କନ୍ଧମାଳ

ଝିପିଝିପି ବର୍ଷାରେ ବିଦ୍ୟୁତ କାଟ: ଘଣ୍ଟାଘଣ୍ଟା ଧରି ଅନ୍ଧାରରେ ଅଞ୍ଚଳବାସୀ 

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ ): ସାମାନ୍ୟ ଝିପିଝିପି ବର୍ଷାରେ ଘଣ୍ଟାଘଣ୍ଟା ଧରି ବିଦ୍ୟୁତ୍‌ କାଟ। ଏଭଳି ଘଟଣା ଦେଖିବାକୁ ମିଳିଛି  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଫିଡ଼ରରେ…

12 months ago

ଭାଜପା ପକ୍ଷରୁ ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ରାଇକିଆ,୧୪।୪(ପ୍ରଦୀପ ବେହେରା):କନ୍ଧମାଳ ଜିଲା ରାଇକିଆ ଭାଜପା ତରଫରୁ ବନ ଦୁର୍ଗା କଲ୍ୟାଣ ମଣ୍ଡପଠାରେ ସୋମବାର ବାବା ସାହେବ ଭୀମରାଓ ଆମ୍ବେଡକରଙ୍କର ଜୟନ୍ତୀ ପାଳିତ ହୋଇଯାଇଛି। ମଣ୍ଡଳ ସଭାପତି…

12 months ago

ଜିଲାପାଳଙ୍କୁ ଝୁରୁଛନ୍ତି ଦୁର୍ଗମ ଅଞ୍ଚଳବାସୀ: ସ୍କୁଟିରେ ବୁଲି ଲୋକଙ୍କ ବୁଝୁଥିଲେ ସମସ୍ୟା

ଦାରିଙ୍ଗବାଡି, ୧୪।୪ (ଅରୁଣ ସାହୁ):କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ଝୁରୁଛନ୍ତି ଦାରିଙ୍ଗବାଡିର ଏକାଧିକ ଦୁର୍ଗମ ଅଞ୍ଚଳବାସୀ। ସେ ଆଉ ଅଞ୍ଚଳରେ ଜଣେ ସାଧାରଣ ମଣିଷ ଭଳି ସ୍କୁଟିରେ…

12 months ago

ହନୁମାନ ଜୟନ୍ତୀ ଉତ୍ସବ, ମହାବିଷୁବ ପଣା ସଂକ୍ରାନ୍ତି ପାଳିତ

ବାଲିଗୁଡା,୧୪।୦୪,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣାସଂକ୍ରାନ୍ତି ମହାସମାରୋହରେ…

12 months ago

ବିଶ୍ବ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ପକ୍ଷରୁ ପଣା ବଣ୍ଟନ

ରାଇକିଆ,୧୪।୪,(ପ୍ରଦୀପ ବେହେରା): ମହା ବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ପାଳନ ପାଇଁ କନ୍ଧମାଳ ଜିଲା ରାଇକିଆ ବିଶ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ…

12 months ago

ପଣା ସଂକ୍ରାନ୍ତିରେ ସ୍କୁଲ ପିଲା ବାଣ୍ଟିଲେ ପାଣି ସହ ପାରମ୍ପରିକ ପଣା

ଦାରିଙ୍ଗବାଡି, ୧୪।୪, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ନୀଳକନ୍ଦର ସାହିର ଛାତ୍ରୀଛାତ୍ରମାନେ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ପଣା ସଂକ୍ରାନ୍ତି ଅବସରରେ ପାରମ୍ପରିକ ପଣା ଏବଂ…

12 months ago

‘ଆମେ ବି ହେବୁ କୁନି ବୈଜ୍ଞାନିକ’, କେଏମଆରଏସରେ ବିଜ୍ଞାନ ଓ ଗବେଷଣାକୁ ନେଇ କର୍ମଶାଳା

ରାଇକିଆ,୧୪।୪,(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ କଳିଙ୍ଗ ମଡେଲ ରେଶିଡେନ୍ସିଆଲ ସ୍କୁଲରେ ବିଜ୍ଞାନ ଓ ଗବେଷଣାକୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ଛାତ୍ରୀଛାତ୍ରମାନଙ୍କ…

12 months ago

ଶାଗୁଆନ କାଠ ଚୋରା ଚାଲାଣ ଉଦ୍ୟମ, ଜବତ କଲା ଜଙ୍ଗଲ ଓ ପରିବେଶ ବିଭାଗ

ରାଇକିଆ,୧୪।୪,(ପ୍ରଦୀପ ବେହେରା): କନ୍ଧମାଳ ଜିଲା କରଡ଼ା ରେଞ୍ଜ ଅଧୀନରେ ଥିବା ରଣବା ସେକ୍ସନର ଘାଟି ଖାରିଗୁଡ଼ା ଅଞ୍ଚଳରେ ଚାଲାଣ ପାଇଁ ଉଦ୍ୟମ ହେଉଥିବା ୨୭ଖଣ୍ଡ ଶାଗୁଆନ କାଠକୁ…

12 months ago

୧୩ ଦିନିଆ ଯାତ୍ରା ସାରି ମନ୍ଦିର ଫେରିଲେ ମା’ ଦକ୍ଷିଣକାଳୀ

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ…

12 months ago

କନ୍ଧମାଳର ଟୁଇଟର ମ୍ୟାନ ହେଲେ ସମ୍ମାନିତ

ଜି.ଉଦୟଗିରି,୧୨ା୪(ଚିନ୍ମୟ କୁମାର ସେଠୀ)-ଓଡ଼ିଶାର ଏକ ସାମାଜିକ ସଂଗଠନ ଆସୋସିଏଶନ ଅଫ ଟୁଇଟର ଆକ୍ଟିଭିଷ୍ଟ (ଏଟିଏ) ତରଫରୁ ପୁରୀଠାରେ ଚତୁର୍ଥ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ…

12 months ago