କନ୍ଧମାଳ

ଦାରିଙ୍ଗବାଡ଼ିରେ ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’: ଜିଲା ସ୍ତରୀୟ ପ୍ରତିଯୋଗିତା ପାଇଁ ୬ କୃତୀ ଛାତ୍ରଛାତ୍ରୀ ମନୋନୀତ

ଦାରିଙ୍ଗବାଡ଼ି,୨୨।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଆଇଟିଆଇ (ITI) ପରିସରରେ ମଙ୍ଗଳବାର ବ୍ଲକ ସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ ଆନନ୍ଦ-ଉଲ୍ଲାସ ସହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ନୋଡାଲ ଅଫିସର ଥା ବିଡ଼ିଓ ପ୍ରୀତିରଞ୍ଜନ ରଥ ଅଧ୍ୟକ୍ଷତା କରିଥିବା ବେଳେ…

ତାପସଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଦଳୀୟ ସଂଗଠନକୁ ମଜଭୁତ କରିବା ଲକ୍ଷ୍ୟ

ରାଇକିଆ,୨୨।୯(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭାଜପାର ଯୁବ ସଂଗଠକ ତାପସ ଦଳବେହେରା ଭାରତୀୟ ଜନତା ପାର୍ଟିରେ ନିଜର ଦୃଢ଼ କାର୍ଯ୍ୟଦକ୍ଷତା ଯୋଗୁ ଜିଲା ଆଇଟି ସେଲ ସଦସ୍ୟ ଭାବେ ଗୁରୁଦାୟିତ୍ୱ ମିଳିଛି। ଛାତ୍ର ରାଜନୀତିରୁ ଯାତ୍ରା ଆରମ୍ଭ କରିଥିବା…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ ମୃତଦେହ ନିଜ ଜନ୍ମ ମାଟିରେ ଶ୍ରାନିକେତାରେ ପହଞ୍ଚିଥିଲା। ପ୍ରକାଶ ଯେ, ଶ୍ରାନିକେତା ଗ୍ରାମର…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ ସେ ନିଜ ପଞ୍ଚାୟତର ବିଦ୍ୟାଳୟଗୁଡିକୁ ପରିଦର୍ଶନ କରିଥିଲେ। ସେ ଉକ୍ତ ପଞ୍ଚାୟତ ଟେପାରି…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଲଘୁଚାପଜନିତ ଲଗାଣ ବର୍ଷା ବର୍ଷା ହେଉ କିମ୍ବା ବାତ୍ୟା…

ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ

ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ ଶିକ୍ଷକ ସମ୍ବର୍ଦ୍ଧନା ଏବଂ ଗୁରୁପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ ଦେବତା ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ପରେ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଡବେରୀ ଗ୍ରାମର ଶ୍ମଶାନ ଲଟାବୁଦାରେ ଭର୍ତ୍ତି ହୋଇ…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ ବିଭାଗ ପକ୍ଷରୁ ଏହାକୁ କାର୍ଯ୍ୟକ୍ଷମ କରିବାରେ ଅହେତୁକ ବିଳମ୍ବ କରାଯାଉଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ ଜବତ କରି ପୋଲିସ ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଗଭୀର ଅସନ୍ତୋଷ ଓ ଚିନ୍ତା ପ୍ରକାଶ ପାଇଛି। ଆଗକୁ ପାର୍ବଣ ଋତୁ ଆସୁଥିବା…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ ଚକାପାଦ ଗ୍ରାମ ତୋଟାସାହିର ଧର୍ମେନ୍ଦ୍ର କୁମାର ବେହେରା ଓରଫ ନିଖିଲ କୁମାର ପଟ୍ଟନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?