ଫୁଲବାଣୀ ଅଫିସ/ କୋଟଗଡ଼(ଡି.ଏନ୍.ଏ.)୨୧ା୯: ଲଘୁଚାପ ପ୍ରଭାବରେ କନ୍ଧମାଳ ଜିଲାରେ ସୋମବାର ରାତିରୁ ପ୍ରବଳ ବର୍ଷା ହେଉଛି। ବର୍ଷା ଯୋଗୁ ଜିଲାର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି।…
କୋଟଗଡ,୨୦।୯(ଡି.ଏନ.ଏ.): ଲଘୁଚାପ ଲଗାଣ ବର୍ଷାରେ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳରେ ବର୍ଷା ଲାଗି ରହିଛି। ଫଳରେ ବାଲିଗୁଡା,କୋଟଗଡ,ତମୁଡିବନ୍ଧ ଜଳମଗ୍ନ ହୋଇଥିବା ଦେଖିବାକୁ ମିଳିଛି। ଏପରିକି କୋଟଗଡ ବ୍ଲକ…
କୋଟଗଡ,୨୦।୯(ଡି.ଏନ.ଏ.): ଲଘୁଚାପ ବର୍ଷାରେ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳ ଜଳମଗ୍ନ ହୋଇଥିବା ଦେଖିବାକୁ ମିଳିଛି। ବାଲିଗୁଡା ବସଷ୍ଟାଣ୍ଡ ଏବଂ ଆଖପାଖ ଅଞ୍ଚଳରେ ଲୋକଙ୍କ ଘରେ ବର୍ଷା ପାଣି…
ଦାରିଙ୍ଗବାଡ଼ି,୧୭ା୯(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ କୁମ୍ଭାରମୁଣ୍ଡା ଗ୍ରାମ କଲୋନୀ ସାହିରେ ବିଷଧର ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ…
କୋଟଗଡ,୧୭ା୯(ଡି.ଏନ.ଏ.): କନ୍ଧମାଳ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ଗୁରୁବାର କୋଟଗଡ଼ ଗସ୍ତ କରି ବ୍ଲକରେ ପହଞ୍ଚି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। କୋଟଗଡ଼ ବ୍ଲକର ସମସ୍ତ…
ଦାରିଙ୍ଗବାଡ଼ି,୧୫ା୯(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଜୋହନପଲି ସାହିର ୫୯ନଂ ଜାତୀୟ ରାଜପଥ କଡ଼ରେ ଥିବା ଏକ ଜମିକୁ ନେଇ ବିବାଦ ଦେଖାଦେଇଛି। ଏହି…
ଦାରିଙ୍ଗବାଡ଼ି,୧୪।୯(ଡି.ଏନ୍.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଚତୁର୍ଥ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ…
କୋଟଗଡ଼,୧୩।୯(ଡି.ଏନ୍.ଏ.): କନ୍ଧମାଳ ଜିଲା କୋଟଗଡ଼ ମାଦାଗୁଡ଼ା ଛକରେ ମଙ୍ଗଳବାର ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ମାଓବାଦୀମାନେ ଏକ ଗଛରେ ଏହି ବ୍ୟାନନ ମାରି ସେପ୍ଟେମ୍ବର ୧୩ ତାରିଖକୁ…
ଦାରିଙ୍ଗବାଡ଼ି,୧୧ା୯(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେଉଛି। ରବିବାର ଭ୍ରମରବାଡ଼ି ପଞ୍ଚାୟତ ପୁଡ଼ିରାଜଲା ଗ୍ରାମରେ ଏକ ଘର ଭାଙ୍ଗିଯିବାରୁ କାନ୍ଥ ପଡ଼ି…
ବାଲିଗୁଡ଼ା,୭ା୯(ଡି.ଏନ୍.ଏ.): ପ୍ରେମ କରିବା ମହଙ୍ଗା ପଡ଼ିଲା। ସମ୍ମାନ ପାଇଁ ପ୍ରେମିକଙ୍କୁ ହତ୍ୟା କରିଥିଲେ ଝିଅର ପରିବାର ଲୋକେ। ଏଭଳି ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଏହି…