କଳାହାଣ୍ଡି

ଘରକୁ ଯାଇଥିଲେ ମାଲିକ ,ଆସି ଦେଖିଲା ବେଳକୁ ହୁହୁ ହୋଇ ଜଳୁଛି ଦୋକାନ

ଭବାନୀପାଟଣା,୧୯ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ ନିକଟରେ ଥିବା ଏକ ଖେଳ ସାମଗ୍ରୀ ଦୋକାନରେ ମଙ୍ଗଳବାର ଅପରାହ୍ନରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି। ଦୋକାନ ମାଲିକ ଅଶୋକ ପତି ଦୋକାନ…

ଦୁଗ୍ଧ ଚାଷୀ ହେବେ ମାଲାମାଲ୍‌: ମିଳିଲା ଗୁରୁମନ୍ତ୍ର

କେସିଙ୍ଗା, ୧୮/୧୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣସମ୍ପଦ ମେଳା ଆବାହକ ତଥା କେସିଙ୍ଗା ବିଡ଼ିଓ ଜନ୍ମେଜୟ ସ୍ବାଇଁଙ୍କ ନେତୃତ୍ୱରେ ମଙ୍ଗଳବାର ସ୍ଥାନୀୟ ମିନି ଷ୍ଟାଡିୟମରେ ମହାସମାରୋହରେ ପାଳିତ ହୋଇ ଯାଇଛି। ସର୍ବ…

ଛାତ୍ରୀ ଅସଦାଚରଣ ମାମଲାର ରାୟ ପ୍ରକାଶ: ପ୍ରଧାନଶିକ୍ଷକଙ୍କୁ ମିଳିଲା…

ଭବାନୀପାଟଣା, ୧୭।୧୧: (ଉତ୍ତମ କୁମାର ଦାଶ): ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ ଥାନା ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେର। ଗତ ସେପ୍ଟେମ୍ବର ୨ରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ…

ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକୋ କଲେ ପରିବାରବର୍ଗ

ଜୁନାଗଡ଼,୧୭।୧୧(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚିଲିକପୁର ନିକଟରେ ରବିବାର ଅପରାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଥିଲେ। ମୃତ ଛାତ୍ରଙ୍କ ନାମ ଲୋସନ ବେମାଲ(୧୮) ହୋଇଥିବାବେଳେ ଗୁରୁତର ଥିବା ଛାତ୍ରଙ୍କ…

ଜିଲା ପାଇଁ ଖୁସିଖବର: ରେଳବାଇ ନେଲା ବଡ଼ ନିଷ୍ପତ୍ତି, ଏଣିକି ଏତିକି ଦିନ ଚାଲିବ ଅମୃତ ଭାରତ ଏକ୍ସପ୍ରେସ

କେସିଙ୍ଗା,୧୭।୧୧(ତୁମେଶ୍ୱର ସାହୁ):ଜନସାଧାରଣଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଏବଂ ଯାତ୍ରୀ ସୁବିଧା ବୃଦ୍ଧି କରିବା ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଭାରତୀୟ ରେଳବାଇ ଟ୍ରେନ ନମ୍ବର ୧୯୦୨୧-୧୯୦୨୨ ଉଧନା- ବ୍ରହ୍ମପୁର , ବ୍ରହ୍ମପୁର-ଉଧନା ଅମୃତ ଭାରତ ଏକ୍ସପ୍ରେସର ଚଳାଚଳ…

ମହମ୍ମଦ ଅସଲମ ସ୍ମୃତି ସମ୍ମାନରେ ସମ୍ମାନିତ ହେଲେ ଲାଞ୍ଜିଗଡ଼ ସାମ୍ବାଦିକ ଏମ୍. ଚନ୍ଦ୍ର ଶେଖର

ଲାଞ୍ଜିଗଡ଼,୧୬ା୧୧(ରମେଶ ଚନ୍ଦ୍ର ନାୟକ): ଜାତୀୟ ପ୍ରେସ ଦିବସ ଅବସରରେ କଳାହାଣ୍ଡି ଜିଲାର ଲାଞ୍ଜିଗଡ଼ ବ୍ଲକ ପ୍ରେସ୍ କ୍ଲବ୍ ସମ୍ପାଦକ ଏମ୍. ଚନ୍ଦ୍ର ଶେଖରଙ୍କୁ ମହମ୍ମଦ ଅସଲମ ସ୍ମୃତି ସମ୍ମାନ-୨୦୨୫ ରେ ସମ୍ମାନିତ କରାଯାଇଛି। ରବିବାର କଳାହାଣ୍ଡି ଜିଲା ଜୁନାଗଡ଼ସ୍ଥିତ ଅଗ୍ରସେନ ଭବନରେ…

