କନ୍ଧମାଳ

ଜି. ଉଦୟଗିରିରୁ ସମ୍ପୂର୍ଣ୍ଣ ହଟିଲା କଣ୍ଟେନମେଣ୍ଟ, ଜାଣନ୍ତୁ କେଉଁ ସବୁ ସାହି ଥିଲେ ଏହି ଜୋନ୍‌ରେ

ଜି.ଉଦୟଗିରି,୨୨।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ସହରରୁ ସମ୍ପୂର୍ଣ୍ଣ ରୂପେ କଣ୍ଟେନମେଣ୍ଟ ଜୋନ୍‌ ହଟାଯାଇଛି। ଅଗଷ୍ଟ ୫ ତାରିଖରେ ବ୍ୟାଙ୍କ କଲୋନୀ ଓ ଅଗଷ୍ଟ ୯ରେ ଚମ୍ପାସାହିକୁ କଣ୍ଟେନମେଣ୍ଟ…

5 years ago

ଭିଜିଲାନ୍ସ ଜାଲରେ ଗ୍ରାମରୋଜଗାର ସେବକ : ୩୨ ହଜାର ଲାଞ୍ଚ ନେଉଥିବା ବେଳେ ପଡିଲେ ଧରା

ଦାରିଙ୍ଗବାଡ଼ି,୨୧।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ କାର୍ଯ୍ୟାଳୟର ଗ୍ରାମରୋଜଗାର ସେବକ ଦିଲ୍ଲୀପ କୁମାର ସାହୁ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ପ୍ରକାଶ ଯେ,…

5 years ago

ସିମନବାଡ଼ି ବଜାରରେ ଲୋକେ ମାନୁ ନାହାନ୍ତି ସାମାଜିକ ଦୂରତ୍ୱ: ଅମାନିଆଙ୍କୁ ଅଟକାଇଲେ ଏସ୍‌ଡିପିଓ

ଦାରିଙ୍ଗବାଡ଼ି,୨୧।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଦିନକୁ ଦିନ କରୋନା ସଂକ୍ରମଣଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ…

5 years ago

ଲକ୍ଷ୍ମୀବଜାର, ବରାଳିନୀ ସାହିରୁ ଉଠିଲା କଣ୍ଟେନ୍‌ମେଣ୍ଟ୍‌

ଜି.ଉଦୟଗିରି,୨୧ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ସହରର ଲକ୍ଷ୍ମୀବଜାର ଯାହାକି ମୁଖ୍ୟ ବଜାର ଭାବେ ପରିଚିତ ସେଠାରୁ ଗୁରୁବାର କଣ୍ଟେନମେଣ୍ଟ ଜୋନ୍‌କୁ ଉଠାଇ ଦିଆଯାଇଛି। ଏଥିସହିତ ବରାଳିନୀ ସାହିରୁ…

5 years ago

କନ୍ଧମାଳରେ ପାସ୍‌ ହାର ୬୦.୪୪%

ଫୁଲବାଣୀ ଅଫିସ, ୨୦ା୮- କନ୍ଧମାଳ ଜିଲାରେ ଯୁକ୍ତ ୨ ବାଣିଜ୍ୟରେ ପାସ୍‌ହାର ରହିଛି ୬୦.୪୪ ପ୍ରତିଶତ। ଜିଲାରେ ମୋଟ ୨୨୫ ଜଣ ପରୀକ୍ଷା ଦେଇଥିବା ବେଳେ ୧୩୬…

5 years ago

କାର୍‌ରେ ପ୍ରେସ୍‌ ଲେଖି କରୁଥିଲେ ଗଞ୍ଜେଇ ଚାଲାଣ: ୫ ଜଣଙ୍କୁ ବାନ୍ଧିଲା ପୋଲିସ

ଫୁଲବାଣୀ ଅଫିସ, ୧୯ା୮- କନ୍ଧମାଳ ଜିଲାରେ ଚୋରା ବ୍ୟବସାୟୀମାନେ ବିଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ କରୁଛନ୍ତି। ସେପଟେ ଜିଲା ଚାରିପଟେ କରୋନା ପାଇଁ ଚେକିଂ କଡାକଡି କରାଯାଉଛି।…

5 years ago

ଶସ୍ତା ହେଲା କନ୍ଧମାଳ ହଳଦୀ, ଖଲିପତ୍ର

ଦାରିଙ୍ଗବାଡ଼ି,୧୯।୮(ଡି.ଏନ.ଏ)- କନ୍ଧମାଳ ଜିଲା ହଳଦୀ ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଥିବାବେଳେ ଏହାକୁ ଜିଆଇ ଟ୍ୟାଗ୍‌ ମାନ୍ୟତା ମିଳିଛି। ମାତ୍ର ଚଳିତ ବର୍ଷ କରୋନା ମାଡରେ ହଳଦୀ…

5 years ago

ମାଓବାଦୀଙ୍କ ତାଣ୍ଡବ: ପୋଡ଼ିଦେଲେ ଘରୋଇ ଠିକା ସଂସ୍ଥାର ୬ ଗାଡ଼ି

ବାଲିଗୁଡା,୧୭।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ମାଓବାଦୀମାନେ ଏକ ଘରୋଇ ଠିକା କ୍ୟାମ୍ପକୁ ଉଡାଇ ଦେଇଥିବା ଜଣାପଡ଼ିଛି। ଏହା ସହ ଠିକା ସଂସ୍ଥା ଦ୍ୱାରା ବ୍ୟବହୃତ…

5 years ago

ପୁଣି ସ୍ଥିତି ଜାହିର କଲା ମାଓବାଦୀ ସଂଗଠନ: ପୋଷ୍ଟର ଜାରି କରି ଲେଖିଲା ଏମିତି…

ବାଲିଗୁଡ଼ା,୧୬ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଦାରିଙ୍ଗବାଡ଼ି ଛକ ନିକଟ ଧୁଙ୍ଗିଆଦିଆ ଘାଟିରେ ଦେଖିବାକୁ ମିଳିଛି ମାଓବାଦୀ ପୋଷ୍ଟର। କେକେବିଏନ୍‌ ମାଓବାଦୀ ସଂଗଠନ…

5 years ago

କରୋନା କଟକଣା ଭିତରେ ଜି.ଉଦୟଗିରିରେ ଉଡିଲା ତ୍ରିରଙ୍ଗା

ଜି.ଉଦୟଗିରି,୧୫।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ହବାକ ହାଇସ୍କୁଲ ଖେଳ ପଡିଆରେ ଶନିବାର ନିରାଡ଼ମ୍ବର ଭାବେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ବିଡିଓ ତଥା ଭାରପ୍ରାପ୍ତ ଅତିରିକ୍ତ…

5 years ago