କନ୍ଧମାଳ

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା  ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

2 months ago

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

2 months ago

ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ…

2 months ago

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

2 months ago

ଦାଦନ ଖଟିବାକୁ ଯାଇ କେରଳରେ ଯୁବକ ମୃତ; ମୃତଦେହ ଗାଁକୁ ଆଣିବାକୁ ଜିଲାପାଳଙ୍କୁ ନିବେଦନ

ଜି.ଉଦୟଗିରି,୧୦।୮(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାରୁ ଦାଦନ ଖଟିବାକୁ କେରଳ ଯାଇଥିବା ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା…

2 months ago

ବିଶ୍ୱ ଜନଜାତି ଦିବସରେ ଗର୍ଜିଲେ ଅଧିବାସୀ, କନ୍ଧମାଳ ମେଡିକାଲ କଲେଜର ନାମ ପରିବର୍ତ୍ତନକୁ ବିରୋଧ

ଦାରିଙ୍ଗବାଡି,୯ା୮(ଅରୁଣ ସହୁ ): ବିଶ୍ୱ ଜନଜାତି ଦିବସ ରବିବାର ପାଳିତ ହୋଇଯାଇଛି । ଏହି ଅବସରରେ ଅଞ୍ଚଳରେ ବସବାସ କରୁଥିବା ଜନଜାତି ସମ୍ପ୍ରଦାୟର ଶତାଧିକ ମହିଳା, ପୁରୁଷ…

2 months ago

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

2 months ago

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

2 months ago

ପିଅନଙ୍କ ଅବସର ପରେ ସୂଚନା, ଲୋକସମ୍ପର୍କ କାର୍ଯ୍ୟାଳୟରେ ଝୁଲୁଛି ତାଲା

ଜି.ଉଦୟଗିରି,୬ା୮(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ସହରରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ୧୯୮୦ରେ ପ୍ରତିଷ୍ଠା ହୋଇଥିବା ବେଳେ ଏଠାରେ ତାଲା ଝୁଲୁଥିବା ଦେଖିବାକୁ ମିଳିଛୁ। ପୂର୍ବରୁ…

2 months ago

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

2 months ago