କନ୍ଧମାଳ

ଥଣ୍ଡାରେ ଠିଆହେଲେ ସ୍କୁଲ ପିଲା; ଇନ୍ଧନ ସଂରକ୍ଷଣ ସଚେତନତା ରାଲି

ଫୁଲବାଣୀ ଅଫିସ, ୩ା୨-ଆଇଓସିଏଲ୍‌ (ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ) ପକ୍ଷରୁ ଇନ୍ଧନ ସଂରକ୍ଷଣ ସଚେତନତା ରାଲି ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳଙ୍କ କାର୍ଯ୍ୟାଳୟ ପାଖରେ ଏହାର ଶୁଭାରମ୍ଭ…

4 years ago

ଗାଜଲବାଡ଼ି ଘାଟିରେ ସରୁନି ଗାର୍ଡଓ୍ବାଲ କାର୍ଯ୍ୟ, ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ଟଳିଲା ବଡ଼ଧରଣର ଦୁର୍ଘଟଣା

ଦାରିଙ୍ଗବାଡ଼ି,୨।୨(ଡି.ଏନ୍‌.ଏ.): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ଗାଜଲବାଡ଼ି ଘାଟିରେ ରବିବାର ସକାଳେ ଏକ ବଡ଼ ଧରଣର ଦୁର୍ଘଟଣା ଟଳି ଯାଇଛି। ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରକ୍‌ଟିକୁ ରୋକିବାରେ ସଫଳ…

4 years ago

ଲାଗିଲା ସଚେତନତା ପୋଷ୍ଟର, ବୁଲିଲା ପ୍ରଚାର ଗାଡ଼ି

ଫୁଲବାଣୀ ଅଫିସ୍‌,୨ା୨-ଫୁଲବାଣୀରୁ ଜଣେ ସନ୍ଦିଗ୍ଧ କରୋନା ରୋଗୀ ବାହାରିବା ପରେ ଜିଲା ସ୍ବାସ୍ଥ୍ୟ ବିଭାଗ ସଜାଗ ହୋଇଉଠିଛି। ରବିବାର ଜିଲାର ବିଭିନ୍ନ ସ୍ଥାନରେ କରୋନା ରୋଗର ଲକ୍ଷଣ,…

4 years ago

ଆଜି କନ୍ଧମାଳ ମହୋତ୍ସବ, ପଲ୍ଲିଶ୍ରୀ ମେଳା

ଫୁଲବାଣୀ ଅଫିସ୍‌,୨ା୨-କନ୍ଧମାଳ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୦ ରବିବାର ଉଦ୍‌ଘାଟନ ହେବ। କୋରନେଶନ ପଡିଆଠାରେ ଏହା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରସ୍ତୁତି ଶେଷ…

4 years ago

ଚପଲ ଦୋକାନ ଜଳିଗଲା

ଖଜୁରିପଡ଼ା(ଡି.ଏନ.ଏ.)/ବଲସକୁମ୍ପା,୧ା୨-ଖଜୁରିପଡ଼ା ବଜାରରେ ଥିବା ଏକ ଚପଲ ଦୋକାନରେ ଶୁକ୍ରବାର ବିଳମ୍ବିତ ରାତିରେ ନିଆଁ ଲାଗିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ସମ୍ପୂର୍ଣ୍ଣ ଜଳିଯାଇଛି। ଅଗ୍ନିଶମ କର୍ମଚାରୀମାନେ ପହଞ୍ଚତ୍…

4 years ago

କନ୍ଧମାଳରେ କରୋନା ଭୟ, ଚାଇନାରେ ରହି ଏମ୍‌ବିବିଏସ୍‌ କରୁଥିବା ଛାତ୍ର ଆକ୍ରାନ୍ତ ସନ୍ଦେହ

ଫୁଲବାଣୀ ଅଫିସ, ୩୧।୧: ଦିନକୁ ଦିନ କାୟା ମେଲାଇବାରେ ଲାଗିଛି ପ୍ରାଣଘାତୀ କରୋନା ଭୂତାଣୁ ସଂକ୍ରମଣ। କେରଳରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ଶୁକ୍ରବାର…

4 years ago

ଫୁଲବାଣୀରେ ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି

ଫୁଲବାଣୀ ଅଫିସ,୩୧ା୧- ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ସଞ୍ଜୁ ପଣ୍ଡା ୩ ଦିନିଆ କନ୍ଧମାଳ ଗସ୍ତରେ ଆସି ଗୁରୁବାର ଫୁଲବାଣୀରେ ପହଞ୍ଚତ୍ଛନ୍ତି। ଅପରାହ୍ନ ପ୍ରାୟ…

4 years ago

ଶ୍ରେଣୀଗୃହରେ ଶିକ୍ଷକ ଶୋଇଥିବା ଭିଡିଓ ଭାଇରାଲ

ଦାରିଙ୍ଗବାଡ଼ି,୩୧।୧(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକରେ ଶିକ୍ଷା ବ୍ୟବସ୍ଥା ଭୁଶୁଡି ପଡିଛି। କେଉଁଠି ଶିକ୍ଷକ ଅଭାବ ତ ଆଉ କେଉଁଠି ଛାତ୍ରୀଛାତ୍ର ଅଭାବରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ଚଳିତ ଶିକ୍ଷା…

4 years ago

ଯୁବ କଂଗ୍ରେସ ପକ୍ଷରୁ ଗାନ୍ଧୀଙ୍କ ତିରୋଧାନ ଦିବସ

ଫୁଲବାଣୀ ଅଫିସ, ୩୦ା୧-କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଫୁଲବାଣୀରେ ଗୁରୁବାର ମହାତ୍ମା ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି । ପ୍ରଥମେ ଗାନ୍ଧି ଛକରେ ଥିବା ଗାନ୍ଧୀଙ୍କ…

4 years ago

ବାଲୁଗୁଡ଼ାର ବିଭିନ୍ନ ଅନୁଷ୍ଠାନରେ ମା’ ସରସ୍ବତୀଙ୍କ ପୂଜା

ବାଲିଗୁଡ଼ା,୩୦।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ଅଞ୍ଚଳରେ ବିଦ୍ୟାଦାତ୍ରୀ ମା’ସରସ୍ବତୀଙ୍କ ପୂଜା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଯଥାବିଧି ଅନୁଯାୟୀ, ପୂଜକଙ୍କ…

4 years ago