କନ୍ଧମାଳ

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ ୩ ବର୍ଷ ହେବ ଅଫ୍‌ଲାଇନରେ +୨ କଳା ବିଭାଗର ମୂଲ୍ୟାୟନ କେନ୍ଦ୍ର ବେଶ୍‌…

ପାରମ୍ପରିକ ସଂସ୍କୃତିକୁ ବଞ୍ଚାଇ ରଖିବା ପାଇଁ ପ୍ରୟାସ

ଦାରିଙ୍ଗବାଡ଼ି,୧୧ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଜାଗୃତି ସଭାଗୃହଠାରେ ‘ହିମକନ୍ୟା’ ଭାଷା, ସାହିତ୍ୟ ଓ ସାଂସ୍କୃତିକ ପରିଷଦର ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି। ଏହି ପରିଷଦର ସଭାପତି ଭାବେ ପତିତପାବନ ରାଉତ ଏବଂ ସମ୍ପାଦକ ଭାବେ ପ୍ରଶାନ୍ତ ସାହୁଙ୍କୁ ଚୟନ କରାଯାଇଛି।…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସନ୍ଧ୍ୟାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ ଦତ୍ତାତ୍ରେୟ ବାହିନୀପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସରପଞ୍ଚ ଦାଶରଥି…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର। ଏପରି ଘଟଣା କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତର ଟେକଲା ମିଲା…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା ପାଇଁ ଦିନଟିଏ’ କାର୍ଯ୍ୟକ୍ରମ ବୁଧବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ତୁମୁଡିବନ୍ଧ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି। ଅଭିଯୁକ୍ତ ହେଲେ ଦାରିଙ୍ଗବାଡି ଥାନା ଅଞ୍ଚଳର ପ୍ରତାପ ଚନ୍ଦ୍ର ସାହୁ ବୋଲି ସରକାରୀ…

ତାଣ୍ଡବ ରଚିଲା କାଳବୈଶାଖୀ: ଉଡିଲା ଘର ଛପର, ଭାଙ୍ଗିଲା ବଡ଼ ବଡ଼ ଗଛ

ତୁମୁଡିବନ୍ଧ,୭।୪ (ଦୀପକ କୁମାର ପରାସେଠା): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୁର୍ତମଗଡ ପଞ୍ଚାୟତ ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ରଚାଇଥିବାର ଗତକାଲି ଦେଖିବାକୁ ମିଳିଛି l ସୂଚନା ଅନୁସାରେ ପଞ୍ଚୁଦଣ୍ଡ ମିଳନ କୁର୍ତମଗଡ଼ ବଜାର ମଧ୍ୟରେ ଚାଲିଥିବା ସମୟରେ ଦିନ ଦୁଇପହରରେ ହଠାତ୍‌…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର ଡବେରୀ ସମେତ ବାଲୁବାଙ୍ଗା, ବ୍ରାହାସାଲାକା ଆଦି ଗ୍ରାମର ଶତାଧିକ ମହିଳା, ପୁରୁଷ ଏକତ୍ରିତ…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିସହିତ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ଓ ‘ବିକଶିତ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ  ପ୍ରାଣୀତା ଦାସ ଶନିବାର ପୂର୍ବାହ୍ନରେ ଉଦ୍‌ଘାଟନ କରିଛନ୍ତି। ଛାତ୍ରୀଛାତ୍ରମାନେ ପ୍ରଥମେ ପାରମ୍ପରିକ ବେଶରେ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ ପାଳିତ ହୋଇଯାଇଛି। ଉକ୍ତ ବ୍ଲକର ବ୍ରାହ୍ମଣୀଗାଁ ସମେତ ଗଦାପୁର, କାଟିଙ୍ଗିଆ, ତାଜୁଙ୍ଗିଆ, ସରାମୁଳି,…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା ଖରାପ ଯୋଗୁ ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବା କାରଣରୁ ଏହି ମୃତ୍ୟୁ ହୋଇଥିବା ପରିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri