କନ୍ଧମାଳ

୨ ପଞ୍ଚାୟତର ୬୩ ହିତାଧିକରୀଙ୍କୁ ଜଙ୍ଗଲ ଜମିପଟ୍ଟା ବଣ୍ଟନ

ଖଜୁରୀପଡ଼ା, ୨୮।୩( ବିଦୁର ବେହେରା): ଖଜୁରୀପଡ଼ା ତହସିଲ କାର୍ଯ୍ୟାଳୟରେ ବ୍ୟକ୍ତିଗତ ଏବଂ ଗୋଷ୍ଠୀଗତ ଜଙ୍ଗଲ ଜମିପଟ୍ଟା ବଣ୍ଟନ କରାଯାଇଛି। ନୂଆଁ ଗାଁ ପଞ୍ଚାୟତର ବାଳିଶୁଗ୍ରି, ବରେଗୁଡ଼ା ଏବଂ…

2 years ago

ଲାଞ୍ଚ ମାମଲାରେ ଡାକ୍ତରଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ,୨୮।୩(ରାକେଶ କୁମାର ରାଉତ): ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ବିଚାରପତି ସମର ବିଳାସ ବେହେରା ଶୁକ୍ରବାର ଏକ ଲାଞ୍ଚ କାରବାର ମାମଲାରେ ଜଣେ ଡାକ୍ତରଙ୍କୁ ଦୋଷୀ ସାବ୍ୟସ୍ତ…

2 years ago

ହଜି ଯାଉଥିବା ପାରମ୍ପରିକ ଖାଦ୍ୟ, ବାଦ୍ୟଯନ୍ତ୍ରର ପୁନରୁଦ୍ଧାର ପାଇଁ ପ୍ରୟାସ

ଦାରିଙ୍ଗବାଡ଼ି,୨୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ଜନଜାତି ସମ୍ମିଳନୀ-୨୦୨୫ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଦୀପ ମଲିକ ମଞ୍ଚ ପରିଚାଳନା…

2 years ago

ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ଜୀବନ ଗଲା, ଜଣେ ଆହତ

ତୁମୁଡ଼ିବନ୍ଧ,୨୮ା୩(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ଓ ରାୟଗଡ଼ା ଜିଲା ସଂଯୋଗ କରୁଥିବା ଝିରିପାଣିଠାରୁ ଅମ୍ବାଦୋଳା ରାସ୍ତାର ବର ଗାଁ ଘାଟି ତଳେ ଏକ ବାଇକ୍‌ ଦୁର୍ଘଟଣାରେ…

2 years ago

‘ଶିକ୍ଷକ-ଅଭିଭାବକଙ୍କ ମଧ୍ୟରେ ସମନ୍ବୟ ରହିଲେ ବିଦ୍ୟାର୍ଥୀଙ୍କ ବିକାଶ ହେବ’

ଦାରିଙ୍ଗବାଡ଼ି,୨୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ‘ଆମେ ଜାଣିବା, ଆମେ ଜିଣିବା’ ସମ୍ପର୍କରେ ଆଲୋଚନା ହୋଇଥିଲା। ଏହି ଅବସରରେ…

2 years ago

ଶିଳ୍ପ ବିହୀନ କନ୍ଧମାଳରେ ଗ୍ରାଫାଇଟ୍‌ ସନ୍ଧାନ: ଭୂତତ୍ତ୍ୱବିତ୍‌ଙ୍କ ଦ୍ୱାରା ସର୍ଭେ କାର୍ଯ୍ୟ ଜୋରଦାର

ଦାରିଙ୍ଗବାଡ଼ି,୨୮ା୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ହାତୀମୁଣ୍ଡା ପଞ୍ଚାୟତର ବିଜାଲି ଏବଂ କୁମ୍ଭାରିପଦର ଅଞ୍ଚଳରେ ଗ୍ରାଫାଇଟ୍‌ର ସନ୍ଧାନ ମିଳିଛି। ଏହାକୁ ନେଇ ବ୍ରହ୍ମପୁରରୁ ଭୂତତ୍ତ୍ୱବିତ୍‌ ବୈଜ୍ଞାନିକମାନେ ସର୍ଭେକୁ…

2 years ago

ହାତୁଡ଼ିରେ ପିଟି ବାପାଙ୍କୁ ହତ୍ୟା କଲେ ପୁଅ

ଫୁଲବାଣୀ/ଫିରିଙ୍ଗିଆ,୨୭ା୩(ରାକେଶ କୁମାର ରାଉତ/ବିମଳ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପବିଙ୍ଗିଆ ପଞ୍ଚାୟତ ଲାମପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟଛି। ବାପା ଡକେଣା ଦିଗାଲଙ୍କୁ ପୁଅ…

2 years ago

ପୁଅ ମୃତ୍ୟୁ ପଛରେ ବାପାଙ୍କ ହାତ: ସାଂଘାତିକ ଅଭିଯୋଗ ଆଣିଲେ ମା’

ଫୁଲବାଣୀ,୨୭।୩(ରାକେଶ କୁମାର ରାଉତ): ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ସାହିରେ ଜଣେ ନାବାଳକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଜବତ ହୋଇଛି। ସେ ହେଲେ ଅଭିଜିତ୍‌ ବଗର୍ତ୍ତୀ(୧୫)।…

2 years ago

ଋଷିମାଳରେ ମହାବାରୁଣୀ ଯାତ୍ରା: ଯୋଗଦେଲେ ହଜାର ହଜାର ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୭।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତ ପୀଡ଼ିକାରିପି ଗ୍ରାମ ଅଞ୍ଚଳରେ ଥିବା ପବିତ୍ର ତୀର୍ଥକ୍ଷେତ୍ର ଋଷିମାଳଠାରେ ମହାବାରୁଣୀ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବୁଧବାର…

2 years ago

ବାପାଙ୍କ ସହ ଯୁକ୍ତିତର୍କ ପରେ ଫ୍ୟାନ୍‌ରେ ଝୁଲି ପଡ଼ିଲେ ନାବାଳକ

ଫୁଲବାଣୀ, ୨୭।୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ଅଞ୍ଚଳରେ ବୁଧବାର ଜଣେ ନାବାଳକଙ୍କ ମୃତଦେହ ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର କରାଯାଇଛି।…

2 years ago