କନ୍ଧମାଳ

କରୋନାରେ ଆଖିବୁଜିଲେ ପୂର୍ବତନ ଏମ୍‌ପି

ଫୁଲବାଣୀ ଅଫିସ,୨୬।୪: କନ୍ଧମାଳ ଜିଲାର ପୂର୍ବତନ ଏମ୍‌ପି ସୁଗ୍ରୀବ ସିଂଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା। ମିଳିଥିବା ସୂଚନା ଅନୁସାରେ, ସିଂ…

5 years ago

୧୦ ଫୁଟର ଅହିରାଜ ଉଦ୍ଧାର

ବାଲିଗୁଡ଼ା,୨୪ା୪: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ସଗଡ଼ିଆ ସାହିରୁ ଶନିବାର ୧୦ଫୁଟର ଲମ୍ବର ଏକ ଅହିରାଜ ସାପ ବନ ବିଭାଗ ଉଦ୍ଧାର କରିଛି। କୋଟଗଡ଼…

5 years ago

ଯବାନଙ୍କ ଗୁଳିରେ ମହିଳା ମାଓବାଦୀ ମୃତ

ଭବାନୀପାଟଣା/ଫୁଲବାଣୀ,୨୩।୪: କନ୍ଧମାଳ-କଳାହାଣ୍ଡି ସୀମାନ୍ତ ଲୁବେନଗଡ଼ ଅଞ୍ଚଳରେ ଶୁକ୍ରବାର ଯବାନ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଯବାନଙ୍କ ଗୁଳିରେ ଜଣେ ମହିଳା ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମିଳିଥିବା ସୂଚନା…

5 years ago

ଜାତୀୟ ରାଜପଥ ସଂପ୍ରସାରଣ ବିଳମ୍ବ ନେଇ ଉତ୍ତେଜନା

ଦାରିଙ୍ଗବାଡ଼ି,୧୭।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ସଂଯୋଗ ହୋଇଥିବା ଗୋପାଳପୁର-ରାଇପୁର ୫୯ ନଂ. ଜାତୀୟ ରାଜପଥ ସଂପ୍ରାସାରଣରେ ବିଳମ୍ବ ଏବଂ ଏହାକୁ ନେଇ ହେଉଥିବା ସମସ୍ୟାର ସମାଧାନ…

5 years ago

ପୁଣି ମୁହାଁମୁହିଁ ହେଲେ ପୋଲିସ-ମାଓବାଦୀ

ଫୁଲବାଣୀ ଅଫିସ, ୭ା୪: କନ୍ଧମାଳ ଜିଲାରେ ପୁଣି ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଅଞ୍ଚଳର କୋଲାମ୍ପରା ଜଙ୍ଗଲରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି…

5 years ago

ରାଜପଥରେ ହାତୀପଲ

ଦାରିଙ୍ଗବାଡ଼ି,୫।୪: ଗଞ୍ଜାମ-କନ୍ଧମାଳ ସିମାବର୍ତ୍ତୀ ସୋରଡ଼ା ବନାଞ୍ଚଳର ୫୯ନଂ. ଜାତୀୟ ରାଜପଥ କଡ଼ରେ ରବିବାର ହାତୀପଲ ଚଳପ୍ରଚଳ ହେଉଥିବା ଦେଖିବାକୁ ମିଳିଛି। ପଲରେ ୧୨ରୁ ୧୫ଟି ହାତୀ ଥିବା…

5 years ago

ପାଣି ପାଇଁ ରାଜପଥରେ ହାତୀପଲ, ଲୋକେ ଆତଙ୍କିତ

ଦାରିଙ୍ଗବାଡ଼ି,୫।୪(ଡି.ଏନ୍‌.ଏ.): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ସୋରଡ଼ା ବନାଞ୍ଚଳର ୫୯ନଂ ଜାତୀୟ ରାଜପଥ କଡ଼ରେ ହାତୀପଲ ଦେଖିବାକୁ ମିଳିଛି ା ଏହାକୁ ନେଇ ରାଜପଥରେ ଯାତାୟାତ କରୁଥିବା ଯାତ୍ରୀମାନେ ଭୟଭୀତ…

5 years ago

କନ୍ଧମାଳ: ୨ଓ୍ବାର୍ଡ କଣ୍ଟେନ୍‌ମେଣ୍ଟ

ଫୁଲବାଣୀ ଅଫିସ, ୩ା୪: ଦୀର୍ଘ ଦିନର ବ୍ୟବଧାନ ପରେ କନ୍ଧମାଳ ଜିଲାକୁ ପୁଣି ଫେରିିଛି କଣ୍ଟେନ୍‌ମେଣ୍ଟ। ସହରର ୨ ନଂ. ୱାର୍ଡ ୮ ଏବଂ ୫ ନଂ.…

5 years ago

ନିମ୍ନମାନର ରାସ୍ତା କାମକୁ ନେଇ ଉତ୍ତେଜନା: କାର୍ଯ୍ୟ ବନ୍ଦ କଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି,୩।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଦୁର୍ଗମ ପଞ୍ଚାୟତ ଦନେକବାଡ଼ିର ପାଡ଼ନକେତା ଗ୍ରାମଦେଇ ଯାଇଥିବା ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଛି। ତେବେ ତାହା ଅତି ନିମ୍ନ ମାନର ହେଇଥିବା…

5 years ago

ଫେରିଲା କଟକଣା: କଳାହାଣ୍ଡି-ଫୁଲବାଣୀର ୩ ସ୍ଥାନ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭବାନୀପାଟଣା(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ,୩।୪: ରାଜ୍ୟରେ ଚିନ୍ତା ବଢ଼ାଇଲାଣି କରୋନାର ଲେଉଟାଣି ସଂକ୍ରମଣ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ କଟକଣା ଜରୁରୀ ହୋଇପଡ଼ିଲାଣି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟର…

5 years ago