କେନ୍ଦ୍ରର ଜନବିରୋଧୀ ନୀତିକୁ ବିଭିନ୍ନ ସଙ୍ଗଠନର ବିରୋଧ
ଭବାନୀପାଟଣା,୨୭ା୧୧(ଉତ୍ତମ କୁମାର ଦାଶ):କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ମଙ୍ଗଳବାର ଭବାନୀପାଟଣା ଜିଲାପାଳଙ୍କ ଅଫିସ ସମ୍ମୁଖରେ ଜିଲାର ବିଭିନ୍ନ ସଙ୍ଗଠନ ପକ୍ଷରୁ ଗଣଧାରଣା ଦିଆଯାଇଛି। କଳାହାଣ୍ଡି ଜିଲା କେନ୍ଦ୍ରୀୟ ଟ୍ରେଡ ୟୁନିଅନ, ସ୍ବାଧୀନ ଫେଡେରେଶନର ମିଳିତ ମଞ୍ଚ ଓ ସଂଯୁକ୍ତ...
ଗରିବ ଶ୍ରେଣୀର ଲୋକଙ୍କ ସମସ୍ୟାକୁ ଦିଆଯିବ ଅଗ୍ରାଧିକାର
ରୁପ୍ରାରୋଡ,୨୬।୧୧(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକରେ ନୂତନ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିପିନ ବିହାରୀ ଦୀପ ଯୋଗଦେଇଛନ୍ତି। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାବରେ ସେ ଦାୟିତ୍ୱ ନେବା ପରେ ତାଙ୍କୁ ପୂର୍ବ ବିଡ଼ିଓ ରିପୁନାଥ ସୁନା ପ୍ରାଥମିକ ଦାୟିତ୍ୱ...
ମହିଳାଙ୍କୁ କଚାଡ଼ି ଦେଲା ହାତୀ: ହସ୍ପିଟାଲ୍ରେ ଭର୍ତ୍ତି
ରୁପ୍ରାରୋଡ,୨୬।୧୧(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ଡମପଦର ଗ୍ରାମରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ଣ୍ଣମୀ ବେୱା (୪୦ ) ସକାଳୁ ଶୌଚପାଇଁ ଯାଇଥିବା ବେଳେ ପଟିକିଆ ହାତୀ ହାବୁଡରେ ପଡିଛନ୍ତି। ତାଙ୍କୁ ହାତୀ ଶୁଣ୍ଢରେ ଟେକି କଚାଡି...
ମେଗାଲିଫ୍ଟ କେନାଲରୁ ଜଳସେଚନ ଦାବି: ୩ ରେ ଅଖଚକ ବନ୍ଦ କରିବେ କୋକସରା ବ୍ଲକ ଚାଷୀ
କୋକସରା,୨୫/୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ୨୨ ପଞ୍ଚାୟତର ଚାଷୀଙ୍କୁ ନେଇ ଗଠିତ ସଚେତନ କୃଷକ ମଞ୍ଚ ପକ୍ଷରୁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କୋକସରା ଶିବ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ସଚେତନ କୃଷକ ମଞ୍ଚର...
ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଚେସ୍ ଓ କ୍ୟାରମ ପ୍ରତିଯୋଗିତା
ଭବାନୀପାଟଣା,୨୩।୧୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚାଲିଥିବା ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ ଚେସ୍ ଓ କ୍ୟାରମ ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି। ଚେସ୍ ମହିଳା ବିଭାଗରେ ୬ ମହାବିଦ୍ୟାଳୟରୁ ୮ଟି ଦଳ, ପୁରୁଷ ବିଭାଗରେ ୧୪ ମହାବିଦ୍ୟାଳୟରୁ...
ଆଇଆଇଏମ୍ ସମ୍ବଲପୁରରେ ମନୋନୀତ ହେଲା କଳାହାଣ୍ଡିର ଷ୍ଟାର୍ଟଅପ୍ ଇନ୍କ୍ୟୁବେଶନ
ଭବାନୀପାଟଣା,୨୩।୧୧ (ଉତ୍ତମ କୁମାର ଦାଶ) : କଳାହାଣ୍ଡି ଜିଲାର ଏକମାତ୍ର ଷ୍ଟାର୍ଟଅପ ଟ୍ରେଡିଫ୍ରେସେଲଦି ପ୍ରାଇଭେଟ ଲିମିଟେଡ ସମ୍ବଲପୁର ଆଇଆଇଏମ୍ରେ ଇନ୍କ୍ୟୁବେଶନ ପାଇଁ ମନୋନୀତ ହୋଇଛି । ମାଣ୍ଡିଆରୁ ଏନର୍ଜି ପାଇଁ ପ୍ରୋଟୋଟାଇପ ପ୍ରସ୍ତୁତି ସହିତ ମାର୍କେଟିଂ ଓ ଫଣ୍ଡିଂ ପାଇଁ...
