କଳାହାଣ୍ଡି

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ ବିଖଣ୍ଡିତ ମୃତଦେହ ୭ଫୁଟ ମାଟି ତଳୁ ବନ ବିଭାଗ ଓ ପ୍ରାଣୀ ଚିକିତ୍ସା ବିଭାଗ…

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ ସାମ୍ନାକୁ ଆସିଛି । ଗତ ୨୦୨୪ ମସିହାରେ ବାପା ଲକ୍ଷ୍ମଣ ମାଝୀଙ୍କ ମୃତ୍ୟୁ ପରେ…

ନୂଆଦିଲ୍ଲୀରେ ଦୁଲୁକିବ କଳାହାଣ୍ଡିର ଘୁମୁରା, ବଜାଶାଲ: ଜଲଓ୍ବା ଦେଖାଇବେ ପ୍ରତିଭା ଅନୁଷ୍ଠାନର କଳାକାର

ଭବାନୀପାଟଣା,୨୦ା୧(ଉତ୍ତମ କୁମାର ଦାଶ):ବନ୍ଦେ ମାତରମ୍‌ ଗୀତର ୧୫୦ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ନୂଆଦିଲ୍ଲୀ ରାଜପଥରେ ଆସନ୍ତା ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ କଳାହାଣ୍ଡିର ଘୁମୁରା ଓ ବଜାଶାଲ ଦୁଲିକିବ। ଭାରତର ପ୍ରତ୍ୟେକ ରାଜ୍ୟର ୨୫ଶହ କଳାକାରଙ୍କୁ ନେଇ ଲୋକନୃତ୍ୟ ଓ…

ମଣ୍ଡିରୁ ଉଠୁନି ଧାନ: ରାସ୍ତାରେ ବସିଲେ ଚାଷୀ

ଲାଞ୍ଜିଗଡ଼,୨୦ା୧(ରମେଶ ଚନ୍ଦ୍ର ନାୟକ):ବାରମ୍ବାର ଅଭିଯୋଗ ସତ୍ତ୍ୱେ ମିଲର୍ସଙ୍କ ମନମାନି ଯୋଗୁ ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ସମବାୟ ସମିତି ମଣ୍ଡିରୁ ଧାନ ଉଠୁନାହିଁ। ଏହାର ପ୍ରତିବାଦରେ ସୋମବାର ୬ ଗୋଟି ପଞ୍ଚାୟତର ଶତାଧିକ ଚାଷୀ ଲାଞ୍ଜିଗଡ଼-ମୁନିଗୁଡ଼ା ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ବର୍ତ୍ତମାନ…

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା ସିଂ ମାଝୀ ନିଜର ନିଷ୍ଠା ବଳରେ ଆଜି ସମଗ୍ର ଅଞ୍ଚଳ ପାଇଁ ଗୌରବ ସାଜିଛନ୍ତି।…

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର ପ୍ରକାଶ ପାଇବା ପରେ ସ୍ଥାନୀୟ ପ୍ରଶାସନ ତତ୍ପରତା ପ୍ରକାଶ କରିଛି। ଖବରର ପ୍ରଭାବ ସ୍ବରୂପ,…

‘ଘୁମୁରା’ ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଜିଲା ପାଇଁ ଏତିକି କୋଟି ଟଙ୍କାର…

ଭବାନୀପାଟଣା,୧୯।୧(ଉତ୍ତମ କୁମାର ଦାଶ): କୃଷି କ୍ଷେତ୍ରରେ କଳାହାଣ୍ଡିକୁ ରାଜ୍ୟରେ ଏକ ନମ୍ବର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରବିବାର ଭବାନୀପାଟଣା ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଅନୁଷ୍ଠିତ ଜିଲାସ୍ତରୀୟ କଳାହାଣ୍ଡି ଉତ୍ସବ ‘ଘୁମୁରା’ର ଉଦ୍‌ଯାପନୀ ସନ୍ଧ୍ୟାରେ ଯୋଗଦେଇ…

