କନ୍ଧମାଳ

ଅସହାୟଙ୍କୁ ରନ୍ଧାଖାଦ୍ୟ ଦେଲେ ବ୍ଲକ ଅଧ୍ୟକ୍ଷ

ଖଜୁରିପଡା,୧୯ା୪(ଡି.ଏନ୍‌.ଏ.)- ଖଜୁରିପଡା ବ୍ଲକ ଅଧ୍ୟକ୍ଷ ବୀରେନ୍ଦ୍ର କୁମାର କହଁର ବିଭିନ୍ନ ପଞ୍ଚାୟତର ଗଁା ଗଁା ବୁଲି ଲୋକଙ୍କୁ ସାମାଜିକ ଦୂରତା ରକ୍ଷା, କାମ ନ ଥିଲେ ଘରୁ…

6 years ago

ଲକ୍‌ଡାଉନ୍‌ରେ ରକ୍ତଦାନ ଶିବିର: ୧୪୧ ୟୁନିଟ ରକ୍ତ ସଂଗ୍ରହ

ରାଇକିଆ,୧୯ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ କଟକଣା ଯୋଗୁ ବିଭିନ୍ନ ରକ୍ତ ଭଣ୍ଡାରରେ ରକ୍ତାଭାବ ପରିଲକ୍ଷିତ ହେଉଛି। ଏହାକୁ ଦୃଷ୍ଟିରେ ରଖି ରବିବାର ରାଇକିଆ ପୋଲିସ ଏବଂ ବଣିକ ସଂଘ ମିଳିତ…

6 years ago

ଲକ୍‌ଡାଉନ୍‌ରେ ସକ୍ରିୟ ଚୋରା ମଦ ବେପାରୀ: ୪ ମହୁଲି ମଦ ଭାଟି ଭାଙ୍ଗିଲା ଜି.ଉଦୟଗିରି ପୋଲିସ

ଜି.ଉଦୟଗିରି,୧୯।୪(ଡି.ଏନ୍‌.ଏ.): କରୋନା ମୁକାବିଲାକୁ ନେଇ ଜାରି ରହିଥିବା ଲକ୍‌ ଡାଉନ୍‌ ସମୟରେ ପ୍ରାୟ ସବୁକିଛି ବନ୍ଦ ରହିଛି। ଏହାର ସୁଯୋଗ ନେଇ ଚୋରା ମଦ ବେପାରୀ ଜଙ୍ଗଲ…

6 years ago

ନିର୍ମାଣ ଶ୍ରମିକଙ୍କୁ ମିଳିନି ସହାୟତା

ଫୁଲବାଣୀ ଅଫିସ,୧୯ା୪-କରୋନା ଲକ୍‌ଡାଉନ୍‌ରେ ଫୁଲବାଣୀ ସହରର ଅନେକ ନିର୍ମାଣ ଶ୍ରମିକ ସରକାରଙ୍କ ଘୋଷିତ ୧୫ଶହ ଟଙ୍କା ସହାୟତା ଅର୍ଥ ପାଇ ନ ଥିବା ଅଭିଯୋଗ କରି ଶନିବାର…

6 years ago

ମୁଖ୍ୟ ଶାସନ ସଚିବ, ୫-ଟି ସଚିବଙ୍କ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ

ଫୁଲବାଣୀ ଅଫିସ, ୧୮ା୪- ରାଜ୍ୟର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶନିବାର ଫୁଲବାଣୀ ଗସ୍ତରେ ଆସି କୋଭିଡ୍‌ ହସ୍ପିଟାଲ…

6 years ago

ସଫେଇ କର୍ମଚାରୀ ସମ୍ମାନିତ

ବାଲିଗୁଡ଼ା,୧୮ା୪(ଡି.ଏନ୍‌.ଏ.)- ବାଲିଗୁଡ଼ା ଏନ୍‌ଏସିରେ କାର୍ଯ୍ୟରତ ୫୦ରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷ ସଫେଇ କର୍ମଚାରୀଙ୍କୁ ଉପଢ଼ୌକନ ଦେଇ ସମ୍ମାନିତ କରିଛନ୍ତି ଫୁଲବାଣୀର ଯୁବ ସାମାଜିକ କର୍ମୀ ପ୍ରଶାନ୍ତ…

6 years ago

ଚାଷକାର୍ଯ୍ୟରୁ କଟକଣା ଉଠିବା ପରେ ଚାଷୀଙ୍କ ମଧ୍ୟରେ ଉତ୍ସାହ: ଦାରିଙ୍ଗବାଡ଼ିରେ ଚାଲିଛି ହଳଦୀ ଚାଷ

ଦାରିଙ୍ଗବାଡ଼ି,୧୮ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା ଅବଧି ବୃଦ୍ଧି ପାଇଛି ା ଆସନ୍ତା ମେ’୩ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ବଳବତ୍ତର ରହିଥିବା ବେଳେ ସରକାର ଚାଷକାର୍ଯ୍ୟ…

6 years ago

କରୋନା ପ୍ରତିହତ ପାଇଁ ସଚେତନ କଲେ ବିଧାୟକ, ପ୍ରଶାସନିକ ଅଧିକାରୀ

ବାଲିଗୁଡ଼ା,୧୮ା୪(ଡି.ଏନ୍‌.ଏ.): ମହାମାରୀ କରୋନା ଭୂତାଣୁ ରୋକିବା ନିମନ୍ତେ ସବୁସ୍ତରରେ ଲୋକଙ୍କୁ ସଚେତନ କରାଯାଉଛି। ଏଭଳି ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ…

6 years ago

ଲକ୍‌ଡାଉନ୍‌ ଯୋଗୁ ବଢ଼ିଛି ଦେଶୀ ମଦ ମାଫିଆଙ୍କ ପ୍ରାର୍ଦୁଭାବ: ଜଙ୍ଗଲରେ ଚଢ଼ାଉ କରି ୧୨୦୦ଲିଟର ମହୁଲ ପୋଚ ନଷ୍ଟ କଲା ବାଲିଗୁଡ଼ା ପୋଲିସ, ଜଣେ ଗିରଫ

ବାଲିଗୁଡ଼ା,୧୮।୪.(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା କଟପଡ଼ି ଜଙ୍ଗଲରେ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇଛି। ଏଥିରେ ପୋଲିସ ୧୨୦୦ ଲିଟର ମହୁଲ ପୋଚ ସହ ମଦ ରନ୍ଧା…

6 years ago

ଜି.ଉଦୟଗିରିରେ ଘୂର୍ଣ୍ଣିଝଡ଼, କୁଆପଥର ବର୍ଷା

ଜି.ଉଦୟଗିରି, ୧୮।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ସହରରେ ଶୁକ୍ରବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ସାଙ୍ଗକୁ କୁଆପଡ଼ର ବର୍ଷା ହୋଇଥିଲା। ପ୍ରାୟ ଏକ ଘଣ୍ଟାଧରି ଏହି ଘୂର୍ଣ୍ଣିଝଡ଼ ଓ…

6 years ago