କନ୍ଧମାଳ

୭ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧା ହେଲେ ମେଡିକାଲ ଅଧିକାରୀ

ଫୁଲବାଣୀ ଅଫିସ,୩୧।୩: କନ୍ଧମାଳ ଜିଲା ଫିରିଙ୍ଗିଆ ମେଡିକାଲର ଜନସ୍ବାସ୍ଥ୍ୟ ଅଧିକାରୀ ଡା. ନିଶିତ ନିଶାନ୍ତ ମାଲୁ ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମେଡିକାଲରେ କାର୍ଯ୍ୟରତ ପୁରୁଷ ବହୁମୁଖୀ…

5 years ago

ବେଲଘର ବନାଞ୍ଚଳରେ ବାଘ: ଜଙ୍ଗଲ ଯିବାକୁ ମନା

ବାଲିଗୁଡା,୨୭।୩: କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ବନାଞ୍ଚଳର ତଗାପାଙ୍ଗା ଜଙ୍ଗଲରେ ବାଘ ବଳଦକୁ ମାରି ଖାଇଥିବା ଅଭିଯୋଗ ହୋଇଛି।…

5 years ago

ଭାରତ ବନ୍ଦ ପ୍ରଭାବରେ ଦାରିଙ୍ଗବାଡ଼ି ଠପ୍‌

ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍‌.ଏ): ଭାରତ ସରକାରଙ୍କ ନୂଆ କୃଷି ଆଇନ ଏବଂ ଅତ୍ୟାବଶ୍ୟକ ସାମଗ୍ରୀ ସଂଶୋଧନ ଆଇନ ବିରୋଧରେ ସଂଯୁକ୍ତ କିଶାନ ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି।…

5 years ago

ଜାତୀୟ ରାଜପଥରେ ହଠାତ୍‌ ଭାଙ୍ଗି ପଡ଼ିଲା ଗଛ

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ୫୯ ନଂ. ଜାତୀୟ ରାଜପଥର ବାଇମାଳା ଘାଟିରେ ଏକ ବିରାଟକାୟ ଗଛ ଭାଙ୍ଗି ପଡ଼ିଛି। ଫଳରେ ଦାରିଙ୍ଗବାଡ଼ିଠାରୁ ଗଞ୍ଜାମ…

5 years ago

ଜନ୍ମମାଟିକୁ ଫେରିଯିବେ ଜଗା !

ଫୁଲବାଣୀ ଅଫିସ,୨୨।୩: ବହୁ ଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ କାଳିଆଙ୍କ ପରଲୋକ ହୋଇଯାଇଥିବା ବେଳେ ଜଗାଙ୍କୁ କନ୍ଧମାଳ ତଥା ଜନ୍ମମାଟିକୁ ଫେରାଇ ଆଣିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।…

5 years ago

ଲୁଚିଛପି ନିଆଁ ଲଗାଉଥିଲେ, ଧରିଲା ବନ ବିଭାଗ

ବାଲିଗୁଡା,୧୧ା୩: ଫୁଲବାଣୀ ବନଖଣ୍ଡ ଅଧୀନ ଟିକାବାଲି ପରେଷ୍ଟ ରେଞ୍ଜ ଲାଇନପଡ଼ା ରିଜର୍ଭ ଜଙ୍ଗଲରେ ନିଆଁ ଲଗାଉଥିବା ଜଣେ ବ୍ୟକ୍ତିଙ୍କୁ ଟିକାବାଲି ବନବିଭାଗ କର୍ମଚାରୀ କାବୁ କରିଛନ୍ତି। ବନ…

5 years ago

ନକଲି ପୋଲିସ ପୋଷାକ ପିନ୍ଧି କରୁଥିଲେ ଡକାୟତି ଯୋଜନା, ଧରିଲା ଅସଲି ପୋଲିସ

ବାଲିଗୁଡ଼ା,୬।୩(ଡି.ଏନ୍‌.ଏ): ବାଲିଗୁଡ଼ା ପୋଲିସ ଏକ ବଡ଼ ଧରଣର ଡକାୟତି ଯୋଜନା ପଣ୍ଡ କରିଛ। ଘଟଣାରେ ଦୁଇଜଣ ନକଲି ପୋଲିସ ଅଫିସର ଗିରଫ ହୋଇଥିବା ବେଳେ ଅନ୍ୟ ତିନିଜଣ…

5 years ago

ଜେଲ ଗଲେ ଫୁଲବାଣୀର ପୂର୍ବତନ ବିଧାୟକ

ଫୁଲବାଣୀ ଅଫିସ,୨୪ା୨: ପଥଚାରୀଙ୍କୁ ମାଡ଼ ମାରିବା ସହ ଟଙ୍କା ଲୁଟ ଅଭିଯୋଗରେ ମଙ୍ଗଳବାର ଫୁଲବାଣୀର ପୂର୍ବତନ ବିଜେଡି ବିଧାୟକ ଦେବେନ୍ଦ୍ର କହଁର ଗିରଫ ହୋଇଛନ୍ତି। ସେ ୨୦୦୯ରେ…

5 years ago

ଜଲେଶପଟ୍ଟା କନ୍ୟାଶ୍ରମ ମୁଖ୍ୟଙ୍କୁ ହତ୍ୟା ଧମକ ଦେଇ ଧରାପଡ଼ିଲେ ସାଧୁ

ଫୁଲବାଣୀ ଅଫିସ/ତୁମୁଡିବନ୍ଧ,୨୧।୨: କନ୍ଧମାଳ ଜିଲା ଜଲେଶପଟ୍ଟା କନ୍ୟାଶ୍ରମ ମୁଖ୍ୟ ସ୍ବାମୀ ଜୀବନ ମୁକ୍ତାନନ୍ଦ ପୁରିଙ୍କୁ ଫୋନରେ ହତ୍ୟା ଧମକ ଦେଇଥିବା ସାଧୁଙ୍କୁ ପୋଲିସ ରବିବାର ସନ୍ଧ୍ୟାରେ ଗିରଫ…

5 years ago

ଜଲେଶପଟ୍ଟା ଆଶ୍ରମ ସ୍ବାମିଜୀଙ୍କୁ ହତ୍ୟା ଧମକ

ଫୁଲବାଣୀ ଅଫିସ/ତୁମୁଡ଼ିବନ୍ଧ,୨୧।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଜଲେଶପଟ୍ଟା ସଂସ୍କୃତ କନ୍ୟାଶ୍ରମ ମୁଖ୍ୟ ସ୍ବାମିଜୀଙ୍କୁ ଏକ ଅଜଣା ଫୋନ ନମ୍ବରରୁ ଶନିବାର ହତ୍ୟା ଧମକ ମିଳିଛି। ସ୍ବାମୀ…

5 years ago