କେସିଙ୍ଗାରେ ଓଜେୟୁ ପକ୍ଷରୁ ଜିଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

କେସିଙ୍ଗା,୧୬ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ସର୍ବ ପୁରାତନ ସାମ୍ବାଦିକ ସଂଘ ଓଡ଼ିଶା ଜର୍ନାଲିଷ୍ଟ ୟୁନିୟନ (ଓଜେୟୁ) ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟିର ସଭାଗୃହରେ ରବିବାର ମହାସମାରୋହରେ ପାଳିତ ହୋଇଯାଇଛି। ଜିଲା ସଭାପତି ନିରୋଜ…

ହାତୀ ଆକ୍ରମଣରେ ଶିଶୁ ମୃତ୍ୟୁ ଘଟଣା ସହାୟତାର ହାତ ବଢ଼ାଇଲା ଟ୍ରକ୍‌ ୟୁନିୟନ

ଲାଞ୍ଜିଗଡ଼, ୧୬ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବନାଞ୍ଚଳ ବିଜେପୁର ଥାନା ତ୍ରିଲୋଚନପୁର ପଞ୍ଚାୟତର ହରଡ଼ାଗଡ଼ା ଗ୍ରାମରେ ହାତୀ ଆକ୍ରମଣରେ ଶିଶୁ ମୃତ୍ୟୁ ଘଟଣାରେ ସହାୟତାର ହାତ ବଢ଼ାଇଛି ମା’ ଭୈରବୀ ଟ୍ରକ୍‌ ୟୁନିୟନ। ସୂଚନାନୁସାରେ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ…

ଦୀର୍ଘ ବର୍ଷର ମାଟି ରାସ୍ତା ପିଚୁ ହେଲା

କେସିଙ୍ଗା,୧୬ା୧୧(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ପଡିଥିବା ମାଟିରାସ୍ତା ଦୀର୍ଘବର୍ଷ ପରେ ପିଚୁ ହୋଇଛି। ଆଦର୍ଶ ବିଦ୍ୟାଳୟକୁ ଯାଇଥିବା ୪୦୦ ମିଟର ମାଟିରାସ୍ତା ବର୍ଷାଦିନରେ କାଦୁଅ ପଚ ପଚ ଯୋଗୁ ଛାତ୍ରୀଛାତ୍ର ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ମୁଖ୍ୟ ରାସ୍ତାରେ ପଡି ଗୁରୁତର ସାଇକେଲ ଆରୋହିଙ୍କୁ ମିଳିଲାନି ଆମ୍ବୁଲାନ୍ସ: ଡାକ୍ତରଖାନାରେ ମୃତ୍ୟୁ

ଲାଞ୍ଜିଗଡ଼,୧୬।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ଥାନା ଅନ୍ତର୍ଗତ ବିଜେପୁର-ବିଶ୍ୱନାଥପୁର ମୁଖ୍ୟ ରାସ୍ତାର ଖଜୁରଗୁଡା ଗାଁ ମାଣ୍ଡିଆ ରୁଚା ନିକଟରେ ଏକ ସାଇକେଲ ଆରୋହି ମୁଖ୍ୟ ରାସ୍ତାରେ ପଡି ଗୁରୁତର ହୋଇ ପ ବେଳେ ଆରୋହିଙ୍କୁ ମିଳିନଥିଲା ଆମ୍ବୁଲାନ୍ସ। ଯାହା…

ଲାଞ୍ଜିଗଡ଼ର ବିକାଶ ପାଇଁ ଜିଲାପାଳଙ୍କୁ ଭେଟିଲେ ଅଞ୍ଚଳବାସୀ

ଲାଞ୍ଜିଗଡ଼,୧୫ା୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସହରକୁ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ରୂପେ ଘୋଷଣା କରାଯିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କରିବା ସହିତ ଲାଞ୍ଜିଗଡ଼ ସହରର ମୁଖ୍ୟ ରାସ୍ତାକୁ ସମ୍ପ୍ରସାରଣ କରିବା ପାଇଁ ଲାଞ୍ଜିଗଡ଼…

ନଭେମ୍ବର ୨୯ରୁ କଳାହାଣ୍ଡିରେ ଧାନ କିଣା

ଭବାନୀପାଟଣା,୧୪।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଶନିବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଜିଲାପାଳ ପାୱାର ସଚିନ ପ୍ରକାଶ ଅଧ୍ୟକ୍ଷତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?