ଫୁଲବାଣୀ ଅଫିସ/ଫିରିଙ୍ଗିଆ,୩ା୩: ଫିରିଙ୍ଗିଆ ବ୍ଲକ ସାଡିଙ୍ଗିଆ ପଞ୍ଚାୟତ ଲେଣ୍ଡ୍ରିଗାଁ ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟକଳାପରେ ଅତିଷ୍ଠ ଗ୍ରାମବାସୀ ଗୁରୁବାର ଚରମ ପଦକ୍ଷେପ ନେଇଛନ୍ତି। ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି…
ବାଲିଗୁଡ଼ା,୧ା୩(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ଡକାୟତି ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାତିରେ ବାଲିଗୁଡ଼ା ଏନ୍ଏସି ଅନ୍ତର୍ଗତ ୨ ନଂ…
ଖଜୁରିପଡ଼ା,୧।୩: ଜନସାଧାରଣଙ୍କ ହିତ ପାଇଁ ସରକାର କୋଟି କୋଟି ଟଙ୍କା ବ୍ୟୟ ବରାଦ କରି ବିଭିନ୍ନ ପ୍ରକାର ଯୋଜନା କରୁଛନ୍ତି। ପରବର୍ତ୍ତୀ ସମୟରେ ଯୋଜନା ସବୁ କୌଣସି…
ବାଲିଗୁଡ଼ା,୨୮ା୨(ଡି.ଏନ.ଏ): ବାଲିଗୁଡ଼ା ପୋଲିସ ଏକ ୬ଜଣିଆ ଡକାୟତ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଥିବା ନେଇ ଏସ୍ଡିପିଓ ରୋହିତ ବର୍ମା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି । ନଗଦ…
ଫୁଲବାଣୀ ଅଫିସ/ଟିକାବାଲି, ୨୮ା୨:ସରକାର ଛୋଟ ପିଲା ଏବଂ ଗର୍ଭବତୀ ଙ୍କୁ ଅଙ୍ଗନୱାଡି କେନ୍ଦ୍ରରେ ପୁଷ୍ଟିକର ଆହାର ଯୋଗାଇ ଦେଉଛନ୍ତି ା ଯୋଜନାର ମୂଳ ଲକ୍ଷ୍ୟ ରହିଛି କେହି…
ଫୁଲବାଣୀ ଅଫିସ, ୨୭ା୨: ସରକାରୀ ଅର୍ଥ ଆତ୍ମସାତ୍ ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ସମରବିଳାସ ବେହେରା ସମ୍ପୃକ୍ତ ପୂର୍ବତନ ପଞ୍ଚାୟତ ନିର୍ବାହୀ…
ଦାରିଙ୍ଗବାଡ଼ି,୨୭।୨(ଡି.ଏନ୍.ଏ.): କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ସୋମବାର ଦାରିଙ୍ଗବାଡ଼ି ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜନଶୁଣାଣି କରିଛନ୍ତି। ଏଥିରେ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମୋଟ…
ଖଜୁରୀପଡ଼ା,୨୭ା୨: ବିଦ୍ୟାଳୟରେ ରୋଷେଇ କରୁଛନ୍ତି ଛାତ୍ରୀଛାତ୍ର। ଏହି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଖଜୁରୀପଡ଼ା ବ୍ଲକ ଝାଡ଼ବଲସକୁମ୍ପା ସରକାରୀ ପ୍ରାଥମିକ ବିଦ୍ୟାଳୟରେ। ଏହି ବିଦ୍ୟାଳୟର ଛାତ୍ରୀଛାତ୍ରମାନେ…
ବାଲିଗୁଡା,୨୩ା୨(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଞ୍ଚଳକୁ ରାଜ୍ୟ ଗୋଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା ଦିନିକିଆ ଗସ୍ତରେ ଆସି ବିଭିନ୍ନ ଥାନା ଓ ସିଆର୍ପିଏଫ କ୍ୟାମ୍ପ ପରିଦର୍ଶନ…
ବାଲିଗୁଡା,୨୩।୨: ନିଜକୁ ସିଆର୍ପିଏଫ୍ ଯବାନର ପରିଚୟ ଦେଇ ଜଣେ ମାଛ ବ୍ୟବସାୟୀଙ୍କଠାରୁ ଟଙ୍କା ଠକେଇ ଘଟଣା ବାଲିଗୁଡ଼ା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲିଟିଛି। ଠକେଇର ଶିକାର ହୋଇଛନ୍ତି…