କନ୍ଧମାଳ

ହିନ୍ଦୁ ଦେବଦେବୀଙ୍କୁ ଗାଳି, ଗାଁରେ ତେଜୁଛି ଉତ୍ତେଜନା

ବାଲିଗୁଡ଼ା,୩ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳର ଜଣେ ମୁସଲମାନ ଯୁବକ ହିନ୍ଦୁ ଦେବଦେବୀଙ୍କ ପ୍ରତି ସୋସିଆଲ ମିଡିଆରେ ଅଶ୍ଳୀଳ ମନ୍ତବ୍ୟ ପୋଷ୍ଟ କରିଥିବା ଅଭିଯୋଗ ହୋଇଛି।…

4 years ago

ଅଗ୍ନିକାଣ୍ଡରେ ୩ ଦୋକାନ ଜଳିଗଲା

ରାଇକିଆ,୩୦ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ମୁଖ୍ୟ ବଜାର ଠାରେ ଥିବା ତିନୋଟି ଦୋକାନରେ ଗୁରୁବାର ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ ହୋଇଛି ।…

4 years ago

ଦାରିଙ୍ଗବାଡ଼ିରେ ଭାରତ ବନ୍ଦର ପ୍ରଭାବ

ଦାରିଙ୍ଗବାଡ଼ି,୨୭ା୯(ଡି.ଏନ୍‌.ଏ.): କୃଷି ଆଇନ ପ୍ରତ୍ୟାହାର ଦାବିରେ ଅଖିଳଭାରତ କଂଗ୍ରେସ କମିଟି ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି। ବ୍ଲକ କଂଗ୍ରେସ…

4 years ago

ଗାଜଲବାଡ଼ି ଘାଟି ରାସ୍ତା ସିଲ୍‌ ଖୋଲିଲା ପ୍ରଶାସନ

ଦାରିଙ୍ଗବାଡ଼ି,୨୭ା୯(ଡି.ଏନ୍‌.ଏ.): କନ୍ଧମାଳ ଏବଂ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟିରାସ୍ତାକୁ ଜିଲା ପ୍ରଶାସନ ପକ୍ଷରୁ ରବିବାର ସିଲ୍‌ କରାଯାଇଥିଲା ଯାହା ସୋମବାର ସକାଳୁ ସିଲ୍‌ ହଟାଯାଇଥିବା…

4 years ago

ଗାଜଲବାଡ଼ି ଘାଟିରାସ୍ତା ସିଲ୍‌

ଦାରିଙ୍ଗବାଡ଼ି,୨୬ା୯(ଡି.ଏନ୍‌.ଏ.):ବାତ୍ୟା ଗୁଲାବ ପ୍ରଭାବରେ ରବିବାର ସନ୍ଧ୍ୟାରୁ ଧୀରେ ଧୀରେ ବର୍ଷାର ପରିମାଣ ବୃଦ୍ଧି ପାଉଛି। ପ୍ରବଳ ବର୍ଷା ହେଲେ ଭୂସ୍ଖଳନ ଆଶଙ୍କା ଥିବାରୁ କନ୍ଧମାଳ ଏବଂ ଗଞ୍ଜାମ…

4 years ago

ନିଶା ଖାଇ ହଇରାଣ କରୁଥିଲେ, ମାରିକି ପୋତିଦେଲେ ବାପା

ଫୁଲବାଣୀ ଅଫିସ,/ବାଲିଗୁଡ଼ା(ଡି.ଏନ୍‌.ଏ.)୧୭।୯: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ୨ଟି ହତ୍ୟାକାଣ୍ଡ ଘଟିଛି। ଗୁରୁବାର ରେବିଙ୍ଗିଆ ଗ୍ରାମର ବ୍ୟବସାୟୀ ନବଘନ ସାହୁଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା।…

4 years ago

ସରକାରୀ ଜମି ହଡ଼ପ ଅଭିଯୋଗ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଲୋକପ୍ରତିନିଧିଙ୍କ ଅନଶନ

ଦାରିଙ୍ଗିବାଡ଼ି,୧୬ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟରେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ମନମୁଖି ଶାସନ ଏବଂ ସ୍ଥାନୀୟ ବିଧାୟକ ବିଜୁ ପାଠାଗାର ନାମରେ ସରକାରୀ ଜମି ହଡ଼ପ…

4 years ago

୨୪ ଘଣ୍ଟା ପରେ ବି ସୁଧୁରୁନି ସ୍ଥିତି : ଯାତାୟାତ ବାଧାପ୍ରାପ୍ତ

ଦାରିଙ୍ଗବାଡ଼ି,୧୪।୯(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ନଂ ଜାତୀୟ ରାଜପଥର ସୁଲୁମାହା ନିକଟରେ ଏକ ଅସ୍ଥାୟୀ ପୋଲ ଧୋଇଯାଇଛି। ୨୪ଘଣ୍ଟା ବିତି ଯାଇଥିଲେ ମଧ୍ୟ…

4 years ago

ଭୁଶୁଡ଼ିଲା ଜଗନ୍ନାଥ ମନ୍ଦିର

ଫୁଲବାଣୀ ଅଫିସ/ସାରଙ୍ଗଗଡ,୧୩ା।୯: କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଥିବା ସର୍ବପୁରାତନ ଜଗନ୍ନାଥ ମନ୍ଦିର ସୋମବାର ଲଗାଣ ବର୍ଷାରେ ଭୁଶୁଡି ପଡ଼ିଛି। ମନ୍ଦିରର…

4 years ago

ଲଗାଣ ବର୍ଷା: ଲେଙ୍ଗୁମହା ନିକଟରେ ଗଛ ପଡ଼ି ରାସ୍ତା ଅବରୋଧ

ରାଇକିଆ,୧୩।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ରାଇକିଆ-ଦାରିଙ୍ଗିବାଡ଼ି ରାସ୍ତାର ଲେଙ୍ଗୁମହା ନିକଟରେ ଏକ ବିରାଟ…

4 years ago