ସୁରେଶ ଚୌଧୁରୀ ବ୍ଲକ କଂଗ୍ରେସ ସଭାପତି, ପିସିସି ସଭାପତିଙ୍କୁ ଧନ୍ୟବାଦ…

କର୍ଲାମୁଣ୍ଡା,୧୮/୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କଂଗ୍ରେସ କମିଟି ସଭାପତି ଭାବେ ସୁରେଶ ଚୌଧୁରୀ ପୁନର୍ବାର ନିଯୁକ୍ତି ପାଇଛନ୍ତି । ସେ ବର୍ତ୍ତମାନ ଖ ଜୋନ ଜିଲ୍ଲା ପରିଷଦ ସଭ୍ୟ ରହିଥିବା ବେଳେ ଗତ ଜିଲ୍ଲା ପରିଷଦ ନିର୍ବାଚନରେ…

୭୬ତମ କୁର୍ଶୁଲା ମକରମେଳା ଉଦଯାପିତ; ଚଣ୍ଡୀଙ୍କ ପୀଠରେ ପଡିଲା ବଳି, ୨କୋଟିରୁ…

କର୍ଲାମୁଣ୍ଡା,୧୮ା୧ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲା ସ୍ଥିତ ନୀଳକଣ୍ଠେଶ୍ୱର ମନ୍ଦିରରେ ଚାଲୁଥିବା ୭୬ତମ ମକରମେଳା ରବିବାର ଉଦଯାପିତ ହୋଇଯାଇଛି । ଗତ ୧୨ ତାରିଖ ଦିନ ନେଉଳ ପ୍ରବେଶ ଠାରୁ ଆରମ୍ଭ ହୋଇଥିବା ଏହି ଯାତ୍ରା…

ଅନ୍ୟ ଜିଲା ଠିକାଦାରଙ୍କୁ ଦୃଢ଼ ବିରୋଧ, ଟେଣ୍ଡର ପକାଇଲେ…

କେସିଙ୍ଗା,୧୮ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଠିକାଦାର କଣ୍ଟ୍ରାକ୍ଟର ଆସୋସିଏଶନର ଜିଲା ସଭାପତି ଜଗଦୀଶ ମଣ୍ଡଳଙ୍କ ସଭାପତିତ୍ୱରେ ଜିଲାସ୍ତରୀୟ ଠିକାଦାର ସଂଘର ଏକ ସାଧାରଣ ବୈଠକ କେସିଙ୍ଗା ସହରସ୍ଥିତ ଏକ ହୋଟେଲ୍‌ରେ ରବିବାର ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତଥି ଭାବେ ଜିଲା ସଭାପତି…

ପୁଣି ସୁବାସଙ୍କ ଉପରେ ଭରସା କଲା କଂଗ୍ରେସ: ଦେଲା ଗୁରୁଦାୟିତ୍ୱ

କେସିଙ୍ଗା,୧୮।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ସୁବାସ ଜୈନଙ୍କୁ ଟାଉନ ସଭାପତି ଭାବେ କଂଗ୍ରେସର ପିସିସି ସଭାପତି ଭକ୍ତ ଚରଣ ଦାସ ନିଯୁକ୍ତି ଦେଇଛନ୍ତି। ଏ ନେଇ ସମଗ୍ର ଅଞ୍ଚଳରେ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ଜୈନ…

କଳାହାଣ୍ଡି ପାଇଁ ଆଣିଲେ ଗୌରବ: ଲୋକକଳା ସମ୍ମାନ ପାଇଲେ ଯୁବ ପ୍ରତିଭା ସତ୍ୟବ୍ରତ ଦାଶ

ଭବାନୀପାଟଣା,୧୭।୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଜୟଦେବ ଭବନ ଠାରେ ରାଜ୍ୟ ସାହିତ୍ୟ ସଂସ୍କୃତି ବିଭାଗ ଏବଂ ସଂସ୍କୃତି ମଞ୍ଚ ଆନୁକୂଲ୍ୟରେ ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ବରିଷ୍ଠ କଳାକାରଙ୍କୁ ଶନିବାର ଲୋକକଳା ସମ୍ମାନ ରେ ସମ୍ମାନିତ କରାଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?