କନ୍ଧମାଳ

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ମିଳିଲା ରାଶନକାର୍ଡ

ବାଲିଗୁଡା,୨୫ା୫(ଡି.ଏନ୍‌.ଏ.)- ବାଲିଗୁଡା ଏନ୍‌ଏସି ୬ନଂ. ଓ୍ବାର୍ଡର ଶିବ ପ୍ରସାଦ ପଟ୍ଟନାୟକ ରାଶନକାର୍ଡ ପାଇବାକୁ ଯୋଗ୍ୟ ଥାଇ ମଧ୍ୟ ପାଇ ନ ଥିଲେ। ଶିବପ୍ରସାଦ ବାଲିଗୁଡା ବଜାରରେ ଏକ…

6 years ago

ଗଁ। ପୋଖରୀରେ ଗାଧୋଇଲେ ସୁରଟ ଫେରନ୍ତା: ରାସ୍ତା, ପୋଖରୀ ସାନିଟାଇଜ୍‌ କରିବାକୁ ଦାବି

ଖଜୁରିପଡା/ବଳସକୁମ୍ପା,୨୪ା୫(ଡି.ଏନ.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ବସ୍‌ ଖଜୁରିପଡା ବ୍ଲକ ସମ୍ବେପଦର ଗ୍ରାମ ନିକଟସ୍ଥ ସମ୍ବେପାଦର ଘାଇଠାରେ ଶନିବାର ସକାଳ ପ୍ରାୟ ୭ଟାରେ ଅଟକିଥିଲା।…

6 years ago

ଚଢ଼ା ଦରରେ କିରୋସିନ ବିକ୍ରି ନେଇ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୩।୫(ଡି.ଏନ୍‌.ଏ.): ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଚଢ଼ା ଦରରେ ପିଡିଏସ୍‌ କିରୋସିନ ବିକ୍ରିକୁ ନେଇ ଅସନ୍ତୋଷ ଦେଖାଯାଇଛି। ପୂର୍ବରୁ କିରୋସିନ ୩୦ ଟଙ୍କାରେ ବିକ୍ରି କରାଯାଉଥିବାବେଳେ ଏବେ ଲକ୍‌ଡାଉନ…

6 years ago

ନୂତନ ଶ୍ରମ ଆଇନକୁ ଆଇଏନ୍‌ଟିୟୁସିର ବିରୋଧ

ଫୁଲବାଣୀ ଅଫିସ,୨୩ା୫- କେନ୍ଦ୍ର ସରକାରଙ୍କ ଶ୍ରମ ଆଇନ ପରିବର୍ତ୍ତନ ନିଷ୍ପତ୍ତିକୁ ବିରୋଧ କରି ଶୁକ୍ରବାର ସାରା ଦେଶରେ ଆଇଏନ୍‌ଟିୟୁସି ପକ୍ଷରୁ ପ୍ରତିବାଦ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଙ୍ଗଠନର…

6 years ago

କଠୋର ହେଲା କର୍ଫ୍ୟୁ, ଅମାନ୍ୟ କଲେ ଦଣ୍ଡ

ଖଜୁରିପଡା,୨୨ା୫(ଡି.ଏନ୍‌.ଏ.)- ରାଜ୍ୟ ବାହାରେ ଥିବା ପ୍ରବାସୀ ଓଡ଼ିଆଙ୍କ ଘର ବାହୁଡା ପରେ ବର୍ତ୍ତମାନ କନ୍ଧମାଳ ଜିଲାରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି। ଚତୁର୍ଥ ପର୍ଯ୍ୟାୟ ଲକଡାଉନ୍‌ରେ…

6 years ago

ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ, ଜଣେ ଗିରଫ

ରାଇକିଆ,୨୨।୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ପୋଲିସ ଏକ ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ କରିବା ସହ ଚାଳକଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ ଜିଲାର ଗୋଲକ…

6 years ago

ସଙ୍ଗୀତ ମାଧ୍ୟମରେ କରୋନା ସଚେତନ କଲେ ଶିକ୍ଷକ

ଦାରିଙ୍ଗବାଡ଼ି,୨୨।୫(ଡି.ଏନ.ଏ)-କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତା ସୃଷ୍ଟି କରାଯାଉଛି। ଏହି ସମୟରେ କନ୍ଧମାଳ ଜିଲା ଚକାପାଦ ବ୍ଲକ ଲାଇନପଡ଼ା ସରକାରୀ ବିଦ୍ୟାଳୟର…

6 years ago

ପାଣି ଯୋଗାଣରେ ବିଳମ୍ବ ଯୋଗୁ ସଂଗରୋଧ କେନ୍ଦ୍ରରେ ଭଙ୍ଗାରୁଜା: ୩ ପ୍ରବାସୀଙ୍କ ନାମରେ ଏତଲା

ଜି.ଉଦୟଗିରି, ୨୧।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଶ୍ରୀରାମପଦାସ୍ଥିତ ଅନ୍ବେସା ସଙ୍ଗରୋଧ କେନ୍ଦ୍ରରେ ରହିଥିବା ୩ ଜଣ ଅନ୍ତେବାସୀ ବୁଧବାର ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କ ସହ ଗଣ୍ଡଗୋଳ କରିଛନ୍ତି।…

6 years ago

ପଞ୍ଜୀକରଣ ପରେ ବି ପ୍ରବାସୀଙ୍କ ଫେରିବା ବାଟ ଫିଟୁନି: ଭୋକ ଉପାସରେ ପଡ଼ିରହିଛନ୍ତି ଆନ୍ଧ୍ରରେ

ବାଲିଗୁଡ଼ା,୨୧ା୫(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଦିନକୁ ଦିନ ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି l…

6 years ago

କନ୍ଧମାଳରେ ଆଉ ଜଣେ କରୋନା ପଜିଟିଭ

ଫୁଲବାଣୀ ଅଫିସ, ୨୧ା୫- କନ୍ଧମାଳ ଜିଲାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ଏହି…

6 years ago