କନ୍ଧମାଳ

ଏଟିଏମ୍‌ ଭାଙ୍ଗି ଲୁଟ୍‌ ଉଦ୍ୟମ, ପହଞ୍ଚିଗଲା ପାଟ୍ରୋଲିଂ ଗାଡ଼ି, ଚମ୍ପଟ ମାରିଲେ ଦୁର୍ବୃତ୍ତ

ରାଇକିଆ,୨୫ା୬(ପ୍ରଦୀପ ବେହେରା/ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ରାଇକିଆ ଥାନା କତିଙ୍ଗିଆଠାରେ ଶନିବାର ବିଳମ୍ବିତ ରାତିରେ ଅଜଣା ଦୁର୍ବୃତ୍ତ ଷ୍ଟେଟ୍‌ବ୍ୟାଙ୍କ ଏଟିଏମ୍‌ ଭାଙ୍ଗି ଚୋରି ଉଦ୍ୟମ କରିଥିବା ଜଣାପଡ଼ିଛି।…

2 years ago

ମୋଦି ସରକାରଙ୍କ ହାତ ମୁଠା ଶକ୍ତ କର, ସବୁ ଯୋଜନାର ଫାଇଦା ନିଅ

ଦାରିଙ୍ଗବାଡ଼ି,୨୫।୬(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ମା’ ପାଟ୍ଟଖଣ୍ଡା ମନ୍ଦିର ପ୍ରାଙ୍ଗଣରେ ଭାଜପାର ଦାରିଙ୍ଗବାଡି ମଣ୍ଡଳ କର୍ମକର୍ତ୍ତାଙ୍କ ସାଙ୍ଗଠନିକ ବୈଠକ ଜିଲା…

2 years ago

ଜଙ୍ଗଲରୁ ମୃତଦେହ ମିଳିବା ଘଟଣା: ତ୍ରିକୋଣୀୟ ପ୍ରେମରୁ ହତ୍ୟା, ୫ ଗିରଫ

ଫୁଲବାଣୀ,୨୫ା୬(ରାକେଶ ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ କିଆ ମୁଣ୍ଡାଗାଁ ଜଙ୍ଗଲରୁ ଗତ ୧୩ ତାରିଖରେ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା ଭିନ୍ନମୋଡ଼ ନେଇଛି।…

2 years ago

କଥା ଦେଇ କଥା ରଖିଲେ ୫-ଟି ସଚିବ: ଗସ୍ତର ଗୋଟିଏ ସପ୍ତାହରେ ଆସିଲା ୨କୋଟି ଟଙ୍କାର ଅନୁଦାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି଼କୁ ଗତ ସପ୍ତାହରେ ୫-ଟି ସଚିବ ଭି. କେ ପାଣ୍ଡିଆନ ଗସ୍ତ କରିଥିଲେ। ସେହି ସମୟରେ ସେ ୪ଟି ପ୍ରକଳ୍ପ ତଥା…

2 years ago

ରଜ ଉତ୍ସବ ପାଳିବାକୁ ଯାଇ ଯୁବତୀଙ୍କ ପତ୍ତା ମିଳୁନି

ବାଲିଗୁଡ଼ା,୨୪ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାରେ ଦିନକୁ ଦିନ ନାବାଳିକା/ଯୁବତୀ ଅପହରଣ ମାମଲା ବୃଦ୍ଧି ପାଇବାରେ ଲାଗିଛି। କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମହାସିଙ୍ଗି ଗ୍ରାମରେ…

2 years ago

ବାଲିଗୁଡା ସୁଡ୍ରା ଅଞ୍ଚଳରେ ମାଓବାଦୀ ପୋଷ୍ଟର, ରବିବାର ୪ ଜିଲାକୁ ୧୨ଘଣ୍ଟିଆ ବନ୍ଦ ଡାକରା

କୋଟଗଡ,୨୪।୬( ସରୋଜ ବଳିୟାର ସିଂ) ପୁଣି ଥରେ କନ୍ଧମାଳ ଜିଲାରେ ଲାଗିଛି ମାଓ ପୋଷ୍ଟର। ବାଲିଗୁଡା ଥାନା ସୁଡ୍ରା ନିକଟ କାମ୍ବରିକିଆ ଛକଠାରେ କେକେବିଏନ ଡିଭିଜିନାଲ କମିଟି…

2 years ago

ବାଲିଗୁଡାରେ ନୂତନ ଏସଡିପିଓଙ୍କ ଯୋଗଦାନ

ବାଲିଗୁଡା, ୨୩।୬ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ନୂଆ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଭାବେ ୟଶ ପ୍ରତାପ ଶ୍ରୀମଲ ଶୁକ୍ରବାର ନିଜ ଦାୟିତ୍ୱ ଗ୍ରହଣ…

2 years ago

୧୧ କେଭି ବିଦ୍ୟୁତ୍‌ ତାର ଛିଣ୍ଡି ବଳଦ ମୃତ, ଉତ୍ତେଜନା

ଦାରିଙ୍ଗବାଡ଼ି,୨୨ା୬(ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ ସିମନବାଡି ଫିଡରର ଅଲାରି ଗ୍ରାମ ନିକଟରେ ୧୧ କେଭି ବିଦ୍ୟୁତ୍‌ ତାର ଛିଣ୍ଡି ଗୋଟିଏ ବଳଦର ମୃତ୍ୟୁ ହୋଇଛି। ଏ ନେଇ…

2 years ago

ନ୍ୟାୟ ପାଇଁ ଥାନା ଆଗରେ ଧାରଣା ଦେଲେ ଗର୍ଭବତୀ

କୋଟଗଡ,୨୨।୬( ସରୋଜ ବଳିୟାର ସିଂ): ନ୍ୟାୟ ପାଇଁ ଥାନା ଆଗରେ ଧାରଣା ଦେଇଛନ୍ତି ୯ ମାସର ଗର୍ଭବତୀ । ଏଭଳି ଘଟଣା କନ୍ଧମାଳ ଜିଲା କୋଟଗଡ ଥାନାରେ…

2 years ago

ଦାରିଙ୍ଗବାଡି ଅଞ୍ଚଳରେ ପ୍ରାକ୍‌ ମୌସମୀ ବର୍ଷା

ଦାରିଙ୍ଗବାଡି,୨୧।୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବୁଧବାର କିଛି ସ୍ଥାନରେ ପ୍ରାକ୍‌ ମୌସମୀ ବର୍ଷା ଆରମ୍ଭ ହୋଇଛି। ପୂର୍ବାହ୍ନ ସାଢେ ୧୦ଟାବେଳେ ହାଲକା ବିଜୁଳି…

2 years ago