାଲିମ…

କେସିଙ୍ଗା, ୨୩ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟରେ ଚାଲିଥିବା ଛାତ୍ରୀମାନଙ୍କ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ସୁଶାନୁ କୁମାର ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଯାନୀ ଉତ୍ସବରେ ଅନେକ ଅଧ୍ୟାପକ ଅଧ୍ୟାପିକା ଉପସ୍ଥିତ ଥିଲେ। ଅଧ୍ୟକ୍ଷ ପାଢ଼ୀ…

ବିପୁଳ ପରିମାଣରେ ଦେଶୀ, ବିଦେଶୀ ମଦ ଜବତ ଜବତ: ୨ ଗିରଫ

କୋକସରା,୨୩।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ୨୬ ନମ୍ବର ଜାତୀୟ ରାଜପଥ ବୋବରିଆ ଛକରେ ଥିବା ଏକ ଢ଼ାବା ଓ କାଉଡୋଳା ଗ୍ରାମରେ ଶନିବାର ଅବକାରୀ ବିଭାଗ ଚଢ଼ାଉ କରିଥିଲା। ଢ଼ାବାରୁ ବିପୁଳ ପରିମାଣର ମଦ ଜବତ କରିବା…

ମୁଁହ ଖୋଲିଲେ ଚାଞ୍ଚେର ଓ ଉତ୍କେଲା ଗ୍ରାମ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖା

କେସିଙ୍ଗା,୨୩।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅଧୀନସ୍ଥ ଚାଞ୍ଚେର ଓ ଉତକେଲା ଗ୍ରାମ ପଞ୍ଚାୟତ ର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲମ୍ବୁ ଶିଖାଙ୍କ ନାମରେ ଲକ୍ଷ ଲକ୍ଷ ଟଙ୍କା ଦୁର୍ନୀତି ହୋଇଛି ବୋଲି ବ୍ଲକ ପ୍ରଶାସନ ଅଭିଯୋଗ କରିଥିଲେ।…

କାଳବୈଶାଖୀ: ଗଛପଡ଼ି ଗର୍ଭବତୀଙ୍କ ଚାଲିଗଲା ଜୀବନ

ଭବାନୀପାଟଣା,୭ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ପବନ ହୋଇଥିଲା। ପବନ ଯୋଗୁ ଅନେକ ସ୍ଥାନରେ ବଡ ବଡ ଗଛଗୁଡିକ ଉପୁଡିପଡିଛି। ସହରର ଲକ୍ଷ୍ମୀସାଗରପଡାର କୌଶଲା ବେହେରା(୨୬) ନାମକ ଜଣେ ଗର୍ଭବତୀଙ୍କ ଉପରେ…

ମାରାଗୁଡ଼ା ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି

ନୂଆପଡ଼ା,୨୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପରମ୍ପରା,ଐତିହ୍ୟ, କଳା, ସଂସ୍କୃତିକୁ ଉଜ୍ଜୀବିତ ରଖିବା ପାଇଁ ଜିଲାସ୍ତରୀୟ ମାରାଗୁଡା ଲୋକ ମହୋତ୍ସବ ଏପ୍ରିଲ ପ୍ରଥମ ସପ୍ତାହରେ ମିନି ଷ୍ଟାଡିୟମଠାରେ ଆୟୋଜିତ ହେବାକୁ ଯାଉଥିବାବେଳେ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଶୁକ୍ରବାର ପ୍ରଚାର କମିଟି ସଦସ୍ୟ…

କର୍ଲାମୁଣ୍ଡା ବ୍ଲକ ଟ୍ରାକ୍ଟର ମାଲିକ ସଂଘ ପକ୍ଷରୁ ତହସିଲଦାରଙ୍କୁ ଦାବିପତ୍ର

କର୍ଲାମୁଣ୍ଡା:୨୨।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରଠାରେ କର୍ଲାମୁଣ୍ଡା ବ୍ଲକ ଟ୍ରାକ୍ଟର ମାଲିକ ସଂଘର ସଭାପତି ନବୀନ କିଶୋର ସାହୁଙ୍କ ନେତୃତ୍ୱରେ ଏକ ସାଧାରଣ ସଭା କରାଯାଇଥିଲା। ବର୍ତ୍ତମାନ ରାଜ୍ୟସାରା ଲଘୁ ଖଣିଜ ଦ୍ରବ୍ୟ (ବାଲି, ମେଟାଲ, ମୋରମ)…