ମାନସିକ ରୋଗାକ୍ରାନ୍ତ ପୁଅ ପାଖରେ ପହଞ୍ଚିଲା ମେଡିକାଲ ଟିମ୍
କୋକସରା,୨୨ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କାଶିବାହାଲ ପଞ୍ଚାୟତ ସିଆଲଲଟି ପଡ଼ା ଗ୍ରାମର ମାନସିକ ରୋଗାକ୍ରାନ୍ତ କେଶବ ମାଝୀ (୨୮)ଙ୍କୁ ବୃଦ୍ଧା ମା’ ନେପୁର ମାଝୀ ଗାଁରେ ବନ୍ଦ ପଡିଥିବା ଏକ ପରିତ୍ୟକ୍ତ ସ୍କୁଲ କୋଠରୀରେ...
ହାଡ଼ଭଙ୍ଗା ଶୀତରେ ଥରୁଛି କଳାହାଣ୍ଡିର କଶ୍ମୀର
ଥୁଆମୂଳ ରାମପୁର, ୨୨।୧୧ (ଦୁର୍ଗା କୀର୍ତ୍ତି) : – କଳାହାଣ୍ଡି ଜିଲାର କାଶ୍ମୀର କୁହାଯାଉଥିବା ଥୁଆମୂଳ ରାମପୁର ବ୍ଲକ ଏବେ ଶୀତରେ ଥରୁଛି। ଚଳିତ ବର୍ଷ ଏହାର ଆଖପାଖ ଅଞ୍ଚଳରେ ଶୀତ ଏକପ୍ରକାର ଲୁଚକାଳି ଖେଳୁଥିବା ବେଳେ ଗତ କିଛିଦିନ...
ଏମ୍ଜିଏନ୍ଆର୍ଇଜିଏସ୍ ଦୁର୍ନୀତି ଅଭିଯୋଗର ଭିଜିଲାନ୍ସ ତଦନ୍ତ
ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପଲନା ପଞ୍ଚାୟତରେ ଏମ୍ଜିଏନ୍ଆର୍ଇଜିଏସ୍ରେ ଦୁର୍ନୀତି ହୋଇଥିବା ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ, ପିଚୁ ରାସ୍ତା ଉପରେ ୧୦ ଲକ୍ଷ ଟଙ୍କାର ମାଟି ଓ ମୋରମ କାମ ହୋଇଥିବା ଦର୍ଶାଇ ଯୋଜନାରେ...
ଟ୍ରକ୍କୁ ପିଟିଲା ଟମାଟୋ ବୋଝେଇ ପିକ୍ଅପ୍, ୨ ଗୁରୁତର
କୋକସରା,୨୨ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଜାତୀୟ ରାଜପଥ ୨୬ କୋକସରା ଥାନା ଡଙ୍ଗରିଗୁଡ଼ା ଆପନା ଢାବା ନିକଟରେ ଏକ ଟ୍ରକ୍କୁ ଜୟପୁର ପଟୁ ବଲାଙ୍ଗୀରକୁ ଟମାଟୋ ବୋଝେଇ କରି ଦ୍ରୁତଗତିରେ ଯାଉଥିବା ପିକ୍ଅପ୍ ଓଡି ୦୩ ଏବି ୫୬୭୪...
ବିକାଶମୂଳକ କାର୍ଯ୍ୟକୁ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ
ଭବାନୀପାଟଣା,୨୨ା୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ମଣ୍ଡଳୀ ବିକାଶ କମିଟି ବୈଠକ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଶାଖାର ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭବାନୀପାଟଣା ବିଧାୟକ ସାଗର ଚରଣ ଦାସ ଅଧ୍ୟକ୍ଷତା କରିଥିଲେ। ବୈଠକରେ...
ରବି ଚାଷ ପାଇଁ ଜଳଯୋଗାଣ ବନ୍ଦ ପ୍ରତିବାଦରେ ତେଜିଲା ଚାଷୀ ଆନ୍ଦୋଳନ
ଧର୍ମଗଡ଼,୨୧ା୧୧(ଆକାଶ କୁମାର ଜଗତ)- ଇନ୍ଦ୍ରାବତୀ ମେଗାଲିଫ୍ଟ କେନାଲରୁ ଆସନ୍ତା ରବି ଚାଷ ପାଇଁ ଜଳସେଚନ ବନ୍ଦ ରହିବା ନେଇ ଇନ୍ଦ୍ରାବତୀ ମେଗାଲିଫ୍ଟ କୁସୁମଖୁଣ୍ଟି କାର୍ଯ୍ୟାଳୟରୁ ବିଭାଗୀୟ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ...
Archives


