କନ୍ଧମାଳ

କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା: ଧୋଇଗଲା ଡାଇଭର୍ସନ, ଦାରିଙ୍ଗବାଡ଼ି-ଭବାନୀପାଟଣା-ତୁମୁଡ଼ିବନ୍ଧ ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି/କୋଟଗଡ଼,୧୨।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ରବିବାର ସନ୍ଧ୍ୟାରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ଫଳରେ ଜିଲାର ବିଭିନ୍ନ ଅଞ୍ଚଳ ଜଳମଗ୍ନ ସହ ରାସ୍ତା ଧୋଇଯିବା କାରଣରୁ ଯାତାୟାତରେ…

5 years ago

ଖଟିଆରେ ବୁହାହେଲେ ଗର୍ଭବତୀ

ଦାରିଙ୍ଗବାଡ଼ି,୧୨ା୮(ଡି.ଏନ୍‌.ଏ.-ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ତାଜୁଙ୍ଗିଆ ପଞ୍ଚାୟତ ଅଞ୍ଚଳରେ ରବିବାର ଅପରାହ୍ନରେ ଜଣେ ଗର୍ଭବତୀଙ୍କୁ ଖଟିଆରେ ବୋହି ଡାକ୍ତରଖାନା ନିଆଯାଉଥିବା ବେଳେ ଜଙ୍ଗଲ ରାସ୍ତାରେ ସେ ପ୍ରସବ କରିଛନ୍ତି।…

5 years ago

ନାଗରିକ ମଞ୍ଚ ତରଫରୁ ଚାରାରୋପଣ

ରାଇକିଆ,୧୨ା୮(ଡି.ଏନ୍‌.ଏ.)-ରାଇକିଆ ନାଗରିକ ମଞ୍ଚ ତରଫରୁ ଷ୍ଟେଟବ୍ୟାଙ୍କ ରୋଡ଼ଠାରେ ଶନିବାର ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ବିଭିନ୍ନ ପ୍ରକାର ଚାରାରୋପଣ କରାଯିବା ସହ ଏହାର…

5 years ago

ଦାରିଙ୍ଗବାଡି ବ୍ଲକ ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଏମ୍‌ପି, ବିଧାୟକ

ଦାରିଙ୍ଗବାଡ଼ି,୧୧ା୮(ଡି.ଏନ.ଏ.)- କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ଓ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ରବିବାର ଦାରିଙ୍ଗବାଡ଼ି ବ୍ଲକରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହ…

5 years ago

ସପ୍ତାହେ ହେଲା ବ୍ରାହ୍ମଣୀଗାଁ ଅଞ୍ଚଳରେ ବିଦ୍ୟୁତ, ମୋବାଇଲ ସେବା ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୧୧।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ସମେତ ଦାରିଙ୍ଗବାଡ଼ିରେ ଗତ କିଛିଦିନ ହେଲା ମୋବାଇଲ ସେବା ବାଧାପ୍ରାପ୍ତ ହୋଇଛି। ବ୍ରାହ୍ମଣୀଗାଁ ସମେତ ଗଦାପୁର,…

5 years ago

ଆର୍ତ୍ତନାଦ ଦିବସରେ ଶୋଭାଯାତ୍ରା, ଦଳିତ ଖ୍ରୀଷ୍ଟିଆନ୍‌ଙ୍କୁ ମିଳୁ ଅନୁସୂଚିତ ଜାତି ମାନ୍ୟତା

ବ୍ରହ୍ମପୁର ଅଫିସ୍‌,୧୧ା୮- ହିନ୍ଦୁଙ୍କ ଭଳି ଖ୍ରୀଷ୍ଟିଆନ୍‌ ଧର୍ମରେ ଥିବା ଦଳିତମାନଙ୍କୁ ଅନୁସୂଚିତ ଜାତିର ମାନ୍ୟତା ଦାବି ନେଇ ଶନିବାର ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜାତୀୟ…

5 years ago

ମିିନିବସ୍‌ ଓଲଟି ୧୩ ଆହତ

ଶଙ୍କରାଖୋଲ,୧୧ା୮(ଡି.ଏନ.ଏ.)-ଟିକାବାଲି ନିକଟ କୋଚିଲା ଗଡନାଳ ଡାଇଭର୍ସନ ରୋଡରେ ଶନିବାର ଏକ ମିନିବସ୍‌ ଓଲଟି ପଡିବାରୁ ୧୩ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଜିଉଦୟଗିରିର ଫିରଜା ପ୍ରଧାନ,…

5 years ago

ଲଗାଣ ବର୍ଷାରେ ଘର ଭାଙ୍ଗିଲା, ପୋଲ ଦବିଲା

ଖଜୁରୀପଡ଼ା,୧୦ା୮(ଡି.ଏନ.ଏ.): ଲଘୁଚାପ ଜନିତ ଲଗାଣ ବର୍ଷାରେ କନ୍ଧମାଳ ଜିଲାର ବିଭିନ୍ନ ଅଞ୍ଚଳରେ ବହୁ କ୍ଷୟକ୍ଷତି ହୋଇଛି। ଖଜୁରିପଡ଼ା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିଥିବାବେଳେ କେତେକ ସ୍ଥାନରେ…

5 years ago

ଗାଳି ଗୁଲଜ କରି ଶିକ୍ଷକ ନିଲମ୍ବିତ

ଫିରିଙ୍ଗିଆ,୧୦ା୮: ଗୋଟିଏ ବିଦ୍ୟାଳୟର ଶିକ୍ଷକ ଅନ୍ୟ ବିଦ୍ୟାଳୟକୁ ଯାଇ ସେଠାରେ ଥିବା ଶିକ୍ଷକ ଏବଂ ପିଲାମାନଙ୍କୁ ଗାଳି ଗୁଲଜ କରିବା ମହଙ୍ଗା ପଡିଛି ା ଏ ନେଇ…

5 years ago

ବିଭିନ୍ନ ଦାବି ନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଫୁଲବାଣୀ ଅଫିସ,୧୦ା୮-କୁଇ ସମାଜ ସେବା ସମିତି ପକ୍ଷରୁ ଶୁକ୍ରବାର ବିଶ୍ୱ ଆଦିବାସୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ରାଲି ମାଦିକୁନ୍ଦା ଛକରୁ ବାହାରିଥିଲା। କେତେଜଣ…

5 years ago