ସରପଞ୍ଚଙ୍କ ଜାଲ ଦସ୍ତଖତ କରି ସରକାରୀ ଅନୁଦାନ ୩କୋଟି ୨୬ ଲକ୍ଷ ଲଗାଇଥିଲେ ବେଟିଂରେ , ଏବେ ପିଇଓଙ୍କୁ ବାନ୍ଧିଲା ଭିଜିଲାନ୍ସ 

ଭବାନୀପାଟଣା,୨୨।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ତଲନାଗି ଓ ପୋଡାପଦର ପଞ୍ଚାୟତର ସରକାରୀ ଅନୁଦାନର ୩ କୋଟି ୨୬ ଲକ୍ଷ ଟଙ୍କା କ୍ରିକେଟ ବେଟିଂରେ ଲଗେଇବା ଅଭିଯୋଗରେ ପିଇଓ ଦେବାନନ୍ଦ ସାଗରଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରଛି।…

କ୍ଷତିପୂରଣ ଦାବିରେ ରାସ୍ତାକାମ ବନ୍ଦ କଲା ପରିବାର, ଫେରିଗଲେ ପ୍ରଶାସନିକ ଅଧିକାରୀ

କୋକସରା,୨୨ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବୋବରିଆ ଛକରୁ ଡେଙ୍ଗାଗୁଡା ମହିମା ପର୍ଯ୍ୟନ୍ତ ୬.୧୭୦ କିମି ରାସ୍ତା ପାଇଁ ଧର୍ମଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଏକ ଠିକାସଂସ୍ଥା କାର୍ଯ୍ୟାଦେଶ ପାଇ କାର୍ଯ୍ୟ ସମ୍ପାଦନ କରିଥିଲେ। ତେବେ…

ଜାଲ୍‌ ଦସ୍ତଖତ କରି ଏସ୍‌ଏଚ୍‌ଜିରୁ ୬ ଲକ୍ଷ ଟଙ୍କା ଆତ୍ମସାତ୍‌ ଅଭିଯୋଗ

କେସିଙ୍ଗା,୨୨ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଫଟକାଲ ମାଲ ପଞ୍ଚାୟତ ଅଧୀନସ୍ଥ ବୋରିଂପଦର ଗ୍ରାମସ୍ଥିତ ମା’ ବୃନ୍ଦାବତୀ ସ୍ବୟଂ ସହାୟକ ଗୋଷ୍ଠୀ ବୋରିଂପଦର ଗ୍ରାମର ପୂର୍ବତନ ସଭାପତି ରେବତୀ ମାଝୀ ଓ ପୂର୍ବତନ ସମ୍ପାଦିକା ତେଜସ୍ବିନୀ ମାଝୀଙ୍କ ମିଳିତ ଉଦ୍ୟମରେ…

ଓଲଟିଲା ବରଯାତ୍ରୀ ଗାଡ଼ି: ଡ୍ରାଇଭର ମୃତ, ୬ ଗୁରୁତର

କୋକସରା,୨୧ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ନଂ. ଜାତୀୟ ରାଜପଥର କଳାହାଣ୍ଡି ଜିଲା କୋକସରା ଥାନା ଚିଲିଗୁଡା ଗାଁ ନିକଟରେ ଶୁକ୍ରବାର ଏକ ବରଯାତ୍ରୀ ଗାଡି ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଥିଲା। ଏଥିରେ ଗାଡ଼ି ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ୬ଜଣ ଗୁରୁତର…

କର୍ତ୍ତବ୍ୟରେ ଅବହେଳା: ୫ ଶିକ୍ଷକଙ୍କ ଦରମା ବନ୍ଦ

ଲାଞ୍ଜିଗଡ଼,୨୧ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ କାର୍ଯ୍ୟରେ ଅବହେଳା କାରଣରୁ ଗୋଷ୍ଠୀ ଶିକ୍ଷା ଅଧିକାରୀ ୫ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ ସହିତ ଦରମା ବନ୍ଦ କରିଛନ୍ତି। ଗୋଷ୍ଠୀ ଶିକ୍ଷାଧିକାରୀ ଋଷିଆ ମେହେର ବ୍ଲକର ଘୋଡାପୋଖରୀ, ପୁଇଗୁଡା, କରନମୁଣ୍ଡା,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri