କନ୍ଧମାଳ

ଧରିତ୍ରୀ ଖବରଦାତାଙ୍କ ନାଁ ନେଇ ଫେକ୍‌ ଚିଠି

ଦାରିଙ୍ଗବାଡି,୨୫।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଧରିତ୍ରୀ ପ୍ରତିନିଧିଙ୍କ ନାମରେ ଫେକ ଚିଠି ଯାଇଛି ପ୍ରଶାସନିକ ଅଧିକାରୀଙ୍କ ନିକଟକୁ। ତେବେ ପ୍ରଶାସନିକ ଅଧିକାରୀମାନେ ସେଠାରେ ଅନୁପସ୍ଥିତ…

2 years ago

ତାର ଉପରେ ଗଛ ପଡ଼ି ବିଦ୍ୟୁତ୍‌ ସରବରାହ ବନ୍ଦ

ଖଜୁରିପଡ଼ା,୨୫ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଡଲାବାଲି ଛକ ଖେଳପଡିଆଠାରେ ବିଦ୍ୟୁତ୍‌ ତାର ଉପରେ ଗୁରୁବାର ଗଛ ପଡ଼ି ଯିବାରୁ ଦୀର୍ଘ ୯ ଘଣ୍ଟା ଧରି…

2 years ago

ଜଳକଷ୍ଟ ଭୋଗୁଛନ୍ତି ଗୁମୁରିଖୋଲ ଗ୍ରାମବାସୀ

ଖଜୁରିପଡ଼ା,୨୫ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପୀରିକୁଡି ପଞ୍ଚାୟତ ଗୁମୁରିଖୋଲ ଗ୍ରାମବାସୀ ବୈଶାଖ ମାସରେ ଜଳକଷ୍ଟ ଭୋଗୁଛନ୍ତି। ଏହି ଗାଁରେ ପିଇବା ପାଣି ଏକ ପ୍ରମୁଖ ସମସ୍ୟା…

2 years ago

ନିୟମକୁ ଅଣଦେଖା: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଯାତ୍ରୀ ଥାଇ ଡିଜେଲ ଭର୍ତ୍ତି କରୁଛି ଲକ୍ଷ୍ମୀବସ୍‌, ସାଧାରଣରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୫ା୪(ଅରୁଣ ସାହୁ): ରାଜ୍ୟ ସରକାର ସମସ୍ତ ପଞ୍ଚାୟତରୁ ବ୍ଲକ ହେଡକ୍ୱାର୍ଟରକୁ ସୁବିଧା ଓ ଶସ୍ତାରେ ଯାତାୟାତ ପାଇଁ ଲକ୍ଷ୍ମୀବସ୍‌ର ବ୍ୟବସ୍ଥା କରିଛନ୍ତି କିନ୍ତୁ ଅନେକ ସମୟରେ ଏହି…

2 years ago

ଘନଘନ ବିଦ୍ୟୁତ୍‌ କାଟ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡି,୨୫।୪(ଅରୁଣ ସାହୁ): ରାଜ୍ୟର ଚାରିଆଡେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଗତ କିଛିଦିନ ହେଲା ଘନଘନ ବିଦ୍ୟୁତ୍‌ କାଟକୁ ନେଇ…

2 years ago

ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା: ଦାରିଙ୍ଗବାଡ଼ି ଶିକ୍ଷକ ସଂଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ଶ୍ରୀନଗରର ପହଲଗାମରେ ଆତଙ୍କବାଦୀ ପର୍ଯ୍ୟଟକଙ୍କୁ ଗୁଳିକରି ହତ୍ୟା କରିଥିବା ଓ ଏଥିରେ ବାଲେଶ୍ୱରର ପ୍ରଶାନ୍ତ ଶତପଥୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିବା ସହ ଏକାଧିକ ପର୍ଯ୍ୟଟକଙ୍କ…

2 years ago

ପହଲଗାମ ମୃତକଙ୍କ ସ୍ମୃତିରେ ଦୀପଦାନ-ଶୋଭାଯାତ୍ରା

ରାଇକିଆ,୨୪।୪(ପ୍ରଦୀପ ବେହେରା)-ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ଅନେକ ପର୍ଯ୍ୟଟକ ପ୍ରାଣ ହରାଇଛନ୍ତି। ଏଥିସହ ଅନେକ ଆହତ ହୋଇ ଏବେ ବି ମେଡିକାଲ ରେ ଚିକିତ୍ସିତ ହେଉଛନ୍ତି। ଏହି…

2 years ago

ତୁମୁଡିବନ୍ଧରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ: ସଭା କାର୍ଯ୍ୟରେ ଫାଙ୍କା ପଡ଼ିଲା ଚୌକି

ତୁମୁଡିବନ୍ଧ,୨୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ପ୍ରଶାସନ ପକ୍ଷରୁ ଗୁରୁବାର ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ହେଲେ ଅଳ୍ପ ସଂଖ୍ୟକ ଅଙ୍ଗନଓ୍ବାଡି…

2 years ago

ଜାତୀୟ ପଞ୍ଚାୟତିରାଜ ଦିବସ: ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଭିନ୍ନ ଯୋଜନା ଘୋଷଣା

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ବ୍ଲକ ସ୍ତରରେ ପାଳିତ ହୋଇଛି ଜାତୀୟ ପଞ୍ଚାୟତିରାଜ ଦିବସ। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ…

2 years ago

ଦାରିଙ୍ଗବାଡି ଆଇଆଇସିଙ୍କ ଡିଏସପି ପାହ୍ୟାକୁ ପଦନ୍ନୋତି , ଜିଲାରେ ୬ ଜଣ ଅଧିକାରୀଙ୍କ ପଦନ୍ନୋତି

ଦାରିଙ୍ଗବାଡି, ୨୪ ।୪ (ଅରୁଣ ସାହୁ): ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଆଇଆଇସିମାନଙ୍କୁ ଓପିଏସ ଗ୍ରୁପ-ଏ (ଜୁନିଅର ଶାଖା)ର ଗ୍ରେଡକୁ ପଦୋନ୍ନତି କରାଯାଇଛି। ଏହି ପ୍ରରିପ୍ରେକ୍ଷୀରେ…

2 years ago